November 26, 2024

Day: August 1, 2024

ଗଜପତି:- ଜୀବା ଉଚ୍ଚ ବିଦ୍ୟାଳୟରେ କିଶୋର ନ୍ୟାୟ , ସୁରକ୍ଷା , ଯତ୍ନ ଓ ବାଧ୍ୟତା ଶିକ୍ଷା ଅଧିକାର ଅଧିନିୟମ ଉପରେ ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ..

ଗଜପତି ଜିଲ୍ଲାର ଆକାଂକ୍ଷା ବ୍ଲକ୍ ଭାବେ ପରିଚିତ ଆଦିବାସୀ ଅଧ୍ୟୁଷିତ ଗୁମ୍ମା ବ୍ଲକ୍ । ଏହି ଆକାଂକ୍ଷା ବ୍ଲକରେ ସାକ୍ଷରତା ହାର କମ୍ ଥିବା ବେଳେ ଏଠାରେ...

ନବରଙ୍ଗପୁର ଜିଲ୍ଲା ଓକିଲ ସଙ୍ଘ ଦ୍ୱାରା ବସ ଚଳାଚଳ ପାଇଁ ଦାବିପତ୍ର ପ୍ରଦାନ..

  ନବରଙ୍ଗପୁର:-(ଏମ୍.ଦୀନ°ଶୁ ଆଚାରୀ) ନବରଙ୍ଗପୁର ସଦର ମହକୁମା ସୀମାନ୍ତବର୍ତ୍ତି ନନ୍ଦାହାଣ୍ଡି ବ୍ଲକ ଅଞ୍ଚଳରେ ଗମନାଗମନ ସୁବିଧା ପାଇଁ ନବରଙ୍ଗପୁର ଜିଲ୍ଲା ଓକିଲ ସଂଘ ଦାବି କରିଛି। ଏହି...

ଗଜପତିରୁ ପୋଷ୍ୟ ସନ୍ତାନ ଗ୍ରହଣ କଲେ ପଶ୍ଚିମବଙ୍ଗର ଦମ୍ପତି

ପାରଳାଖେମୁଣ୍ଡି, ଗଜପତି ଜିଲ୍ଲାର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ୫୫ ତମ ଶିଶୁ କୁ ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ପୋଷ୍ୟ ସନ୍ତାନ ଭାବେ ପଶ୍ଚିମ...

ଉମରକୋଟ ବ୍ଲକ ମୁଣ୍ଡିଗୁଡ଼ା ଠାରେ ଚାଳ ଛପର ଘରେ ଦିନ ବିତୁଛି ଜଗନୁ ର……..

  ଉମରକୋଟ (ଏମ୍.ଦିନା°ଶୁ ଆଚାରୀ )୧/୮/୨୫:ସରକାର ଗରିବ ଶ୍ରେଣୀର ଲୋକଙ୍କୁ ଛାତଘର ଦେବା ପାଇଁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କରିଛନ୍ତି, ହେଲେ ଏହି ଯୋଜନା ନବରଙ୍ଗପୁର ଜିଲ୍ଲାର...

ଗଜପତି:- ସଖୀ ୱାନଷ୍ଟପ କେନ୍ଦ୍ରର ୫ମ ବାର୍ଷିକ ଉତ୍ସବ ପାଳନ ଏବଂ ମିଳିତ କ୍ରିୟାନୁଷ୍ଠାନ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି ..

    ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଥିବା ରାଜ୍ୟ ସହାୟତା କେନ୍ଦ୍ର/(ଶକ୍ତି ସମ୍ବଳ)ୱାନ୍‌ଷ୍ଟପ କେନ୍ଦ୍ରର ୫ମ ବାର୍ଷିକ ଉତ୍ସବ ଏବଂ ମିଳିତ କ୍ରିୟାନୁଷ୍ଠାନ...

ବ୍ଲକ ସ୍ତରୀୟ ଜୁନିୟର ରେଡ୍ କ୍ରସ ଏକଦିବସୀୟ ପରାମର୍ଶଦାତା ପ୍ରଶିକ୍ଷଣ ଶିବିର ଉଦ୍ଘାଟିତ..

           ଉସରକାରୀ ଉଚ୍ଚ ବିଦ୍ୟାଳୟ କୋରାପୁଟ ଠାରେ ଜୟପୁର,କୋରାପୁଟ ଓ ସେମିଳିଗୁଡା ବ୍ଲକର ଜୁନିୟର ରେଡକ୍ରସ ଏକଦିବସୀୟ ପରାମର୍ଶ ଦାତା ପ୍ରଶିକ୍ଷଣ...

ଶୁଖିଲା ପଡ଼ିଛି ଚାଷ ଜମି; ପାଣି ପାଇଁ ଗ୍ରାମବାସୀଙ୍କ ଆନ୍ଦୋଳନ

  ବେଲଗୁଣ୍ଠା, 01/08, ବର୍ତ୍ତମାନ ହେଉଛି ଧାନ ରୂଆର ସମୟ I କିନ୍ତୁ ସ୍ଵଳ୍ପ ବୃଷ୍ଟି ଯୋଗୁଁ ଅଧିକାଂଶ ଜମିରେ ବର୍ତ୍ତମାନ ସୁଦ୍ଧା ରୁଆ ବେଉଷଣ କାର୍ଯ୍ୟ...

ଗଜପତି ଜିଲ୍ଲା କୃଷକସଂଘ ସଭାପତି ସୂର୍ଯ୍ୟନାରାୟଣ ପଟ୍ଟନାୟକଙ୍କ ମାତୃ ବିୟୋଗ, ବିଭିନ୍ନ ମହଲରେ ଶୋକ

ପାରଳାଖେମୁଣ୍ଡି:୧/୮(ଗରୁଡ଼ ଧ୍ୱଜ ଚୌଧୁରୀ) ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଶ୍ରୀକରଣସାହି ନିବାସୀ ଗଜପତି ଜିଲ୍ଲା କୃଷକ ସଂଘ ସଭାପତିଂକ ମାତା ପ୍ରମିଳା ପଟ୍ଟନାୟକଂକ ପରଲୋକ...

ଗଜପତି:- ସମନ୍ୱିତ ସ୍ୱାସ୍ଥ୍ୟ ସର୍ବେକ୍ଷଣ ଅଭିଯାନ ଏବଂ ବିଶ୍ଵ ସ୍ତନ୍ୟପାନ ଦିବସ ପାଳନ ଅବସରରେ ବିଭିନ୍ନ ସଚେତନତା ମୂଳକ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ୍ ଅନ୍ତର୍ଗତ ଗୁରାନ୍ଦି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିନସ୍ତ ଉପଲଡା ସ୍ଥିତ ସ୍ୱାସ୍ଥ୍ୟ ଉପକେନ୍ଦ୍ର ତଥା ଆୟୁଷ୍ମାନ ସ୍ୱାସ୍ଥ୍ୟ ଆରୋଗ୍ୟ ମନ୍ଦିର ପକ୍ଷରୁ...

ଆଳୁ ସମସ୍ୟା ର ଦୀର୍ଘ ସ୍ଥାୟୀ ସମାଧାନ ପାଇଁ କଂଗ୍ରେସ ର ଦାବି ..

ଅସ୍ତରଙ୍ଗ,,ଆଳୁ ସମସ୍ୟା ସମାଧାନ ହେବା ପରିବର୍ତ୍ତେ ବଢ଼ି ବଢ଼ି ଚାଲିଛି । ବର୍ତ୍ତମାନ ଆଳୁ ର ଦର ୪୦ରୁ ୫୦ ଭିତରେ ରହିଅଛି । ଯାହାଫଳରେ କି...

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.