November 26, 2024

Day: September 1, 2024

କଂସର ଠାରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ l 

  ପଦ୍ମପୁର : (ଜୟନ୍ତ କୁମାର ସେଠ) ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଅଧିନସ୍ଥ କଂସର ରୁ ବିରିପାଲି ଗାଁ ପର୍ଯନ୍ତ 5 କିମି ରାସ୍ତାର ଉଭୟ...

ଗୋଲିଆଠୁ ତାଳସର ରାସ୍ତାର ଅବସ୍ଥା ଶୋଚନୀୟ , ତେଜୁଛି ଅସନ୍ତୋଷ, ପ୍ରତିକାର ଦାବି 

ବୁଗୁଡ଼ା : ତା ୦୧/୦୯/୨୪ : ଦେଶ ସ୍ବାଧୀନତାର ଦୀର୍ଘ ୭୭ ବର୍ଷ ବିତିଯାଇଥିଲେ ବି ନିଜ ଗାଁକୁ ଭଲ ରାସ୍ତାଟିଏ ପାଇପାରି ନାହାନ୍ତି ଲୋକେ ।...

ନାରିକେଳରେ ବଳକା ବ୍ରହ୍ମଗିରି ଅଞ୍ଚଳର ରେ ନଡିଆ ଅଭାବ। 

    ରାତି ପାହିଲେ ଗଣେଶ ପୂଜା। ବିଦ୍ୟାଳୟ ର ଛାତ୍ରଛାତ୍ରୀ ମାନେ ଗଣେଶଙ୍କ ନିକଟରେ ନଡ଼ିଆ ବାଡେଇବେ ହେଲେ ବ୍ରହ୍ମଗିରି ଅଂଚଳରେ ନଡିଆ ଭୋଗ କରିବାକୁ...

ସେପ୍ଟେମ୍ବର ୧କୁ ରାଷ୍ଟ୍ରୀୟ ଡ୍ରାଇଭର ଦିବସ ଭାବେ ପାଳନ କରିବା ପାଇଁ ରାଜ୍ୟ ଡ୍ରାଇଭର ସଂଘ ପକ୍ଷରୁ ବିଶାଳ ବାଇକ ଶୋଭାଯାତ୍ରା l

ରାଜ୍ୟ ଡ୍ରାଇଭର ସଂଘ ପୁରୀଜିଲ୍ଲା ବ୍ରହ୍ମଗିରି ଶାଖା ପକ୍ଷରୁ ସେପ୍ଟେମ୍ବର ୧ କୁ ରାଷ୍ଟ୍ରୀୟ ଡ୍ରାଇଭର ଦିବସ ପାଳନ ଉପଲକ୍ଷେ ସଭାପତି ଗୋପବନ୍ଧୁ ଦାସଙ୍କ ଅଧକ୍ଷତା ରେ...

ନୂଆଁଖାଇ ଭେଟଘାଟ ଉପଲକ୍ଷେ ରଙ୍ଗୋଲି କାର୍ଯ୍ୟକ୍ରମ ଅନୁଷ୍ଠିତ 

ପଦ୍ମପୁର :- 01.09(ଜୟନ୍ତ କୁମାର ସେଠ) ରବିବାର ସ୍ଥାନୀୟ ମାରୱାଡି ଧର୍ମଶାଳା ଠାରେ 2୬ ତମ ବୋଡାସମ୍ବର ନୁଆଁଖାଈ ଭେଟ ଘାଟ ଉପଲକ୍ଷେ ରଙ୍ଗୋଲି, ଝୋଟି ଓ...

ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ସଭା

  ପଦ୍ମପୁର : (ଜୟନ୍ତ କୁମାର ସେଠ)ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଦହିତା ସ୍ଥିତ ବନ୍ଧପଡା ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀ ଲଳିତ ମୋହନ ଶତପଥି...

ଗଜପତି:- ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ସମାରୋହ ୨୦୨୪ ପାଳନ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ..

-----ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସଂସ୍କୃତ ମହାବିଦ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଆଜି ରାଜ୍ୟ ଉତ୍କଳ ସଂସ୍କୃତ ଶିକ୍ଷକ ମହାସଂଘ ଗଜପତି ଜିଲ୍ଲା ଶାଖା...

ମିଶନ ଶକ୍ତି ବଜାର ନିର୍ମାଣ ନିମନ୍ତେ ଭିତ୍ତି ପ୍ରସ୍ତର ସ୍ଥାପିତ

  ବରଗଡ଼ : ୦୧.୦୯.(ଜୟନ୍ତ କୁମାର ସେଠ)ଆଜି ସ୍ଥାନୀୟ ବିଧାୟକ ଶ୍ରୀଯୁକ୍ତ ଅଶ୍ୱିନୀ କୁମାର ଷଡଙ୍ଗୀଙ୍କ କରକମଳରେ ମାର୍କେଟ୍ ୟାର୍ଡ ସ୍ଥିତ ଗୋରୁ ମାର୍କେଟ ପରିସରରେ ନିର୍ମାଣ...

ଦହିଗାଁ ଠାରେ ଆୟୁଷ୍ମାନ ଆରୋଗ୍ୟ ଶିବିର ଅନୁଷ୍ଠିତ 

    ପଦ୍ମପୁର :(ଜୟନ୍ତ କୁମାର ସେଠ)ପଦ୍ମପୁର ଉପଖଣ୍ଡ ଦହିଗାଁ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରର ପରିସର ମଧ୍ୟରେ ଏକ ସ୍ୱାସ୍ଥ୍ୟ ସଚେତନତା ସମ୍ବନ୍ଧିତ ଆୟୁଷ୍ମାନ ଆରୋଗ୍ୟ ଶିବିର...

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.