ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ସରକାରଙ୍କ କାର୍ଯ୍ୟାନୁଷ୍ଠାନ, ଆଇଏଫ୍ଏସ୍ ଅଧିକାରୀ ସଂଗ୍ରାମ କେଶରୀ ବେହେରା ନିଲମ୍ବିତ
*ଭୁବନେଶ୍ୱର: ବହୁଚର୍ଚ୍ଚିତ ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ଅଭିଯୁକ୍ତ ଆଇଏଫ୍ଏସ୍ ଅଧିକାରୀ ସଂଗ୍ରାମ କେଶରୀ ବେହେରାଙ୍କ ବିରୋଧରେ ରାଜ୍ୟ ସରକାର କଠୋର ପଦକ୍ଷେପ...
