May 20, 2025

ଆସନ୍ତା ଜାନୁଆରୀ ୬ ତାରିଖ (ସୋମ‌ବାର‌)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। 

Share

 

ଭୁବନେଶ୍ୱର ( ଦେବାଶିଷ ଦାଶ୍ )

ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଥିବାରୁ ଜାନୁଆରୀ ୬ ତାରିଖରେ ଭୁବନେଶ୍ବର, ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ବନ୍ଦ ରହିବ। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ଏ ସମ୍ପର୍କରେ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।