ଆଜି ସକାଳୁ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ ଉଠାଦୋକାନୀ ମାନଙ୍କୁ ସାଙ୍ଗରେ ନେଇ ଜିଲ୍ଲାପାଳ ବିଜୟ କୁମାର ଦାସଙ୍କ ଆବାସିକ କାର୍ଯ୍ୟାଳୟକୁ ଯାଇ ଜିଲ୍ଲାପାଳଙ୍କ ସହିତ ଆଲୋଚନା କରିଥିଲେ l ଦୁଇଦିନ ଭିତରେ ଉଠାଦୋକାନୀ ମାନଙ୍କ ଥଇଥାନର କିଛି ବ୍ୟବସ୍ଥା କରିବେ ବୋଲି ନିର୍ଭର ପ୍ରତିଶୃତି ଦେଇଛନ୍ତି l
(ପୁରୀରୁ ରମେଶ ସାହୁଙ୍କ ରିପୋର୍ଟ)