September 21, 2024
Share

*🌹🌼👉ମହାବୀର ପଞ୍ଜିକା👈🌼🌹*
*✧═════•❁❀❁•═════✧*
*ଅଦ୍ୟ ଜୁନ ମାସ ୦୩ ତାରିଖ ୨୦୨୩ ମସିହା(ଶନିବାର)*
*ଶକାବ୍ଦ -୧୯୪୫*
*ସମ୍ବତ -୨୦୮୦*
*ଦିଲ୍ଲୀସ୍ୱରାଦ୍ଧ-୧୪୩୦*
*ସମ୍ବତ୍ସର-କପିଳ*
*ଜ୍ୟେଷ୍ଠ ମାସ-ଶୁକ୍ଳପକ୍ଷ*
*ତିଥି- ଚତୁର୍ଦ୍ଦଶୀ ଦିବା ଘ୧୧/୦୭ ପର୍ୟ୍ୟନ୍ତ ତଦନ୍ତେ ପୁର୍ଣିମା*
*ନକ୍ଷତ୍ର- ବିଶାଖା ଦିବା ଘ୦୬/୪୬ ପର୍ୟ୍ୟନ୍ତ ତଦନ୍ତେ ଅନୁରାଧା*
*ଚନ୍ଦ୍ର- ବିଛା*
*ଯୋଗ- ଶିବ*
*କରଣ – ବାଣିଜ୍ୟ*
*ସୌରମାସ- ବୃଷ ୨୦ ଦିନ*
*✧═════•❁❀❁•═════✧*
*ସୁର୍ୟୋଦୟ-ପ୍ରାତଃ ଘ୦୫/୧୧/୪୫*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୯/୦୧*
*✧═════•❁❀
*ଯୋଗିନୀ ପଶ୍ଚିମ ଦିବା ଘ୧୧/୦୭ ପର୍ୟ୍ୟନ୍ତ ତଦନ୍ତେ ବାୟବ୍ୟେ*
*ବୃଷ ରାଶିର ଘାତବାର*
*ଚତୁର୍ଦ୍ଦଶୀ ର ଏକୋଦିଷ୍ଟ ଓ ପୂର୍ଣ୍ଣିମା ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
✧═════•❁❀❁•═══
*କାଳବେଳା -ଘ୦୬/୪୯ ମଧ୍ୟେ ଓ ଘ୦୪/୪୦ଗତେ ଘ ୦୬/୨୦ ମଧ୍ୟେ*
*ବାରବେଳା – ଘ୦୧/୨୪ଗତେ ଘ୦୩/୦୩ମଧ୍ୟେ*
══•❁❀❁•═
*ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୩/୦୪ ଗତେ ଘ୦୪/୩୯ ମଧ୍ୟେ ଓ ରାତ୍ରି ଘ୦୭/୦୮ ଗତେ ଘ୦୭/୫୮ ମଧ୍ୟେ*
*ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ଦିବା ଘ୦୯/୧୦ ଗତେ ଘ୧୧/୩୫ ମଧ୍ୟେ*
═✧*══•❁❀❁•═════✧
*ଅଦ୍ୟ ବିରି ରାତ୍ରି ଘ୧୧/୦୭ଗତେ ଆମିଷ ଭକ୍ଷଣ ନିଷେଧ*
*═✧*══•❁❀❁•═════✧
*ଡ:ବାୟୁନନ୍ଦନ ମିଶ୍ର*
*ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର*
*ଅଦୃଶ୍ୟଶକ୍ତି ଭବନ*
*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*
*ମୋବାଇଲ-9437064130*
*www.adrushyashaktiastro.com*
*✧═════•❁❀❁•═════✧*
*🌼🌹꧁ ଆଜିର ରାଶିଫଳ꧂🌹🌼*
*✧═════•❁❀❁•═════✧*
*🌹ମେଷ🌹👉 : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି।ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।*
*✧═════•❁❀❁•═════✧*
*🌹ବୃଷ 🌹👉: ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ ଠାରୁ ଅଧିକ ଗୁରୁତ୍ତ୍ୱ ହେବ ।*
*✧═════•❁❀❁•═════✧*
*🌹ମିଥୁନ🌹👉 : ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ କରିବେ । ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ ।*
*✧═════•❁❀❁•═════✧*
*🌹କର୍କଟ🌹👉 : ଆଜି ଆପଣ କୌଣସି ସମସ୍ୟାରେ ପଡିଛନ୍ତି ,ସେଥିପାଇଁ ଆପଣଙ୍କୁ ମିଳୁଥିବା ସାହାଯ୍ୟ ଆପଣଙ୍କୁ ସମସ୍ୟାରୁ ମୁକୁଳିବାର ବାଟ ସାହାଯ୍ୟ କରିବ । ଆପଣ ଏହାଦ୍ୱାରା ଜାଣି ଖୁସି ହେବେ ଯେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆପଣଙ୍କର ପୁତ୍ରମାନେ ଆଗେଇ ଆସିବେ ।*
*✧═════•❁❀❁•═════✧*
*🌹ସିଂହ 🌹👉: ଆଜି ଧନଲାଭ ହେବା ସହ ଅପଣଙ୍କ ପ୍ରିୟଜନ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ନିଜର ଚ଼େଷ୍ଟା ଏବଂ ସ୍ନେହ ବଳରେ ଆପଣଙ୍କ ଦିନକୁ ସେମାନେ ବହୁତ ସୁନ୍ଦର କରିଦେବେ । ଆପଣ ସେମାନଙ୍କ ସ୍ନେହ ପାଇଁ ବହୁତ ଖୁସି ହେବେ ଏବଂ ନିଜକୁ କୃତାର୍ଥ ମନେ କରିବେ ।*
*✧═════•❁❀❁•═════✧*
*🌹କନ୍ୟା 🌹👉: ଆପଣ ଯେଉଁ ଲୋକଙ୍କ ସହିତ ଚ଼ାଲୁଛନ୍ତି ସେହି ଆପଣଙ୍କର କଳିକଜିଆ ଶେଷ କରି ପାରିବ । କୌଣସି ଘରୋଇ କଳିକଜିଆ ଯେଉଁଟା କି ଆପଣଙ୍କର ଅଶାନ୍ତିର କାରଣ ହୋଇଥିଲା, ସମସ୍ତଙ୍କର ଅଶାନ୍ତିର କାରଣ ହୋଇଥିଲା, ଏବେ ଶେଷ ହୋଇଯିବ ।*
*✧═════•❁❀❁•═════✧*
*🌹ତୁଳା🌹👉: ଆଜି ଆପଣଙ୍କ ମନ କରିବ ଯେ ,ଆପଣ ଆପଣଙ୍କ ସବୁ କାମ ଏକ ପାର୍ଶ୍ୱରେ ରଖି ନିଜ ପରିବାର ଓ ବନ୍ଧୁମାନଙ୍କ ସହ ଭଲ ସମୟ ବ୍ୟତିତ କରନ୍ତୁ । ନିଜ ପସନ୍ଦର ଖାଦ୍ୟ ଓ ପୁରାତନ ଘନିଷ୍ଠ ବନ୍ଧୁମାନଙ୍କ ସହ ମିଳାମିସା କରିବାର ସୁଯୋଗ ମିଳିବ।*
*✧═════•❁❀❁•═════✧*
*🌹ବିଛା🌹👉 : ଆପଣ ଏ ପରିସ୍ଥିତିରେ ଅଛନ୍ତି ଯେ ଆପଣଙ୍କୁ ଅନେକ ଅଧିକାର ଓ କ୍ଷମତା ମିଳିବ । ଏଥିରେ ଆପଣଙ୍କୁ ବହୁତ ଆନନ୍ଦ ମିଳିବ କିନ୍ତୁ ଏହା ଧ୍ୟାନ ରଖିବା ଉଚ଼ିତ୍ ଯେ ଏହି ଅଧିକାର ସହିତ ଆପଣଙ୍କୁ ଅତିରିକ୍ତ ଦାୟୀତ୍ତ୍ୱ ମଧ୍ୟ ମିଳିବ ।*
*✧═════•❁❀❁•═════✧*
*🌹ଧନୁ 🌹👉: ଆପଣ ଖୁସି ମନେଇବାପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି ।*
*✧═════•❁❀❁•═════✧*
*🌹ମକର 🌹👉: ଏହି ସମୟ ନିଜ ସାଙ୍ଗ ସାଙ୍ଗରେ କୌଣସି କଳି କଜିଆରେ ପଡ଼ନ୍ତୁ ନାହିଁ । ବୋଧ ହୁଏ ସମସ୍ତେ ଚ଼ିନ୍ତାର ସମ୍ମୁଖୀନ ହୋଇଛନ୍ତି, ଯାହାର କାରଣ ଚ଼ିନ୍ତାର ପରିବେଶ ସୃଷ୍ଟି ହୋଇଛି । ପ୍ରତିକ୍ଷେତ୍ରରେ ସତର୍କ ରହି କାର୍ଯକରିବା ବୁଦ୍ଧିମାନ ର କାର୍ଯହେବ।*
*✧═════•❁❀❁•═════✧*
*🌹କୁମ୍ଭ🌹👉 : ଅନ୍ୟ ଲୋକ ଆପଣଙ୍କ ଦୟାକୁ ଭୂଲ ବାଟରେ ନେବା ପାଇଁ ଚ଼େଷ୍ଟା କରିବେ । ମନେରଖ ଜୀବନରେ ପ୍ରତ୍ୟେକ ଜିନିଷର ସନ୍ତୁଳିତ ହେବା ଆବଶ୍ୟକ ଅଟେ ଏଥିପାଇଁ ଆବଶ୍ୟକତା ଠାରୁ ଅଧିକ ଦୟା କରିବା ମଧ୍ୟ ଠିକ୍ ନୁହେଁ ।*
*✧═════•❁❀❁•═════✧*
*🌹ମୀନ🌹👉 : ଆପଣଙ୍କର କୌଣସି ପ୍ରିୟଜନ ସହିତ ସମ୍ପର୍କ ଖରାପ ହୋଇଯାଇଛି । ଏହି ସମୟ ଆପଣ ନିଜ କ୍ରୋଧକୁ ଆୟତ୍ତରେ ରଖିବାର ସମୟ ଅଟେ । ଆପଣ ଏହି ସମୟରେ ପୁରୁଣା ମିଠାସ୍ମୃତିକୁ ମନେପକାଇ ପରଷ୍ପରକୁ ଗୁରୁତ୍ତ୍ୱ ଦେବା ଉଚ଼ିତ୍ ହେବ ।*