November 25, 2024

Day: August 3, 2024

ବୁଗୁଡ଼ା-ପୋଲସରା ମୁଖ୍ୟ ରାସ୍ତାରେ ଚକଟାଏ ଖାଲ , ଖାଲରେ ଜମୁଛି ବର୍ଷା ପାଣି , ଉପୁଜୁଛି ସମସ୍ଯା , ସ୍ଥାୟୀ ପ୍ରତିକାର ଦାବି 

ବୁଗୁଡ଼ା : ତା ୦୩/୦୮/୨୪ : ବୁଗୁଡ଼ା-ପୋଲସରା ମୁଖ୍ୟ ରାସ୍ତାର ମଝିରେ ଚକଟାଏ ଖାଲ ଯୋଗୁଁ ଅନେକ ସମୟରେ ଛୋଟବଡ ଦୁର୍ଘଟଣାମାନ ଘଟୁଥିଲେ ହେଁ ପ୍ରଶାସନିକ ଉଦାସୀନତା...

ଶିଳ୍ପ ପ୍ରକଳ୍ପର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ,ନିଯୁକ୍ତି ପ୍ରଦାନ କ୍ଷେତ୍ର ଉପରେ ଗୁରୁତ୍ୱ

ଭୁବନେଶ୍ୱର,(ରାଜାରାମ ଷଡଙ୍ଗୀ): ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ରାଜ୍ୟର ଶିଳ୍ପ କ୍ଷେତ୍ରରେ ଅଗ୍ରଗତି ସମୀକ୍ଷା କରି ଅଧିକ ନିଯୁକ୍ତି ପ୍ରଦାନକାରୀ କ୍ଷେତ୍ର...

ଲୁଣରେ ରଙ୍ଗଦେଇ ପଟାସ ସାର ନାମରେ ବିକ୍ରି ଅଭିଯୋଗ

କାଶୀନଗର, ଲୁଣରେ ରଙ୍ଗଦେଇ ପଟାସ ସାର ନାମରେ ବିକ୍ରି ଅଭିଯୋଗ ଆଣିଲେ ଖାଣ୍ଡଭା ପଞ୍ଚାୟତ ବାସି. ନକଲି ସସ୍ ବିକ୍ରି କରିବା ପରେ ଏବେ ଗଜପତି ଜିଲ୍ଲା...

ଲପଙ୍ଗାରେ ରକ୍ତଦାନ ଶିବିର,୭୫ ୟୁନିଟ ସଂଗ୍ରହ 

ସମ୍ବଲପୁର:ଲପଙ୍ଗା ହେଲ୍ପିଙ୍ଗହ୍ୟାଣ୍ଡ ଫାଉଣ୍ଡେସନ୍ ନେତୃତ୍ୱରେ ଲପଙ୍ଗା ଉଚ୍ଚ ବିଦ୍ୟାଳୟରେ ଏକ ରକ୍ତଦାନ ଶିବିର ଆୟୋଜିତ କରାଯାଇଯାଇଛି।ଏଥିରେ ସମ୍ବଲପୁର ଜିଲ୍ଲା ଭାରତୀୟ ଜନତା ପାର୍ଟିର ଯୁବମୋର୍ଚ୍ଚା ସଭାପତି '...

ଐତିହ୍ୟ ଅସ୍ମିତାକୁ ନେଇ ବାହାମ ପଞ୍ଚାୟତ ପାଲିଲା ସମ୍ବଲପୁରୀ ଦିନ: ପଡିଆବାହାଲ ହାଟର ଦୋକାନୀ ଗ୍ରାହାକ ସମସ୍ତେ ଆମର ଅତିଥି

ସମ୍ବଲପୁର:ପଡିଆବାହାଲ ସାପ୍ତାହିକ ହାଟର ସ୍ୱତନ୍ତ୍ରତା ଐତିହ୍ୟକୁ ପୁନଃଜିବିତ କରିବା ଲକ୍ଷ୍ୟ ଓ ଉଦ୍ଦେଶ୍ଯ ନେଇ ବାହାମ ଗ୍ରାମ ପଞ୍ଚାୟତ ପକ୍ଷରୁ ଏକ ସଚେତନାତ୍ମକ ବାର୍ତ୍ତା ଦେବାକୁ ପ୍ରୟାସ...

ସେଞ୍ଚୁରିଅନରେ ନୂତନ ଛାତ୍ରଛାତ୍ରୀଙ୍କ ସ୍ଵାଗତ ସମାରୋହ… 

  ରାୟଗଡ଼ା( ଅମୂଲ୍ୟ ନିଶଙ୍କ)ରାୟଗଡ଼ା ସହର ଉପଖଣ୍ଡ ପିତାମହଲ ସ୍ଥିତ ସେଞ୍ଚୁରିଅନ ବିଶ୍ୱବିଦ୍ୟାଳୟ ପରିସରରେ ସେଞ୍ଚୁରିଅନ ପବ୍ଲିକ ସ୍କୁଲର ଏକାଦଶ ଶ୍ରେଣୀ ନୂତନ ଛାତ୍ରଛାତ୍ରୀଙ୍କ ସ୍ଵାଗତ ସମାରୋହ...

ଗୁଣୁପୁର ଉପଖଣ୍ଡ ଚିକିତ୍ସାଳୟରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ, (ଡାକ୍ତର ଲେଖୁଛନ୍ତି ମିଳୁନି ଔଷଧ )

  ଗୁଣୁପୁର(ସୁରେନ୍ଦ୍ର ମହାନ୍ତି )ରାୟଗଡା ଜିଲ୍ଲା ଗୁଣୁପୁର ଉପଖଣ୍ଡ ଚିକିତ୍ସାଳୟରେ ସ୍ୱାସ୍ଥ୍ୟ ସେବା ଏବେ ବିପର୍ଯ୍ୟସ୍ତ ହୋଇ ପଡିଛି । ପ୍ରଥମତଃ ଏଠାରେ ଆବଶ୍ୟକ ଡାକ୍ତର, ବିଶେଷଜ୍ଞ...

୭୮ତମ ଜିଲ୍ଲା ସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ..

ପାରଳାଖେମୁଣ୍ଡି,ଚଳିତ ବର୍ଷର ଜିଲ୍ଲା ସ୍ତରୀୟ ୭୮ତମ ସ୍ଵାଧୀନତା ଦିବସ ଗଜପତି ଷ୍ଟାଡିୟମ୍ ଠାରେ ମହା ସମାରୋହରେ ପାଳିତ ହେବ। ଚଳିତ ବର୍ଷର ସ୍ଵାଧୀନତା ଦିବସଟିକୁ ଉତ୍ସାହ ଓ...

ମହାବିଦ୍ୟାଳୟ ଡେମୋନଷ୍ଟ୍ରେଟରଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

  ନବରଙ୍ଗପୁର(ଏମ.ଦୀନ°ଶୁ ଆଚାରୀ) ନବରଙ୍ଗପୁର ମହାବିଦ୍ୟାଳୟ ସମସ୍ତ କର୍ମଚାରୀଙ୍କ ତରଫରୁ ପଦାର୍ଥ ବିଜ୍ଞାନ ଡେମୋନଷ୍ଟ୍ରେଟର ସୁରେନ୍ଦ୍ର କୁମାର ମହାପାତ୍ରଙ୍କୁ ସରକାରୀ ସେବା କାର୍ଯ୍ୟରୁ ଅବସର କାଳୀନ ସମ୍ବର୍ଦ୍ଧନା...

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.