November 26, 2024

Day: October 3, 2024

ଆଇନୀଜୀବୀ ପୂର୍ଣଚନ୍ଦ୍ର ନନ୍ଦଙ୍କ ଦ୍ଵିତୀୟ ବାର୍ଷିକ ସ୍ମୁତି ଚାରଣ ଓ ନୀଳଚକ୍ର ବାନାର ଲୋକାର୍ପଣ ଉର୍ତ୍ସବ ଅନୁଷ୍ଠିତ l

ଆଜି ପୂର୍ଣ୍ଣଚନ୍ଦ୍ର ମେମୋରିଆଲ ଫାଉଣ୍ଡେସନ, ପୁରୀ ପକ୍ଷରୁ ସ୍ଥାନୀୟ ସଂସ୍କୃତି ଭବନ ସଭାଗୃହ ରେ ପୂର୍ବତନ ରାଜ୍ୟ କତା ନିଗମ ଅଧକ୍ଷ,ପୁରୀ-ନିମାପଡା ସମ୍ମିଳିତ କେନ୍ଦ୍ର ସମବାୟ ବ୍ୟାଙ୍କର...

ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ “ମହକ ଓ ଉତ୍ସାହ -୨୦୨୪” ଅନୁଷ୍ଠିତ 

       ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଜିଲ୍ଲା ପ୍ରଶାସନ ପୁରୀ ଙ୍କ ତତ୍ତ୍ୱାବଧାନରେ ୮ଟି ଶିଶୁ ଯତ୍ନ ଅନୁଷ୍ଠାନ ର ୨୦୦ ରୁ...

ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ, ସ୍ୱଚ୍ଛତା ସେବା ପକ୍ଷ 

      ସମ୍ବଲପୁର:ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଭୂତ୍ତା ପଡ଼ା ତରଫରୁ ୱାର୍ଡ ନମ୍ବର ୩୩ ଅନ୍ତର୍ଗତ ହିନ୍ଦ୍ କ୍ଳବ୍ ଠାରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ...

ବସିଆପଡାରୁ ବିଜେଡି ଆରମ୍ଭ କଲା ଜନ ସମ୍ପର୍କ ପଦଯାତ୍ରା …

  ସମ୍ବଲପୁର(ରାଜାରାମ ଷଡ଼ଙ୍ଗୀ) ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଗାନ୍ଧୀ ଜୟନ୍ତୀରେ ବିଜେଡ଼ିର ପଦଯାତ୍ରା ଜୁଯୋମୁରା ବ୍ଳକ ବିରସିଂଗଡ଼ ପଂଚାୟତ ବସିଆପଡା ଗ୍ରାମରୁ ଆରମ୍ଭ ହୋଇଛି।...

ବେଲଗୁଣ୍ଠା ବ୍ଳକ୍ ରେ ବିଜେଡ଼ିର ପଦଯାତ୍ରା ଆରମ୍ଭ

    ବେଲଗୁଣ୍ଠା, 03/10, ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଗାନ୍ଧୀ ଜୟନ୍ତୀରେ ବିଜେଡ଼ିର ପଦଯାତ୍ରା ବେଲଗୁଣ୍ଠା ବ୍ଳକ୍ ଉଢୁରା ପଂଚାୟତ କୋକଲୁଣ୍ଡା ଗ୍ରାମରୁ ଆରମ୍ଭ...

ବ୍ଲକ କାର୍ଯ୍ୟାଳୟ ରେ ସ୍ୱଚ୍ଚତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ 

  ଉଲୁଣ୍ଡା, ୨/୧୦ ସୁବର୍ଣ୍ଣପୁର ଜିଲ୍ଲା ବିରାମହରାଜପୁର ବ୍ଲକ ପରିସରରେ ଆଜି ଗାନ୍ଧୀ ଜୟନ୍ତୀ ଅବସରରେ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।‌ ଏହି କାର୍ଯ୍ୟକ୍ରମ...

ସାର୍ବଜନୀନ ଦୁର୍ଗାପୂଜା ସୁବର୍ଣ୍ଣଜୟନ୍ତୀ ପାଇଁ କଳଶ ଶୋଭାଯାତ୍ରା 

  ଉଲୁଣ୍ଡା ୨/୧୦ ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଳକ କୋଟସମଲାଇ ଠାରେ ରଘୁନାଥ ଯୁବକ ସଂଘ ଆନୁକୂଲ୍ୟରେ ସାର୍ବଜନୀନ ଦୁର୍ଗାପୂଜା ସୁବର୍ଣ୍ଣଜୟନ୍ତୀ ସମାରୋହ ପାଇଁ ଆଜି ଅପରାହ୍ନ...

ଆଜିର ରାଶିଫଳ..

  *✧═════•❁❀❁•═════✧* *🌹ମେଷ* 🌹👇 *ଆଜି ବିଭିନ୍ନ ଦିଗରୁ ଅର୍ଥର ସମାଗମ ହେବ, କିନ୍ତୁ ସମସ୍ୟା ଛାଡ଼ିବ ନାହିଁ । ସାହିତ୍ୟ, ସାମ୍ବାଦିକତା, ସଙ୍ଗଠନ ଓ ରାଜନୀତିରେ...

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.