March 10, 2026

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଟାଟା ପାୱାର ସାଉଥର୍ଣ୍ଣ ଓଡିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (TPSODL)ର କନିଷ୍ଠ ଯନ୍ତ୍ରୀ ପ୍ରଦେଶ ପ୍ରସାଦ ନାୟକ

IMG-20260204-WA0005
Share

୦୪/୦୨/୨୦୨୬ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଟାଟା ପାୱାର ସାଉଥର୍ଣ୍ଣ ଓଡିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (TPSODL)ର କନିଷ୍ଠ ଯନ୍ତ୍ରୀ ପ୍ରଦେଶ ପ୍ରସାଦ ନାୟକ, ସୂଚନା ଅନୁସାରେ, ଗୋଟିଏ ଇଟା ଫ୍ୟାକ୍ଟ୍ରିକୁ ବିଦ୍ୟୁତ ସଂଯୋଗ ଯୋଗାଇଦେବା ପାଇଁ ସେ ୨୦ ହଜାର ଟଙ୍କା ଲାଞ୍ଚ ଦାବି କରିଥିଲେ, ଏକ ବହି ଦୋକାନରେ ଟଙ୍କା ନେଉଥିବା ସମୟରେ ମାଲକାନଗିରି ଭିଜିଲାନ୍ସ ଅଧିକାରୀମାନେ ମାଡ଼ି ବସି ତାଙ୍କୁ ଧରିଥିଲେ, ଘଟଣାସ୍ଥଳରୁ ଲାଞ୍ଚ ଟଙ୍କା ଜବତ, ଅଭିଯୁକ୍ତଙ୍କୁ ପଚରାଉଚରା ଜାରି ରଖିଛି ଭିଜିଲାନ୍ସ ଟିମ୍ (ଗୁପ୍ତେଶ୍ୱର ରଥ କୋରାପୁଟ)