June 20, 2026

ଏକ୍ ପେଡ୍ ମା’ କେ ନାମ୍ ୨.୦” ଅଭିଯାନର ଶୁଭାରମ୍ଭ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଭିଡିଓ ବାର୍ତ୍ତା

IMG-20250604-WA0022
Share

‘ଏକ୍ ପେଡ୍ ମା’ କେ ନାମ୍ ୨.୦” ଅଭିଯାନର ଶୁଭାରମ୍ଭ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଭିଡିଓ ବାର୍ତ୍ତା

 

ଜୁନ ୫ ରୁ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ୧୦ କୋଟି ଗଛ ଲଗାଇବା – ଧର୍ମେନ୍ଦ୍ର ପ୍ରଧାନ

 

ମା’ଙ୍କ ନାମରେ ଗୋଟିଏ ଗଛ ; ପ୍ରକୃତିର ସମ୍ମାନ ପ୍ରତି ଏକ ବଡ଼ ପ୍ରତିଜ୍ଞା

 

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ମିଶନ ଲାଇଫ୍’ କଳ୍ପନାରେ ବିଶ୍ୱ ପରିବେଶ ଦିବସରୁ ମାଟି ମାଆର ସୁରକ୍ଷା ପାଇଁ ସବୁଠୁ ବଡ଼ ଜନ ଆନ୍ଦୋଳନ

 

ଏହି ଅଭିଯାନ ପ୍ରକୃତି ପ୍ରତି ଥିବା ଆମର ସ୍ନେହ ଏବଂ ଦାୟିତ୍ୱବୋଧତାର ସ୍ୱରୂପ ଅଟେ

 

ସମସ୍ତେ ନିଜର ମା’ଙ୍କ ନାମରେ ଗୋଟିଏ ଗଛ ଲଗାନ୍ତୁ, ତାହାର ସୁରକ୍ଷା ଓ ଯତ୍ନ ନିଅନ୍ତୁ

 

ସେହି ଗଛକୁ ବଡ ହେବାକୁ ଦିଅନ୍ତୁ ଏବଂ ଏହାର କାହଣୀ ଅନ୍ୟମାନଙ୍କୁ କହିବାକୁ କେନ୍ଦ୍ରମନ୍ତ୍ରୀ ଦେଲେ ବାର୍ତ୍ତା

 

ସମ୍ବଲପୁର ରୁ ଆମ ପ୍ରତିନିଧି ରାଜାରାମ ଷଡ଼ଙ୍ଗୀଙ୍କ ରିପୋର୍ଟ

You may have missed