April 23, 2026

ହାଟଡିହି ବ୍ଲକ ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ

IMG-20250704-WA0086
Share

 

ହାଟଡିହି ତା ୦୪/୦୭(ମନମୋହନ ନାୟକ) : ହାଟଡିହି ବ୍ଲକ କାର୍ଯ୍ୟାଳୟ ରେ ସରକାରୀ କର୍ମଚାରୀ ଓ ଜନ ପ୍ରତିନିଧି ମାନଙ୍କୁ ନେଇ ଏକ ରକ୍ତ ସଂଗ୍ରହ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଇଥିଲା। ଏଥିରେ ସରକାରୀ ଅଧିକାରୀ ଜନ ପ୍ରତିନିଧି ମାନେ ସ୍ବେଛାକୃତ ଭାବେ ରକ୍ତ ଦାନ କରିଥିଲେ। ଏଥିରେ ଆନନ୍ଦପୁର ବିଧାୟକ ଅଭିମନ୍ୟୁ ସେଠୀ, ବିଡ଼ିଓ ରଞ୍ଜନ କୁମାର ପରିଡ଼ା, ସାଂସଦ ପ୍ରତିନିଧି ଜ୍ଞାନ ରଞ୍ଜନ ସାମନ୍ତ ସିଂହାର, ବ୍ଲକ ଅଧ୍ୟକ୍ଷା ସାବିତ୍ରୀ ସେଠୀ, ଉପାଧ୍ୟକ୍ଷ ରତିକାନ୍ତ ରାଉତ ଙ୍କ ସମେତ ସମସ୍ତ ସରକାରୀ କର୍ମଚାରୀ ଉପସ୍ଥିତି ଥିଲେ।ଏହି ଶିବିରରେ ୬୦ୟୁନିଟ୍ ରକ୍ତ ସଂଗ୍ରହ ହୋଇଥିଲା।

You may have missed