November 26, 2024

Day: August 4, 2024

ଗଜପତି:- ବିଜେପି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଗଜପତି ଜିଲ୍ଲା ଗ୍ରସ୍ତ ଏବଂ ସାମ୍ବାଦିକ ସମ୍ମିଳନୀ କାର୍ଯ୍ୟକ୍ରମ

  ଆଜି ବିଜେପି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଗଜପତି ଜିଲ୍ଲା ଗ୍ରସ୍ତରେ ଆସି ପାରଳାଖେମୁଣ୍ଡି ଠାରେ ପହଞ୍ଚିଥିଲେ । କୋରାପୁଟ ଏବଂ ରାୟଗଡା ଜିଲ୍ଲା...

ପ୍ରସନ୍ନ ଙ୍କ ହେଲା ଚକ୍ଷୁ ଅସ୍ତ୍ରୋପଚାର

ସମ୍ବଲପୁର,୦୪/୦୮: ବରିଷ୍ଠ ବିଜେଡି ନେତା, ପୂର୍ବତନ ମନ୍ତ୍ରୀ ତଥା ରେଢ଼ାଖୋଲ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଚକ୍ଷୁ ଅସ୍ତ୍ରୋପଚାର ହୋଇଛି I ଗତ ସପ୍ତାହ ରେ ଦିଲ୍ଲୀ...

ପାଟଣାଗଡ ବ୍ଲକ ବାଲିପଟା ଗ୍ରାମର ଝାଙ୍କରପଡା ରେ ଝାଡାବାନ୍ତି ଆକ୍ରାନ୍ତ ରେ ଜଣେ ମୃତ ଅଭିଯୋଗ..

*ସ୍ଥାନ‐ପାଟଣାଗଡ଼*   ବଲାଙ୍ଗୀର ଜିଲ୍ଲା ପାଟଣାଗଡ ବ୍ଲକ ବାଲିପଟା ଗ୍ରାମର ଝାଙ୍କରପଡା ରେ ଝାଡାବାନ୍ତି ଆକ୍ରାନ୍ତ ଦେଖା ଦେଇଛି । ପଡାର ପ୍ରଫୁଲ୍ଲ ସାହୁ ୬୫ ବର୍ଷ...

୩ ପଞ୍ଚାୟତରେ ମନ୍ତ୍ରୀ ଗୋକୁଳା ନନ୍ଦଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ବୁଗୁଡ଼ା ୦୪/୦୮(ଇମିସ )ଆଜି ବିଜେପି ପକ୍ଷରୁ ବୁଗୁଡ଼ା ବ୍ଲକର ତିନି ପଞ୍ଚାୟତରେ ପଞ୍ଚାୟତ ସ୍ତରୀୟ ଧନ୍ୟବାଦ ଅର୍ପଣ ସଭା ଓ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।...

ମୋହନା ବ୍ଲକ ଦୁର୍ଗମ ଅଞ୍ଚଳ ଗୋବେଲ ଗ୍ରାମରେ ସରକାରୀ ଅଧିକାରୀ ପହଞ୍ଚି କଲେ ସ୍ଥିତି ଅନୁଧ୍ୟାନ ..

ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ମାଣ୍ଡିମେରା ଗ୍ରାମ ପଞ୍ଚାୟତ ର ଗୋବେଲ୍ ଗ୍ରାମକୁ ଗସ୍ତ କରି ସ୍ଥିତି ଅନୁଧ୍ୟାନ କରିଛନ୍ତି ସରକାରଙ୍କ ଉଚ୍ଚ ପଦସ୍ତ ଅଧିକାରୀ...

ଋଷିକୂଲ୍ୟା ବଞ୍ଚାଅ ସମ୍ମିଳନୀରେ ଆନ୍ଦୋଳନ ପାଇଁ ଘୋଷଣା !

*ପିପଳପଙ୍କାରେ ଡ୍ୟାମ ନିର୍ମାଣ ଓ ବାଲି ଚୋରାଚାଲାଣ ଋଷିକୂଲ୍ୟା ନଦୀ ପ୍ରତି ବିପଦ !* *ଋଷିକୂଲ୍ୟାର ପାଣିକୁ ବଡ କର୍ପୋରେଟଙ୍କ ଦେବାକୁ ସରକାରଙ୍କ ଷଡ଼ଯନ୍ତ୍ରକୁ ନିନ୍ଦା !*...

ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘର ବାର୍ଷିକ ସମ୍ମିଳନୀ ଓ ନୂତନ ବିଧାୟକଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ..

  ବେଲଗୁଣ୍ଠା, 04/08, ଆଜି ବେଲଗୁଣ୍ଠା ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘର ପ୍ରଥମ ବାର୍ଷିକ ସମ୍ମିଳନୀ ଏବଂ ନବ ନିର୍ବାଚିତ ବିଧାୟକଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ସ୍ଥାନୀୟ...

ଶିଶୁ ସମାଚାର ତରଫରୁ ଗଛ ପାଇଁ ମୁଁ ବଞ୍ଚିଛି କାର୍ଯ୍ୟକ୍ରମ..

    *ଏ ବର୍ଷ ସାରସ୍ଵତ ଶିଶୁ ସମାଚାର ସାରସ୍ଵତ ସାଧନା ପୁରସ୍କାର ପାଇବେ ମାନସ ରଂଜନ ସାମଲ*   ପୁରୀ,(୪/୮/୨୪)ଓଡ଼ିଶାର ପ୍ରଥମ ଶିଶୁ ସମ୍ବାଦ ପତ୍ର...

ପାରଳା ବିଧାୟକ ରୁପେଶ ପାଣିଗ୍ରାହୀଙ୍କ କାଶୀନଗର ଗସ୍ତ

    କାଶୀନଗର ବ୍ଲକ ମଧ୍ୟରେ ଆମ ଓଡିଶା ନବୀନ ଓଡିଶା ଆନୁକୂଲ୍ୟରେ ନିର୍ମାଣ ହୋଇଥିବା କୀଡୀଗାଁ ଗ୍ରାମରେ ପାରଳା ବିଧାୟକ ଶ୍ରୀଯୁକ୍ତ ରୁପେଶ କୁମାର ପାଣିଗ୍ରାହୀ...

ବନ୍ଧା ହେଲା ୫ ମହିଳାଙ୍କ ସ୍ଵାମୀ, ଲାଇନରେ ଥିଲେ ୪୯ ଜଣ

ଭୁବନେଶ୍ୱର ( ଦେବାଶିଷ ଦାଶ୍ ) ମିଛ କହି ଛାଡ଼ପତ୍ର ପାଇଥିବା ମହିଳାଙ୍କୁ ବିବାହ କରି ସେମାନଙ୍କଠାରୁ ଟଙ୍କା ନେଇ ତଥା ସେମାନଙ୍କ ନାଁରେ ଲୋନ୍ ଉଠାଇ...

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.