November 26, 2024

Day: September 4, 2024

ଏମିତି ଭରନ୍ତୁ ସୁଭଦ୍ରା ଫର୍ମ, ଜମାରୁ ହେବନି ରିଜେକ୍ଟ । ମୋବାଇଲ ନମ୍ବର ଲିଙ୍କ୍ ନ ଥିଲେ…

      ‘ସୁଭଦ୍ରା’ ଯୋଜନା ପାଇଁ ଆରମ୍ଭ ହୋଇଛି ଆବେଦନ। ଏହି ଫର୍ମଟି ଅଙ୍ଗନବାଡି କେନ୍ଦ୍ର ବ୍ୟତୀତ ବ୍ଲକ୍ ଅଫିସ୍, ମୋ ସେବା କେନ୍ଦ୍ର ଓ...

ନ୍ୟାୟ ଦାବି କରି ଶଶୁର ଘର ଆଗରେ ବିଧବା ବୋହୁର ଧାରଣା ..

    ରାୟଗଡା :ରାୟଗଡା ଜିଲ୍ଲା ମୁନିଗୁଡାର ମୁଖ୍ୟ ରାସ୍ତାରେ ରହୁଥିବା ଜଣେ ଅବସରପ୍ରାପ୍ତ ଶିକ୍ଷକ କାମରାଜୂ ସ୍ୱାଇଁଙ୍କ ଘର ଆଗରେ ଗତ ଦୁଇଦିନ ଧରି ନ୍ୟାୟ...

ନବରଙ୍ଗପୁର ଜିଲ୍ଲା ଉମରକୋଟ ର ଦିଦି ନଂ ୧ ରିୟଲଟି ଶୋ ରେ ଚମକାଇଲେ ସସ୍ମିତା ସ୍ବାଇଁ …..

  ନବରଙ୍ଗପୁର(ଏମ୍.ଦିନା°ଶୁ ଆଚାରୀ) ନବରଙ୍ଗପୁର ଜିଲ୍ଲା ପାଇଁ ଗର୍ବ ଓ ଗୌରବ ଆଣିଲେ ସସ୍ମିତା ସ୍ବାଇଁ ନବରଙ୍ଗପୁର ଜିଲ୍ଲା ଉମରକୋଟ ଭଳି ଉପାନ୍ତ ଅଞ୍ଚଳରୁ ଯାଇ ଭୁବନେଶ୍ବର...

ସ୍ଵାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ 

  ପଦ୍ମପୁର : ୦୪.୦୯(ଜୟନ୍ତ କୁମାର ସେଠ) ପଦ୍ମପୁର ସ୍ଥାନୀୟ ମହିଳା ସ୍ନାତକ ମହାବିଦ୍ୟାଳୟରେ ଗୃହବିଜ୍ଞାନ ବିଭାଗରେ ନବାଗତା ପ୍ରଥମ ବାର୍ଷିକ ଛାତ୍ରୀମାନଙ୍କ ପାଇଁ ସ୍ଵାଗତ ସମ୍ବର୍ଦ୍ଧନା...

ଗଜପତି ଜିଲ୍ଲା ସଂସ୍କୃତି ପରିଷଦର ପ୍ରଥମ ବୈଠକ ଅନୁଷ୍ଠିତ..

  ପାରଳାଖେମୁଣ୍ଡି,ତା.୦୪.୦୯.୨୦୨୪   ଗଜପତି ଜିଲ୍ଲା ସଂସ୍କୃତି ପରିଷଦ ପ୍ରଥମ ବୈଠକର ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ...

ପିଏମ-ଜନମନ ସଚେତନତା କାର୍ଯ୍ୟକ୍ରମ..

ପାରଳାଖେମୁଣ୍ଡି,ତା.୦୪.୦୯.୨୦୨୪   ଗଜପତି ଜିଲ୍ଲା ଗୁମ୍ମା ବ୍ଲକର ବିଭିନ୍ନ ଗ୍ରାମ୍ୟ ପଞ୍ଚାୟତ ଓ ଗ୍ରାମ ଗୁଡିକରେ ପିଏମ-ଜନମନ ସଚେତନତା କରାଯାଉଅଛି। ଏହି ପରିପେରେ ପ୍ରଧାନମନ୍ତ୍ରୀ ଜନଜାତି ଆଦିବାସୀ...

ଭଂଜନଗରରେ ବ୍ଳକ ସ୍ତରୀୟ “ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ” ଅନୁଷ୍ଠିତ 

  ଭଂଜନଗର, ୪ ସେପ୍ଟେମ୍ବର : ଆଜି ଭଂଜନଗର ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧିନସ୍ଥ ଭଞ୍ଜନଗର ର ପୂରାତନ ଶିକ୍ଷାନୁଷ୍ଠାନ ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟ ଠାରେ...

ବେଲଗୁଣ୍ଠା ବ୍ଲକ ରେ ଏମ୍ ଜି ଏନ ଆର ଜି ଏ, ଯୋଜନାରେ ଜନଶୁଣାଣୀ ଶିବିର,

    ବେଲଗୁଣ୍ଠା, 04/09, ବେଲଗୁଣ୍ଠା ପଞ୍ଚାୟତ ସମିତିରେ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାର ବ୍ଲକ୍ ସ୍ଥରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ...

ଆର ପାରିରେ ସମସ୍ତଙ୍କ ପ୍ରିୟ ରାମ ସାର୍; ଅଞ୍ଚଳରେ ଶୋକର ଛାୟା

    ବେଲଗୁଣ୍ଠା,04/09, ଆଉ ନାହାଁନ୍ତି ବେଲଗୁଣ୍ଠା ବ୍ଳକ୍ କ୍ଷତ୍ରିୟବରପୁର ଡିଗ୍ରୀ ମହାବିଦ୍ୟାଳୟର ଇଁରାଜୀ ବିଭାଗ ଅଧ୍ୟାପକ ରାମଚନ୍ଦ୍ର ମହାନ୍ତି ତଥା ଛାତ୍ର ଛାତ୍ରୀଙ୍କ ପ୍ରିୟ ରାମ...

ଚନ୍ଦନଖଳା ଗ୍ରାମବାସୀ ନିଜେ ନିଜ ଗାଁ ରାସ୍ତା ନିର୍ମାଣ କଲେ 

  କାଶୀନଗର ,   ଗଜପତି ଜିଲ୍ଲା ଗୋଷାଣି ବ୍ଲକ ଉପଲଡା ପଞ୍ଚାୟତ ଅନ୍ତର୍ଗତ ପାଟିକୋଟା ଗ୍ରାମ ଠାରୁ ଚନ୍ଦନଖଳା ଗ୍ରାମ ପର୍ଯ୍ୟନ୍ତ ପ୍ରାୟ ୭୦୦ ମିଟର...

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.