November 26, 2024

Day: September 4, 2024

ବଂଶୀଧର ଓ ଇଲା ପଣ୍ଡା ଫାଉଣ୍ଡେସନ ଦ୍ଵାରା ସୌର ଚାଳିତ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ନିର୍ମିତ 

  ରାୟଗଡା :ଜଳ ହିଁ ଅମୂଲ୍ୟ ସମ୍ପଦ ଉକ୍ତିକୁ ସାକାର କରିବା ପାଇଁ ଇମ୍ଫାର ସାମାଜିକ ଦାୟିତ୍ଵବୋଧ କାର୍ଯ୍ୟ ନିର୍ବାହୀ ସଂସ୍ଥା ବଂଶୀଧର ଓ ଇଲା ପଣ୍ଡା...

ଗଜପତି:- ଗଜପତି ଜିଲ୍ଲା ସଂସ୍କୃତି ପରିଷଦର ପ୍ରଥମ ବୈଠକ ଅନୁଷ୍ଠିତ

ଗଜପତି ଜିଲ୍ଲା ସଂସ୍କୃତି ପରିଷଦ ପ୍ରଥମ ବୈଠକ କାର୍ଯ୍ୟକ୍ରମ ଆଜି ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି । ବୈଠକ କାର୍ଯ୍ୟକ୍ରମରେ...

ଗଜପତି:- ଗଜପତି ଜିଲ୍ଲା ସଂସ୍କୃତି ପରିଷଦର ପ୍ରଥମ ବୈଠକ ଅନୁଷ୍ଠିତ

ଗଜପତି ଜିଲ୍ଲା ସଂସ୍କୃତି ପରିଷଦ ପ୍ରଥମ ବୈଠକ କାର୍ଯ୍ୟକ୍ରମ ଆଜି ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି । ବୈଠକ କାର୍ଯ୍ୟକ୍ରମରେ...

ଡ଼ଲଫିନ ଦେଖିବା ପାଇଁ ସିପକୁଦା ଜେଟି ରେ ଦେଖିବାକୁ ମିଳୁଛି ପର୍ଯ୍ୟଟକଙ୍କ ଭିଡ଼ l

ପୁରୀଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ ସାତପଡ଼ା ଠାରେ ଡ଼ଲଫିନ ଦେଖିବାକୁ ସୁବିଧା ଥିବାବେଳେ ସ୍ଥାନୀୟ ଅଞ୍ଚଳ ରେ ବିଭିନ୍ନ ଜାଗାରେ ଡ଼ଲଫିନ ସେଣ୍ଟର ଖୋଲାଯାଇଛି l ସେହିଭଳି ସିପକୁଦା...

ରାୟଗଡା ସ୍ୱୟଂ ଶାସିତ ମହା ବିଦ୍ୟାଳୟ ପରିସରରେ ଅଣଛାତ୍ରଙ୍କ ଆକ୍ରମଣ ରେ କଲେଜ ଛାତ୍ର ଗୁରୁତରଅବସ୍ଥାରେ ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ

ରାୟଗଡା :ରାୟଗଡା ସ୍ୱୟଂ ଶାସିତ ମହା ବିଦ୍ୟାଳୟରେ ତୁମୁଳ କାଣ୍ଡ,୪୦ ରୁ ଉର୍ଦ୍ଧ ଅସାମାଜିକ ଯୁବକ କଲେଜରେ ପଶି ସଙ୍ଘ ବଧ ଭାବେ କଲେଜ ଛାତ୍ରଙ୍କୁ ଆକ୍ରମଣକରିଛନ୍ତି,...

ଉମରକୋଟ ଅନ୍ତର୍ଗତ ଦଣ୍ଡସରା ର ପିଲାଙ୍କ ଭବିଷ୍ୟତ ସହ ଖେଳ ଖେଳୁଛନ୍ତି ଶିକ୍ଷକ,କାର୍ଯ୍ୟାନୁଷ୍ଠାନ ଶୂନ…………

ଉମରକୋଟ  (ଏମ୍.ଦିନା°ଶୁ ଆଚାରୀ) ମାଁ ବାପା ଙ୍କ ପରେ ସର୍ବୋଚ୍ଚ ସ୍ଥାନ ଦିଆଯାଇଥାଏ ଗୁରୁଙ୍କୁ।କାରଣ ଗୁରୁ ହିଁ ପ୍ରଥମେ ପିଲାଙ୍କ ଭବିଷ୍ୟତ ଗଠନ ରେ ଗୁରୁତ୍ୱ ଭୂମିକା...

ଉମରକୋଟ ବନ ବିଭାଗ କର୍ମଚାରୀଙ୍କ ଘରେ କଳାକନା ବୁଲେଇଲେ ଚୋର……..

, ଉମରକୋଟ(ଏମ୍.ଦିନା°ଶୁ ଆଚାରୀ) ଗୋଟିଏ ଘଣ୍ଟା ମଧ୍ୟରେ ଦୁଇ ଦୁଇଟି ମହିଳା ଙ୍କ ଘରୁ ଚୋରି। ଦିନକୁ ଦିନ ନବରଙ୍ଗପୁର ଜିଲ୍ଲା ଉମରକୋଟ ସହରରେ ଚୋର ଙ୍କ...

ଅଞ୍ଚଳ ମହାବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା

    ପଦ୍ମପୁର : (ଜୟନ୍ତ କୁମାର ସେଠ)ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ବିଭାଗରେ ଗତକାଲି ତା.୦୩.୦୯.୨୦୨୪ ଦିନ ଭାରପ୍ରାପ୍ତ ଅଧ୍ୟକ୍ଷ ପ୍ରଫେସର୍ ତାରାପ୍ରସାଦ ତ୍ରିପାଠୀଙ୍କ...

ନୃସିଂହନାଥ ପୀଠ ର ଉନ୍ନତି ପାଇଁ ବର୍ତ୍ତମାନ ସରକାର ଙ୍କ କୈାଣସି ଯୋଜନା ନାହିଁ 

    ବରଗଡ଼/ପଦ୍ମପୁର : (ଜୟନ୍ତ କୁମାର ସେଠ) ପଶ୍ଚିମ ଓଡ଼ିଶା ର ପ୍ରସିଦ୍ଧ ତିର୍ଥଖେତ୍ର ବରଗଡ଼ ଜିଲ୍ଲା ର ନୃସିଂହନାଥ ପୀଠ ର ଉନ୍ନତି ପାଇଁ...

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.