November 26, 2024

Day: September 4, 2024

ଅଞ୍ଚଳ ମହାବିଦ୍ୟାଳୟ ରେ ଶିକ୍ଷା ବିଭାଗର ସ୍ବାଗତ ସମ୍ବର୍ଦ୍ଧନା

    ପଦ୍ମପୁର: ୦୩.୦୯(ଜୟନ୍ତ କୁମାର ସେଠ) ପଦ୍ମପୁର ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟ ର ପୁରୁଣା ସମ୍ମିଳନୀ କକ୍ଷ ରେ ଶିକ୍ଷା ବିଭାଗ ର ସ୍ବାଗତ ସମ୍ବର୍ଦ୍ଧନା...

ଆଜିର ଖବର…

    ➡️ ଜବରଦଖଲକାରୀ ମାଡି ବସିଛନ୍ତି ରାଜଧାନୀର ମୂଲ୍ୟବାନ୍‌ ଜମି.. ବିଧାନସଭାରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ରଖିଛନ୍ତି ଲିଖିତ...

ବେଦାନ୍ତ ଆଲୁମିନା ପ୍ରକଳ୍ପରେ କାର୍ଯ୍ୟରତ ଶ୍ରମିକର କୀଟ ଦଂଶନ ଜନିତ ମୃତ୍ୟୁ 

ଲାଞ୍ଜିଗଡ଼ - ( ପୁରନ୍ଦର ଦଣ୍ଡସେନା ) ଲାଞ୍ଜିଗଡ଼ ସ୍ଥିତ ବେଦାନ୍ତ ଆଲୁମିନା ପ୍ରକଳ୍ପର କେସ କମ୍ପାନୀରେ କାମ କରୁଥିବା ସମୟରେ ଏକ ବିଷାକ୍ତ ଦଂଶନରେ ଗୋବିନ୍ଦ...

ଆଜିର ରାଶିଫଳ..

  *✧═════•❁❀❁•═════✧* *🌹👉ମେଷ* *ଆଜି ପରିବହନ ତଥା ବାଣିଜ୍ୟ, ବ୍ୟବସାୟରୁ ସନ୍ତୋଷଜନକ ସୁଫଳ ପାଇବେ । କଳା, ସାହିତ୍ୟ, କ୍ରୀଡ଼ା ତଥା ଚଳଚ୍ଚିତ୍ର ପ୍ରଭୃତି କ୍ଷେତ୍ରରେ ଉନ୍ନତି...

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.