ଜେକେ କାଗଜ କଳ ତରଫରୁ କାଗଜ କଳ ପରିସରରେ ଆଜି ବିଶ୍ୱ ପରିବେଶ ଦିବସ ପାଳନ କରାଯାଇଛି। ଏହି କାର୍ଯ୍ୟକ୍ରମ ରେ ଶ୍ରୀ ବିଶ୍ଵଜିତ ଦ୍ଵିବେଦୀ, ଉପସଭାପତି (ବାଣିଜ୍ଯ ) ,ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଥିଲେ।
ବୃକ୍ଷ ରୋପଣ କରି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ତତ୍ ସଙ୍ଗେ କାଗଜ କଳ ର କର୍ମଚାରୀ ମାନେ ମଧ୍ୟ 1500 ପାଖାପାଖି ବୃକ୍ଷ ରୋପଣ କରି ଥିଲେ।...
