November 26, 2024

Day: September 5, 2024

ଭାରତୀୟ ଜନତା ପାର୍ଟି ବିଶ୍ୱର ସବୁଠୁ ବଡ଼ ରାଜନୈତିକ ଦଳ । ଏହି ଦଳ ରାଷ୍ଟ୍ରବାଦ, ଜାତୀୟତାବାଦରେ ବିଶ୍ୱାସ କରେ …

     ଭାରତୀୟ ଜନତା ପାର୍ଟି ବିଶ୍ୱର ସବୁଠୁ ବଡ଼ ରାଜନୈତିକ ଦଳ । ଏହି ଦଳ ରାଷ୍ଟ୍ରବାଦ, ଜାତୀୟତାବାଦରେ ବିଶ୍ୱାସ କରେ । ସମସ୍ତଙ୍କୁ ସାଙ୍ଗରେ...

ଉମରକୋଟ ଚଟିଗୁଡା ଠାରେ ଚାନ୍ଦା ମାଗିବା ବାହାନାରେ ଲୁଟ……..

ଉମରକୋଟ:-(ଏମ୍.ଦିନା°ଶୁ ଆଚାରୀ) ଆଉ କିଛି ଦିନ ପରେ ସମଗ୍ର ଦେଶରେ ପ୍ରଭୁ ଗଣେଶ ଙ୍କ ପୂଜା ଉତ୍ସବ ପାଳନ କରାଯିବ। ଏହି ପରିପ୍ରେକ୍ଷୀରେ ପ୍ରତ୍ୟେକ ଅଞ୍ଚଳ ରେ...

ଆଜିର ରାଶିଫଳ..

  *✧═════•❁❀❁•═════✧* *🌹👉ମେଷ-ବ୍ୟବସାୟରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। କର୍ମକ୍ଷେତ୍ର କୃତକାର୍ଯ୍ୟ ହେବେ। ହରେଇଥିବା ଦ୍ରବ୍ୟ ଫେରି ପାଇବେ। ମହିଳାମାନେ ତରବରିଆ ଭାବରେ...

ସୁଭଦ୍ରା ଯୋଜନା ନେଇ ବ୍ଳକ ଗହଳଚହଳ

ବୋରିଗୁମ୍ମା---ରାଜ୍ୟ ସରକାରଙ୍କ ସୁଭଦ୍ରା ଯୋଜନା ରେ ରାଜ୍ୟରେ ପ୍ରତେକ ମହିଳା ଉପକୃତ ହେବାକୁ ଯାଉଛନ୍ତି।ସୁଭଦ୍ରା ଯୋଜନାରେ ହିତାଧିକାରୀ ଙ୍କୁ ରାଜ୍ୟ ସରକାର ବର୍ଷ କୁ ଦୁଇଟି କିସ୍ତିରେ...

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.