ମହେନ୍ଦ୍ର ସ୍ୱାଇଁ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ ଭୁବନେଶ୍ୱର କଳିଙ୍ଗ ସ୍ପୋରଟିଂ ଚମ୍ପିୟାନ
ଖଣ୍ଡପଡ଼ା(ଭବାନି ଶଙ୍କର ମହାନ୍ତି) ଖଣ୍ଡପଡ଼ା ସହରାଞ୍ଚଳ ଅଧୀନ ମଧୁବନ ମିନି ଷ୍ଟାଡିୟମ ପରିସରରେ ଖଣ୍ଡପଡ଼ା ସ୍ପୋର୍ଟ୍ସ ଆସୋସିଏସନ ଆନୁକୁଲ୍ୟରେ ଆୟୋଜିତ ୬ଷ୍ଠ ରାଜ୍ୟସ୍ତରୀୟ ମହେନ୍ଦ୍ର ସ୍ୱାଇଁ ଫୁଟବଲ୍...