FM କଲେଜ୍ ଛାତ୍ରୀ ଆତ୍ମାହୁତି ଘଟଣାରେ ABVP ର ଦୁଇ କାର୍ଯ୍ୟକର୍ତ୍ତାଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ
ବାଲେଶ୍ଵର:ବାଲେଶ୍ବର ଫକୀର ମୋହନ କଲେଜ ଛାତ୍ରୀ ଆତ୍ମାହୁତି ମାମଲାରେ ABVP ସଂଗଠନର ୨ କାର୍ଯ୍ୟକର୍ତ୍ତା ଗିରଫ । ଛାତ୍ରୀଙ୍କୁ ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇବା ଅଭିଯୋଗରେ ଗତକାଲି(ରବିବାର) ଦୁଇ...
