November 26, 2024

Day: September 6, 2024

ଗଞ୍ଜାମ ବ୍ଲକସ୍ତରୀୟ ଗୁରୁ ଦିବସ ସାନ ଗୋପାଳପୁର ରେ ପାଳିତ..

  ଗଞ୍ଜାମ ବ୍ଲକ ଅନ୍ତର୍ଗତ ସନ୍ତୋଷପୁର ଗ୍ରାମ ପଞ୍ଚାୟତ ଅଧିନସ୍ଥ ସାନ ଗୋପାଳପୁରର ବାବା ମଲିକେଶ୍ୱରଙ୍କ ପୀଠ ରେ ଥିବା କଲ୍ୟାଣ ମଣ୍ଡପରେ ଗଞ୍ଜାମ ବ୍ଲକ ମିଳିତ...

ଭାରତୀୟ ସାହିତ୍ୟ ସଂସ୍କୃତି ସଂସଦ ଓଡିଶା ସମ୍ବଲପୁର ଶାଖା ପକ୍ଷରୁ ଗୁରୁ ଦିବସ ପାଳିତ,ପ୍ରତିଭାଧାରୀ ସମ୍ମାନିତ 

  ସମ୍ବଲପୁର,ତା ୦୫/୦୯/୨୦୨୪ ସମ୍ବଲପୁର ଆଜି ଗୁରୁବାର ଅପରାହ୍ନ ୪:୧୦ ମିନିଟ୍ ସମୟରେ ଭାରତୀୟ ସାହିତ୍ୟ ସଂସ୍କୃତି ସଂସଦ ଓଡିଶା ସମ୍ବଲପୁର ଶାଖା ପକ୍ଷରୁ ଭାରତର ମହାନ୍...

ମହାମହିମ ରାଷ୍ଟ୍ରପତିଙ୍କ କରକମଳରୁ ଜାତୀୟ ଶିକ୍ଷକ ପୁରସ୍କାର ଗ୍ରହଣ କଲେ ଓଡ଼ିଶାର ଦୁଇ ଶିକ୍ଷକ

  ଭୁବନେଶ୍ବର, (ରାଜାରାମ ଷଡ଼ଙ୍ଗୀ): ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କଠାରୁ ଜାତୀୟ ଶିକ୍ଷକ ପୁରସ୍କାର ଗ୍ରହଣ କରିଛନ୍ତି ଓଡ଼ିଶାର ଦୁଇ ଶିକ୍ଷକ । ନୂଆଦିଲ୍ଲୀସ୍ଥିତ ବିଜ୍ଞାନ...

ନିଆରା ଗୁରୁ ଦିବସ:ଗୁରୁଙ୍କୁ ପୂଜିଲେ ପୁରାତନ ଶିକ୍ଷାର୍ଥୀ 

  ସମ୍ବଲପୁର:ସମ୍ବଲପୁର ଜିଲ୍ଲା ଯୁଯୁମୁରା ବ୍ଲକ ପଧାନପାଲି ନୋଡାଲ ହାଇସ୍କୁଲ ଠାରେ ନିଆରା ଢଙ୍ଗରେ ପାଳନ ହୋଇଛି ଗୁରୁ ଦିବସl ଡ଼ଃ.ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ତୈଳ ଚିତ୍ରରେ ପୁଷ୍ପମାଲ୍ୟ,...

ନିନାଦ ସ୍ୱତନ୍ତ୍ର:ସେମାନଙ୍କ ପାଇଁ ସୁଯୋଗ ସୃଷ୍ଟି କରିବା ଆମ ସମାଜର ଦାୟିତ୍ବ – ମୁଖ୍ୟମନ୍ତ୍ରୀ

  ଭୁବନେଶ୍ୱର, (ରାଜାରାମ ଷଡ଼ଙ୍ଗୀ):ଦିବ୍ୟାଙ୍ଗ ମାନେ ଆମ ଠାରୁ ଅଧିକ କରି ଦେଖାଉଛନ୍ତି। ଭଗବାନଙ୍କର ସେମାନଙ୍କ ଉପରେ ସ୍ବତନ୍ତ୍ର ଆଶୀର୍ବାଦ ରହିଛି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ...

ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ସମୀକ୍ଷା:ମଣିଷ-ପ୍ରାଣୀ ସଂଘର୍ଷକୁ ହ୍ରାସ ଉପରେ ଗୁରୁତ୍ବ

ଭୁବନେଶ୍ୱର, (ରାଜାରାମ ଷଡ଼ଙ୍ଗୀ):ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରିଛନ୍ତି ।...

ନବରଙ୍ଗପୁର ଉତ୍କଳ ପରିଷଦ ଓ ସମ୍ବାଦ ସାହିତ୍ୟ ଘର ପକ୍ଷରୁ ଗୁରୁଦିବସ ଅବସର ରେ ଗୁରୁ ସମ୍ମାନ କାର୍ଯ୍ୟକ୍ରମ*   

ନବରଙ୍ଗପୁର (ଏମ୍.ଦିନାଶୁ ଆଚାରୀ) :-ନବରଙ୍ଗପୁର ଜିଲ୍ଲା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ଉତ୍କଳ ପରିଷଦ ଓ ସମ୍ବାଦ ସାହିତ୍ୟ ଘର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ତୃପ୍ତି ଲଜ୍...

ଆଜିର ରାଶିଫଳ…

  *✧═════•❁❀❁•═════✧* *🌹👉ମେଷ* *ଆଜିର ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗିରହିବ। ଅଟକି ରହିଥିବା କାମଗୁଡିକ ସମ୍ପନ୍ନ ହେବା କଷ୍ଟକର । ନିଜ ବାକିଆ କାମରେ ପ୍ରତିବନ୍ଧକଜନିତ...

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.