April 29, 2026

ଗଜପତି ଜିଲ୍ଲାରେ ବିଜେଡ଼ି ପକ୍ଷରୁ ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀରେ ଜନସମ୍ପର୍କ ପଦଯାତ୍ରା ଆରମ୍ଭ 

IMG-20241006-WA0019
Share

 

 

ପାରଳାଖେମୁଣ୍ଡି:୬/୧୦(ଗରୁଡ଼ ଧ୍ୱଜ ଚୌଧୁରୀ) ଗଜପତି ଜିଲ୍ଲାରେ ରେ ବିଜେଡ଼ି ଦଳ ପକ୍ଷରୁ ଜନସମ୍ପର୍କ ପଦଯାତ୍ରା ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀର ଗୋଷlଣୀ ବ୍ଲକ ଅନ୍ତର୍ଗତ ଲାବଣ୍ୟଗଡ଼ ଠାରୁ ବାଘଶାଳା ପର୍ଯ୍ୟନ୍ତ ପାରଳାଖେମୁଣ୍ଡି ବିଧାୟକ ରୁପେଶ ପାଣିଗ୍ରାହୀଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଥିଲା ଏହି ଜନସଂପର୍କ ପଦଯାତ୍ରା ରେ ଗଜପତି ଜିଲ୍ଲା ବିଜେଡି ସଭାପତି ଜଗବନ୍ଧୁ ଦାସ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଗାଵାରା ତିରୁପତି ରାଓ, ବିଜେଡି ରାଜ୍ୟ ସମ୍ପାଦକ ପ୍ରଦୀପ କୁମାର ନାୟକ, ବସନ୍ତ ଦାସ, ଗୋଷାଣୀ ବ୍ଲକ ଅଧ୍ୟକ୍ଷ ଏନ୍ ବୀର ରାଜୁ, ଜିଲ୍ଲା ପରିଷଦ ସଭ୍ୟ

ଏସ.ବାଲାରାଜୁ,ଜିଲ୍ଲା ବିଜେଡି ଯୁବ ସଭାପତି ଏସ ଲିଙ୍ଗରାଜୁ, ଜିଲ୍ଲା ବିଜେଡି ଛାତ୍ର ସଭାପତି ବିଶ୍ୱଜିତ୍ ତ୍ରୀପାଠୀ,ବରିଷ୍ଠ ବିଜେଡି ନେତା ରାମଚନ୍ଦ୍ର ରାଓ, ଏସ ଗଜପତି ରାଓ, ନିର ଭୂୟାଁ, ବିଜେଡ଼ି ଯୁବ ସଭାପତି ଏସ ଲିଙ୍ଗରାଜ, ପୌର ଅଧକ୍ଷା ନିର୍ମଳା ସେଠି କାଶୀନଗର ବ୍ଲକ ଅଧକ୍ଷା ବାଲା ସାଇଆମ୍ମା, ବ୍ଲକ ସଭାପତି ଇଶ୍ୱର ରାଓ, ବରିଷ୍ଠ ବିଜେଡି ନେତା ଗଜପତି ରାଓ ଙ୍କ ସମେତ ହଜାର ହଜାର ସଂଖ୍ୟାରେ ବିଜୁ ପ୍ରେମୀ ଯୋଗ ଦେଇଥିଲେ।