November 26, 2024

Day: October 6, 2024

ଶିକ୍ଷକ ଦ୍ଵିତୀକୃଷ୍ଣ ପାଇଲେ ” ବୃକ୍ଷ ପ୍ରେମୀ ସମ୍ମାନ – ୨୦୨୪ “

  ଭଞ୍ଜନଗର/ ବେଲଗୁଣ୍ଠା, ୬ ଅକ୍ଟୋବର: ଆଜି ଭଂଜନଗର ସହରର ପ୍ରତିଷ୍ଠିତ ସାହିତ୍ୟ ଅନୁଷ୍ଠାନ "ଲୋହରାଖଣ୍ଡି ସାହିତ୍ୟ ସଂସଦ" ର ୨୨ ତମ ପ୍ରତିଷ୍ଠା ଉତ୍ସବ ଏବଂ...

ଉତ୍କଳୀୟମ ଫାଉଣ୍ଡେସନ ଟ୍ରଷ୍ଟର ରାଜ୍ୟ ସ୍ତରୀୟ ପ୍ରତିଭା ସମ୍ମାନ। 

  ବୋଲଗଡ଼,୦୬/୧୦(ଉପାନ୍ତ ଖବର):ରାଜ୍ୟର ଅନ୍ୟତମ ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ଉତ୍କଳୀୟମ ଫାଉଣ୍ଡେସନ ଟ୍ରଷ୍ଟର ରାଜ୍ୟ ସ୍ତରୀୟ ଯୁବ ପ୍ରତିଭା ସମ୍ମାନ ସମାରୋହ ଅନୁଷ୍ଠିତ ହୋଇ ଯାଇଅଛି।ରବିବାର ପୂର୍ବାହ୍ନ...

ଆଇଡ଼ିବିଆଇ ଵ୍ୟାଙ୍କର ୬୦ତମ ପ୍ରତିଷ୍ଠା ଦିବସ ପାଳନ ଅବସରରେ “ମା ପାଇଁ ଗଛଟିଏ” ।

ରାୟଗଡ଼ - ଆଇଡ଼ିବିଆଇ ବ୍ୟାଙ୍କର 60ତମ ପ୍ରତିଷ୍ଠା ଦିବସ ପାଳନ ଅବସରରେ ମା' ପାଇଁ ଗଛଟିଏ କାର୍ଯକ୍ରମ ଅନୁଷ୍ଟିତ ହୋଇଯାଇଅଛି। ଏହି କାର୍ଯ୍ୟକ୍ରମ ବ୍ୟାଙ୍କ ଶାଖା ରାୟଗଡ...

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ମାତୃ କର୍ମଶାଳା 

ବୁଗୁଡା : ତା ୦୬/୧୦/୨୪ : ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସ୍ବପରିସରରେ ମାତୃ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଶିଶୁ ମନ୍ଦିର ପରିଚାଳନା ସମିତି...

ପିପୁଲ୍ସ କଲେଜ ପ୍ରାଣୀ ବିଜ୍ଞାନର ସ୍ବାଗତ ଉତ୍ସବ 

ବୁଗୁଡ଼ା : ତା ୦୬/୧୦/୨୪ : ସ୍ଥାନୀୟ ପିପୁଲ୍ସ କଲେଜର ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବପରିସରରେ ନବାଗତ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ଯରେ ସ୍ବାଗତ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।...

ଗଜପତି ଜିଲ୍ଲାରେ ବିଜେଡ଼ି ପକ୍ଷରୁ ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀରେ ଜନସମ୍ପର୍କ ପଦଯାତ୍ରା ଆରମ୍ଭ 

    ପାରଳାଖେମୁଣ୍ଡି:୬/୧୦(ଗରୁଡ଼ ଧ୍ୱଜ ଚୌଧୁରୀ) ଗଜପତି ଜିଲ୍ଲାରେ ରେ ବିଜେଡ଼ି ଦଳ ପକ୍ଷରୁ ଜନସମ୍ପର୍କ ପଦଯାତ୍ରା ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀର ଗୋଷlଣୀ ବ୍ଲକ ଅନ୍ତର୍ଗତ ଲାବଣ୍ୟଗଡ଼...

ଅଭିନନ୍ଦନ…

ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଓ ମୋହନା ବିଧାନସଭା ନିର୍ବାଚନ ମଣ୍ଡଳୀ ର ସମସ୍ତ ସରକାରୀ କର୍ମଚାରୀ,ବିଜେଡି ନେତା, କର୍ମୀ ଙ୍କୁ ମୋର ଅନ୍ତରର ଅଭିନନ୍ଦନ ଜଣାଉଛି ମାଁ...

ଟିକିରି ବନାଅଞ୍ଚଳ ପକ୍ଷରୁ ବନ୍ୟଜନ୍ତୁ ସୁରକ୍ଷା ସପ୍ତାହ ପାଳନ 

ରାୟଗଡା ବନଖଣ୍ଡ ଅଧିନସ୍ଥ ଟିକିରି ବନାଅଞ୍ଚଳ ପକ୍ଷରୁ ବିଶ୍ୱ ବାନ୍ୟଜନ୍ତୁ ସୁରକ୍ଷା ସପ୍ତାହ ପାଳନ ବନାଅଞ୍ଚଳ ଅଧିକାରୀ ଅନିଲ ପାଣିଗ୍ରାହୀ ଙ୍କ ତତ୍ୱାବଧାନ ରର ଅନୁଷ୍ଠିତ ହୋଇଯାଇଛି...

ବନ୍ୟପ୍ରାଣୀଙ୍କୁ ସୁରକ୍ଷା ଦେଲେ ତାଙ୍କ ସହ ମଣିଷ ସଂଘର୍ଷର ଅନ୍ତ ହେବ

    ସମ୍ବଲପୁର: ଆଜି ଭୋଜପୁର ସ୍ଥିତ ଜମନକିରା ବନାଞ୍ଚଳ ଅଧିକାରୀ ଙ୍କ କାର୍ଯ୍ୟାଳୟ ପରିସରରେ ୭୦ ତମ ବିଶ୍ଵ ବନ୍ୟ ପ୍ରାଣୀ ସପ୍ତାହ ପାଳିତ ହୋଇ...

ମା ଝାଡେଶ୍ବରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଜାତୀୟ ସେବା ଯୋଜନା ସ୍ୱେଚ୍ଛାସେବୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ସମ୍ବଲପୁର, (ରାଜାରାମ ଷଡ଼ଙ୍ଗୀ):ମା ଝାଡେଶ୍ବରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଶନିବାର ଜାତୀୟ ସେବା ଯୋଜନାର ସ୍ୱେଚ୍ଛାସେବୀମାନଙ୍କ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ...

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.