March 10, 2026

ଜୟ ଭାରତ ଫାଉଣ୍ଡେସନ ଓ ଭାରତ ମସଲା ପକ୍ଷରୁ ଆୟୋଜିତ ୨୫ତମ ଭାରତ ପ୍ରତିଭା ସମ୍ମାନ ଏବଂ ଭାରତ ମସଲାର ପ୍ରତିଷ୍ଠା ଦିବସ

IMG-20240907-WA0054
Share

  ଜୟ ଭାରତ ଫାଉଣ୍ଡେସନ ଓ ଭାରତ ମସଲା ପକ୍ଷରୁ ଆୟୋଜିତ ୨୫ତମ ଭାରତ ପ୍ରତିଭା ସମ୍ମାନ ଏବଂ ଭାରତ ମସଲାର ପ୍ରତିଷ୍ଠା ଦିବସ ସମାରୋହରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ପଞ୍ଚାୟତିରାଜ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାୟକ ଏବଂ ବିଧାୟକ ଶ୍ରୀ ପ୍ରକାଶ ଚନ୍ଦ୍ର ସେଠୀଙ୍କ ସହ ମାନ୍ୟବର ଶିଳ୍ପମନ୍ତ୍ରୀ ଶ୍ରୀ ସମ୍ପଦ ସ୍ଵାଇଁ ସାମିଲ ହୋଇ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ହାସଲ କରିଥିବା ପ୍ରତିଭାମାନଙ୍କୁ ସମ୍ମାନିତ କରିଛନ୍ତି l