October 7, 2024

ବାଲିପଦର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମନ୍ତ୍ରୀ ଗୋକୁଳାନନ୍ଦଙ୍କୁ ସମ୍ବର୍ଦ୍ଧନା 

Share

 

ବୁଗୁଡ଼ା : ତା ୦୭/୧୦/୨୪ : ବାଲିପଦର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଅଧ୍ଯକ୍ଷ ସରୋଜ କାନ୍ତ ଦାସଙ୍କ ପୌରହିତ୍ୟରେ ଅନୁଷ୍ଠିତ ସମ୍ବର୍ଦ୍ଧନା ଉତ୍ସବରେ ଓଡ଼ିଶା ସରକାରଙ୍କ ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ବିଭାଗୀୟ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ମାର୍ଗ ଦର୍ଶନ କରିଥିବା ବେଳେ ଏ ଅବସରରେ ତାଙ୍କୁ ପୁଷ୍ପଗୁଚ୍ଛ ଓ ଉପଢୌକନ ପ୍ରଦାନ ପୂର୍ବକ ଭବ୍ଯ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ପରିଶେଷରେ ପ୍ରାଧ୍ଯାପକ ସୁଶାନ୍ତ କୁମାର ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।