November 26, 2024

Day: October 7, 2024

ଗଜପତି:- ସେଞ୍ଚୁରିଅନ୍ ବିଶ୍ୱବିଦ୍ୟାଳୟ ରେ ଗବେଷଣା ପ୍ରକାଶନ’ର ସାଧୁତା ବିଷୟରେ କର୍ମଶାଳା କାର୍ଯ୍ୟକ୍ରମ ଅନୁଷ୍ଠିତ 

ପାରଳାଖେମୁଣ୍ଡି ଉପକଣ୍ଠସ୍ଥ ରାଜ ସିତାପୁରର ଆଲୁରି ନଗର ସ୍ଥିତ ସେଞ୍ଚୁରିଅନ୍ ବିଶ୍ୱବିଦ୍ୟାଳୟ ର ଏମ.ଏସ. ସ୍ୱାମୀନାଥନ କୃଷି ମହାବିଦ୍ୟାଳୟ ର କୃଷି ସମ୍ପ୍ରସାରଣ ଏବଂ ଶିକ୍ଷା ବିଭାଗ...

ଗଜପତି:- ଜିଲ୍ଲା ଭାରତୀୟ ମଜଦୁର ସଂଘ ର ଜିଲ୍ଲା ଅଧିବେଶନ ଓ କର୍ମକର୍ତ୍ତା ଚୟନ କାର୍ଯ୍ୟକ୍ରମ ଅନୁଷ୍ଠିତ ।

ଗଜପତି ଜିଲ୍ଲା ଭାରତୀୟ ମଜଦୁର ସଂଘର ବାର୍ଷିକ ଅଧିବେଶନ ଆଜି ପାରଳାଖେମୁଣ୍ଡି ସହରର ଭଣ୍ଡାରୀସାହି ସ୍ଥିତ ଉତ୍କଳ ହିତୈଷିଣି ସମାଜ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି ।...

ଭଞ୍ଜନଗର ବ୍ଳକ ଶିକ୍ଷା ବିଭାଗ କୁ ପ୍ରକୃତି ମିତ୍ର ଓ ସିଆରସିସି ଙ୍କୁ ପ୍ରକୃତି ବନ୍ଧୁ ସମ୍ମାନ 

  ଭଞ୍ଜନଗର ବେଲଗୁଣ୍ଠା, ୭ ଅକ୍ଟୋବର: ଆଜି ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ଆଞ୍ଚଳିକ ମୂଖ୍ୟ ବନ ସଂରକ୍ଷକ ଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ପ୍ରକୃତି ମିତ୍ର ଓ...

ଓକିଲଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ୧୪ ଦିନ ପରେ ବି ପୋଲିସ ହାତ ଖାଲି , ଥାନା ସମ୍ମୁଖରେ ଓକିଲଙ୍କ ଧାରଣା 

  ବୁଗୁଡା : ତା ୦୭/୧୦/୨୪ : ସ୍ପଷ୍ଟ ଦିବାଲୋକରେ ରାସ୍ତା ମଝିରେ ବାଇକ୍ ଅଟକାଇ ଓକିଲଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାକୁ ୧୪ ଦିନ ବିତି ଯାଇଥିଲେ...

ବୁଗୁଡ଼ା ବ୍ଲକରେ ୩୬ କନିଷ୍ଠ ଶିକ୍ଷକଙ୍କ ନିଯୁକ୍ତି 

  ବୁଗୁଡା : ତା ୦୭/୧୦/୨୪ :ରାଜ୍ୟରେ ୧୬,୦୦୯ ଏବଂ ଗଞ୍ଜାମ ଜିଲ୍ଲାରେ ୧୦୯୨ ଜଣ କନିଷ୍ଠ ଶିକ୍ଷକଙ୍କ ନିଯୁକ୍ତି ପରିପ୍ରେକ୍ଷୀରେ ବୁଗୁଡା ବ୍ଲକରେ ୩୬ ଜଣ...

ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ୬୮ ତମ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଭଲିବଲ ପ୍ରତିଯୋଗିତା ଅନୁଷ୍ଠିତ

    ପାରଳାଖେମୁଣ୍ଡି:୭/୧୦(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ୬୮ ତମ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଭଲିବଲ ପ୍ରତିଯୋଗିତା-୨୦୨୪-୨୫...

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ। 

ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଆଜି ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ...

ଗଜପତି:- ରାଜ୍ୟସ୍ତରୀୟ ୪ ଦିନିଆ ବିଦ୍ୟାଳୟ ସମୂହ ଭଲିବଲ ପ୍ରତିଯୋଗିତା କାର୍ଯ୍ୟକ୍ରମ ଉଦଘାଟିତ ।

  ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସହର ସ୍ଥିତ ଗଜପତି ଷ୍ଟାଡିୟମ ଠାରେ ଆଜି ରାଜ୍ୟସ୍ତରୀୟ ୪ ଦିନିଆ ବିଦ୍ୟାଳୟ ସମୂହ ଭଲିବଲ ପ୍ରତିଯୋଗିତା କାର୍ଯ୍ୟକ୍ରମ ଉଦଘାଟିତ ହୋଇଯାଇଛି...

କୁଜଙ୍ଗ ରେ ବିଜୁ ଜନତା ଦଳର ପଦଯାତ୍ରା

ଆରମ୍ଭ ହେଲା କୁଜଙ୍ଗ ରେ ବିଜେଡିର ପଦଯାତ୍ରା, ସମ୍ବିତ ରାଉତରାୟ ଙ୍କ ସହ ଦୁଇ ଶ୍ରମିକ ନେତା, ବାପି ସର୍ଖେଲ୍ ଓ ସନ୍ତୋଷ ପଟ୍ଟନାୟକ ଙ୍କ ନେତୃତ୍ୱରେ...

୬୮ତମ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଭଲିବଲ ପ୍ରତିଯୋଗିତା ଅନୁଷ୍ଠିତ..

  ପାରଳାଖେମୁଣ୍ଡି,ତା.୦୭.୦୧.୨୦୨୪   ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ୬୮ତମ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଭଲିବଲ ପ୍ରତିଯୋଗିତା-୨୦୨୪-୨୫ (୧୪ ଓ...

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.