November 26, 2024

Day: October 7, 2024

କେନ୍ଦୁପଦର କ୍ଳଷ୍ଟର୍ ସ୍ତରୀୟ ସୁରଭି

    ବେଲଗୁଣ୍ଠା, 07/10, ଗାଙ୍ଗପୁର ଥାନା ଅନ୍ତର୍ଗତ କେନ୍ଦୁପଦର ପ୍ରଗତି ବିଦ୍ୟାପୀଠରେ କେନ୍ଦୁପଦର କ୍ଳଷ୍ଟର୍ ସ୍ତରୀୟ ସୁରଭି-2024 ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜିକା ରଞ୍ଜିତା ପାତ୍ରଙ୍କ...

ଅନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ଅନୁଷ୍ଠିତ 

  କାଶୀନଗର , ଅନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ଅବସରରେ କାଶୀନଗର ଠାରେ ଥିବା ଆଇ ସି ଡି ଏସ କାର୍ଯ୍ୟାଳୟ ଠାରୁ ଏକ ରାଲି ବାହାରି...

ପିପୁଲ୍ସ କଲେଜ ଅର୍ଥନୀତି ବିଭାଗ ପକ୍ଷରୁ ଆଲୋଚନା ଚକ୍ର 

ବୁଗୁଡା : ତା ୦୭/୧୦/୨୪ : ସ୍ଥାନୀୟ ପିପୁଲ୍ସ କଲେଜର ଅର୍ଥନୀତି ବିଭାଗ ପକ୍ଷରୁ ଶୀର୍ଷକ " ଦି ଚେଇଞ୍ଜିଙ୍ଗ୍ ଲ୍ଯାଣ୍ଡସ୍କୋପ୍ ଅଫ୍ ଏମପ୍ଲୟମେଣ୍ଟ ଇନ୍ ଇଣ୍ଡିଆ...

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

  ପାରଳାଖେମଣ୍ଡି,ତା.   ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ...

ସମ୍ବଲପୁର ଜିଲ୍ଲା ଯାଦବ ପରିବାରର ବନ୍ଧୁ ମିଳନ 

  ସମ୍ବଲପୁର,(ରାଜାରାମ ଷଡ଼ଙ୍ଗୀ): ସମ୍ବଲପୁର ଜ଼ିଲ୍ଲା ଯାଦବ ପରିବାର ତରଫରୁ ଏକ ବନ୍ଧୁ ମିଳନ ରବିବାର ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମର ମୁଖ୍ୟ ଅତିଥ୍ ଏସ୍.ବି. ୟାଦବ୍ ରାଷ୍ଟ୍ରୀୟ...

ସୁବଳୟା ମିଶନ ଶକ୍ତି ଠାରେ ରାଷ୍ଟ୍ରୀୟ ପୋଷଣ ଦିବସ ପାଳିତ 

    ଉଲୁଣ୍ଡା, ୭/୧୦-ସୁବର୍ଣ୍ଣପୁର ଜିଲ୍ଲା ବିରମହାରାଜପୁର ବ୍ଲକ୍ ଅନ୍ତର୍ଗତ ସୁବଳୟା ମିଶନ ଶକ୍ତି ପଞ୍ଚାୟତ ସ୍ତରୀୟ ସଂଘ ଠାରେ ରାଷ୍ଟ୍ରୀୟ ପୋଷଣ ଦିବସ ପାଳିତ ହୋଇଯାଇଛି।...

ରୋଟାରୀ କ୍ଳବ ଶ୍ରୀଜଗନ୍ନାଥ ଧାମ, ପୁରୀ ପକ୍ଷରୁ ନେସନ ବିଲଡର ଆୱାର୍ଡ ସମ୍ମାନ ପ୍ରଦାନ କରାଯାଇଛି l

ରୋଟାରୀ କ୍ଳବ ଶ୍ରୀଜଗନ୍ନାଥ ଧାମ, ପୁରୀ ପକ୍ଷରୁ ତଥା ଦେଶ ଗଠନ ତଥା ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନିୟ ଅବଦାନ ପାଇଁ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ନେସନ ବିଲଡର...

ବିଶ୍ୱ ଶିକ୍ଷକ ଦିବସରେ ରାଉରକେଲା ଠାରେଗଜପତିର ବିନୋଦିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ସମ୍ମାନୀତ

  ପାରଳାଖେମୁଣ୍ଡି:୭/୧୦(ଗରୁଡ଼ ଧ୍ୱଜ ଚୌଧୁରୀ) ଦୀପିକା ଇଂରାଜୀ ମିଡିୟମ ସ୍କୁଲ ଠାରେ ଅନ୍ଵେଷା ସଂସ୍ଥା ଦ୍ୱାରା ବିଶ୍ୱ ଶିକ୍ଷକ ଦିବସ ପାଳନ ହୋଇଯାଇଛି | ଏହି ଅବସରରେ...

ପ୍ରଜ୍ଞା ପ୍ରବାହ ପକ୍ଷରୁ ବୁର୍ଲାରେ ବୁଦ୍ଧିଜୀବୀ ସମାବେଶ 

    ସମ୍ବଲପୁର:ସ୍ଥାନୀୟ ସମ୍ବଲପୁର ବିଶ୍ୱବିଦ୍ୟାଳୟ, ଜ୍ୟୋତିବିହାର ରେ ପ୍ରଜ୍ଞା ପ୍ରବାହ, ସମ୍ବଲପୁର ଦ୍ଵାରା ଏକ ବୁଦ୍ଧିଜୀବୀ ସମାବେଶ ଅନୁଷ୍ଠିତ ହୋଇ ଯାଇଛି । ଏଥିରେ ସମ୍ବଲପୁର...

ମୂଷାକାନୀ ଗ୍ରାମରେ ସିଏସ୍ଆଇଆର୍ ହନି ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ 

  ସମ୍ବଲପୁର : ସିଏସ୍ଆଇଆର୍ ହନି ମିଶନ ଫେଜ୍ ୨ ଅଧୀନରେ ଚାରି ଦିନିଆ ପ୍ରଶିକ୍ଷଣ ଏବଂ ବଣ୍ଟନ କାର୍ଯ୍ୟକ୍ରମ ଶନିବାର ସମ୍ବଲପୁର ଜ଼ିଲ୍ଲା ର ଯୁଯୋମୁରା...

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.