July 1, 2024
Share

🌹🌼👉ମହାବୀର ପଞ୍ଜିକା👈🌼🌹
✧═════•❁❀❁•═════✧
ଅଦ୍ୟ ମଇ ମାସ ୦୮ ତାରିଖ ୨୦୨୪ ମସିହା(ବୁଧବାର)
ଶକାବ୍ଦ -୧୯୪୬
ସମ୍ବତ -୨୦୮୧
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-ପିଙ୍ଗଳ
ବୈଶାଖମାସ- କୃଷ୍ଣପକ୍ଷ
ତିଥି- ଅମାବାସ୍ୟା ଦିବା ଘ୦୮/୪୦ ଗତେ ପ୍ରତିପଦ
ନକ୍ଷତ୍ର- ଦ୍ଵିଜା ଦିବା ଘ ୦୨/୦୦ ଗତେ କୃତ୍ତିକା
ଚନ୍ଦ୍ର-ମେଷ ରାତ୍ରି ଘ୦୭/୩୨ ଗତେ ବୃଷ
ଯୋଗ- ସୌଭାଗ୍ୟ
କରଣ – ନାଗ
ସୌରମାସ- ମେଷ ୨୫ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୧୮/୨୪
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୯/୦୭
*✧═════•❁❀
ଯୋଗିନୀ ଐଶାନ୍ୟେ ଦିବା ଘ୦୮/୪୦ ଗତେ ପୂର୍ବେ
ପ୍ରତିପଦ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
ବିଛା ରାଶିର ଘାତଚନ୍ଦ୍ର
କର୍କଟ ରାଶି ର ଘାତବାର
ଅଦ୍ୟ ମୃତେ ଦିବା ଘ ୦୨/୦୦ ଗତେ ଏକପାଦ ପୁଷ୍କରଦୋଷ
✧═════•❁❀❁•═══
କାଳବେଳା -ଦିବା ଘ୦୮/୨୮ ଗତେ ଘ୧୦/୦୫ ମଧ୍ୟେ
ବାରବେଳା – ଦିବା ଘ୧୧/୪୨ ଗତେ ଘ୦୧/୨୭ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୬/୫୨ ମଧ୍ୟେ ଓ ରାତ୍ରି ଘ୦୬/୫୮ ଗତେ ଘ୦୯/୧୩ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୩/୪୦ ଗତେ ଘ୦୫/୧୬ ମଧ୍ୟେ ଓ ରାତ୍ରି ଘ୦୯/୨୨ ଗତେ ଘ୧୦/୫୯ ମଧ୍ୟେ
═✧*══•❁❀❁•═════✧
ଅଦ୍ୟ ଆମିଷ ଦିବା ଘ୦୮/୪୦ ଗତେ ପାଣିକଖାରୁ ଭକ୍ଷଣ ନିଷେଧ
═✧══•❁❀❁•═════✧
ଡ:ବାୟୁନନ୍ଦନ ମିଶ୍ର
ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର
ଅଦୃଶ୍ୟଶକ୍ତି ଭବନ
ଇଟାମୁଣ୍ଡଳୀ, ହଳଦିଆ, କଟକ-୭୫୪୨୦୭
ମୋବାଇଲ-9437064130
www.adrushyashaktiastro.com
✧═════•❁❀❁•═════✧
🌼🌹꧁ ଆଜିର ରାଶିଫଳ꧂🌹🌼
✧═════•❁❀❁•═════✧
ମେଷ👉 : ଆଜି ଦିନଟି ନିଜର କ୍ୟାରିୟର ସୁଧାର ପାଇଁ ଭଲ ହେବ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ମିଳିବ। ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ମିଳିବ।
✧═════•❁❀❁•═════✧
ବୃଷ:👉ଆଜି ଆପଣଙ୍କ ଭାବନା ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହି ପରନ୍ତି।
✧═════•❁❀❁•═════✧
ମିଥୁନ:👉 ଆଜି ନିଜର ନୂଆ ବିଚାର ଆର୍ଥିକ ଉନ୍ନତି ଲାଗି ଲାଭଦାୟକ ରହିବ। ବ୍ୟବସାୟରେ ଜୀବନସାଥୀଙ୍କ ସହଯୋଗ ମିଳିବ। ଅଫିସରେ କୌଣସି ଖୁସି ଖବର ମିଳିବ। ପ୍ରେମ ବ୍ୟାପାର ଲାଗି ଦିନଟି ଭଲ।
✧═════•❁❀❁•═════✧
କର୍କଟ: 👉ଆଜି ଦିନଟି ଆପଣଙ୍କ ଲାଗି ଅନୁକୂଳ। ସାହସିକ ଫଇସଲାରେ ସଫଳତା ମିଳିବ। ଜୀବନସାଥୀଙ୍କ ସହିତ ଉତ୍ତମ ସମ୍ବନ୍ଧ ବଜାୟ ରହିବ। ଛାତ୍ରଙ୍କ କ୍ୟାରିୟରରେ ନୂଆ ମୋଡ଼ ଆସିପାରେ।
✧═════•❁❀❁•═════✧
ସି˚ହ:👉 ଆଜି ଆପଣ କୌଣସି ନିଷ୍ପତି ତରବରିଆ ଭାବେ କଲେ କ୍ଷତିରେ ପଡିପାରନ୍ତି। ସନ୍ତାନଙ୍କ ପକ୍ଷରୁ ଭଲ ଖବର ପାଇବେ। ପରିବାରରେ ଏକତା ଓ ସୁଖ ବୃଦ୍ଧି ହେବ। ବନ୍ଧୁଙ୍କ ସହିତ ଭ୍ରମଣରେ ଯିବା ପାଇଁ ଯୋଜନା କରିବେ।
✧═════•❁❀❁•═════✧
କନ୍ୟା: 👉ଆଜି ଦିନଟି ଆପଣଙ୍କ ଲାଗି ଠିକ୍‌ଠାକ୍‌ ରହିବ। ସାମାଜିକ ଓ ରାଜନୈତିକ କାର୍ଯ୍ୟରେ ସମୟ କଟିବ। ମିତ୍ରଙ୍କର ପୂରା ସହଯୋଗ ପାଇବେ। ହଠାତ୍ ଧନପ୍ରାପ୍ତି ଯୋଗ ରହିଛି। ପାରିବାରିକ ଜୀବନ ସୁଖମୟ ହେବ।
✧═════•❁❀❁•═════✧
ତୁଳା:👉 ଆଜି ଦିନଟି ଆପଣଙ୍କ ପାଇଁ ସବୁ ଦୃଷ୍ଟିରୁ ଭଲରହିବ । ଖୁବ୍‌ ମଜା କରିବେ ଓ ଖୁସି ରହିବେ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଅଫିସରେ ଆପଣଙ୍କର କର୍ତ୍ତୃତ୍ବ ବଜାୟ ରହିବ। ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ସୁଯୋଗ ମିଳିବ।
✧═════•❁❀❁•═════✧
ବିଛା:👉 କୌଣସି ରଚନାତ୍ମକ କାମରେ ଆଜି ଆପଣଙ୍କର ନାମ ଚର୍ଚ୍ଚା ରେ ରହିବ। ବ୍ୟବସାୟରେ ନୂଆ କୌଶଳ ପ୍ରୟୋଗ କରିବେ ଯାହା ଦ୍ବାରା ଭବିଷ୍ୟତରେ ଲାଭ ମିଳିବ। ପରିବାର ଲୋକେ ଆପଣଙ୍କ ଉପରେ ବହୁତ ଭରସା କରିବେ।
✧═════•❁❀❁•═════✧
ଧନୁ:👉 ଆପଣ ଅନ୍ୟମାନଙ୍କ ଭାବନା ପ୍ରତି ଆଜି ବିଶେଷ ଯତ୍ନବାନ ରହିପାରନ୍ତି। ଧର୍ମ ସମ୍ବନ୍ଧିତ ପୁସ୍ତକ ପଢ଼ିବାରେ ରୁଚି ବଢ଼ିବ। ସ୍ଥଗିତ ଥିବା କାର୍ଯ୍ୟ କୌଣସି ବନ୍ଧୁଙ୍କ ଦ୍ବାରା ପୂରା ହେବ। ସ୍ବାସ୍ଥ୍ୟ ପ୍ରତି ସଚେତ ରହନ୍ତୁ।
✧═════•❁❀❁•═════✧
ମକର:👉 ଆପଣ ନିଜ କାମରେ ଆଜି ପ୍ରଶ˚ସା ଓ ପୁରସ୍କାର ପାରନ୍ତି ।ବାଣିଜ୍ୟ କରବାର ବୃଦ୍ଧି ଲାଗି ଦିନଟି ବିଶେଷ ଶୁଭ। ଧନ ସ˚ପତ୍ତି ବୃଦ୍ଧି ହେବ। ରାଜନୀତିରେ ଆଧିପତ୍ୟ ବଢ଼ିବ। ପରିବାର ସହିତ ହସଖୁସିରେ ସମୟ କଟିବ।
✧═════•❁❀❁•═════✧
କୁମ୍ଭ:👉ଆଜି ଇଷ୍ଟଦେବୀ ଙ୍କ ଆରାଧନାରେ ମନରେ ସକାରାତ୍ମକ ଶକ୍ତି ସ˚ଚାର ହେବ। ପ୍ରସ୍ତୁତ କରିଥିବା ଯୋଜନା ଅନୁସାରେ କାମ କରିବେ। ଅଫିସରେ ସହକର୍ମୀଙ୍କ ସହଯୋଗ ମିଳିବ। ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ।
✧═════•❁❀❁•═════✧
ମୀନ:👉ଦିନଟି ଆପଣଙ୍କୁ ଆଜି ଶୁଭାଶୁଭ ମିଶ୍ରିତ ଫଳ ପ୍ରଦାନ କରିବ। ବଡ଼ ବ୍ୟବସାୟ ଲାଗି କୌଣସି ବ୍ୟକ୍ତିସହ ଚୁକ୍ତି କରିପାରନ୍ତି। ଭାବିଚିନ୍ତି ଖର୍ଚ୍ଚ ନକଲେ ଅସୁବିଧାରେ ପଡ଼ିପାରନ୍ତି। କୋର୍ଟ କଚେରି ମାମଲାରେ ଚିନ୍ତା ବଢ଼ି ପାରେ •❁❀❁•═════✧

You may have missed