‘ମୋ_ବସ୍’ ହେବ ‘ଆମ_ବସ୍’: ମନ୍ତ୍ରୀ

ଭୁବନେଶ୍ୱର ( ଦେବାଶିଷ ଦାଶ )
ମୋ ବସ୍’ର ନାଁ ପରିବର୍ତ୍ତନ ହୋଇ ହେବ ଆମ ବସ୍’
ସୂଚନା ଦେଲେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର
ମୋ ବସ୍’ ଏକ ଅହଂକାର ଶବ୍ଦ କହିଲେ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର
ମୋହନ ସରକାର ଲୋକଙ୍କ ସରକାର, ଆମର କହିବା ଠିକ୍ ହେବ’
ଦୁର୍ଘଟଣା ରୋକିବାକୁ ବସ୍ର ଆଗରେ ଓ ପଛରେ କ୍ୟାମେରା ଲାଗିବ’
ଡ୍ରାଇଭର ଆଲର୍ଟ ରହିବାପାଇଁ ବସ୍ରେ ଆଡସ୍ ମଧ୍ୟ ଲାଗିବ’
ଯଦି ଡ୍ରାଇଭରଙ୍କ ଆଖି ଲାଗିଯାଏ ତାହେଲେ ସାଇରନ୍ ବାଜିବ’