ଜୁଲାଇ ୧୪ ଓ ୧୫ ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି, ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ଭୁବନେଶ୍ୱର(ରାଜାରାମ ଷଡ଼ଙ୍ଗୀ): ଭାରତର ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦୌପଦୀ ମୁର୍ମୁଙ୍କର ୧୪ ଓ ୧୫ ତାରିଖ ଦୁଇ ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି l...
