March 12, 2025

ଅଚଳ ନଳକୂପକୁ ସଚଳ କରିବାକୁ ମନ୍ତ୍ରୀଙ୍କ କଡା ନିର୍ଦ୍ଦେଶ,ପଞ୍ଚାୟତସ୍ତରରେ ଜଳଛତ୍ର ଖୋଲିବାକୁ ଚିଠି

Share

 

ଭୁବନେଶ୍ୱର ( ଦେବାଶିଷ ଦାଶ )

କଡା ନିର୍ଦ୍ଦେଶ ଦେଲେ ମନ୍ତ୍ରୀ । ରାଜ୍ୟରେ ଅଚଳ ନଳକୂପକୁ ସଚଳ କରିବାକୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜଳ ଯୋଗାଣ ବ୍ୟବସ୍ଥାକୁ ତ୍ବରାନ୍ବିତ କରିବାକୁ ନିର୍ଦ୍ଦେଶ । ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ ରବି ନାଏକ । ୭୧ ଜନସଂଖ୍ୟା ବିଶିଷ୍ଟ ଗାଁରେ ନୂଆ ନଳକୂପ ଖନନ ହେବ’ ।

ବସୁଧା ଯୋଜନାରେ ସୋଲାର ପ୍ରକଳ୍ପ କାର୍ଯ୍ୟକ୍ଷମ କରିବାକୁ ମଧ୍ୟ ନିର୍ଦ୍ଦେଶ । ପଞ୍ଚାୟତସ୍ତରରେ ଜଳଛତ୍ର ଖୋଲିବାକୁ ଚିଠି କରାଯାଇଥିବା କହିଲେ । ମେଗା ପାନୀୟ ଜଳ ପ୍ରକଳ୍ପ କାମ ଠିକ୍‌ ସମୟରେ ସାରିବାକୁ ନିର୍ଦ୍ଦେଶ’ ।