November 26, 2024

Day: September 10, 2024

ଉତ୍କଳ ସାହିତ୍ୟ ସମାଜ ସମ୍ମାନ ଘୋଷିତ କଥାଶିଳ୍ପୀ ଶାନ୍ତନୁ କୁମାର ଆଚାର୍ଯ୍ୟଙ୍କୁ ‘ଉକଳ ରତ୍ନ’ ରବି ରଥ ପାଇବେ ‘ଉଦୟନାଥ ଷଡ଼ଙ୍ଗୀ ସାମ୍ୱାଦିକତା ସମ୍ମାନ’

କଟକ, 10/9 : ଉତ୍କଳ ସାହିତ୍ୟ ସମାଜ ପକ୍ଷରୁ ବିଶିଷ୍ଟ କଥାକାର ଶାନ୍ତନୁ କୁମାର ଆଚାର୍ଯ୍ୟଙ୍କୁ ଚଳିତବର୍ଷ ଅନୁଷ୍ଠାନର ସର୍ବୋଚ୍ଚ ସମ୍ମାନ ‘ଉତ୍କଳ ରତ୍ନ’ ପ୍ରଦାନ କରାଯିବ।...

କାଶୀନଗର ଏନ ଏ ସି ରେ ସୁଭଦ୍ରା ରଥକୁ ଭବ୍ୟ ସମ୍ବର୍ଦ୍ଧନା

କାଶୀନଗର , ଆଜି କାଶୀନଗର ଷ୍ଟେଟ ବ୍ୟାଙ୍କ ଛକ ନିକଟରେ ସୁଭଦ୍ରା ରଥ କୁ ସ୍ୱାଗତ ସହ ଭବ୍ୟ ସମ୍ବର୍ଦ୍ଧନା ଦିଆ ଗଲା. ଏହି ସୁଭଦ୍ରା ଯୋଜନା...

ଯୁଯୋମୁରା ଦୁର୍ଗା ପୂଜା :୯ରୁ ୧୪ ପାଳିବ ସୁବର୍ଣ୍ଣ ଜୟନ୍ତୀ 

    ସମ୍ବଲପୁରୀ, ତା. ୧୦. ୦୯:ଅର୍ଦ୍ଧ ଶତାବ୍ଦୀରେ ପାଦ ଥାପିଛି ଯୁଯୋମୁରା ଶାରଦୀୟ ଦୁର୍ଗାପୂଜା l ଏଥିପାଇଁ ଚାଲିଛି ବ୍ୟାପକ ପ୍ରସ୍ତୁତି l ଚଳିତ ବର୍ଷ...

ଗଣେଶ ପୂଜା ଉପଲକ୍ଷେ ରକ୍ତଦାନ ଶିବିର l ୭୯ ୟୁନିଟ ରକ୍ତ ସଂଗ୍ରହହେଲା 

    ଗଞ୍ଜାମ ସହର ଅନ୍ତର୍ଗତ 8ନମ୍ବର ୱାର୍ଡ ପୁଇଁତଳା ଗ୍ରାମର ବାରିକି ସାହି ସ୍ଥିତ ସଂସ୍କୃତିକ ଭବନ ପରିସରରେ ପବିତ୍ର ଗଣେଶ ପୂଜା ଉପଲକ୍ଷେ ଏକ...

ଲଗାଣ ବର୍ଷା ଫଳରେ ଲାଞ୍ଜିଗଡ଼ ଅଞ୍ଚଳର ପରିସ୍ଥିତି ଶୋଚନୀୟ 

      ଲାଞ୍ଜିଗଡ଼ ( ପୁରନ୍ଦର ଦଣ୍ଡସେନା ) ଦୁଇଦିନ ଲଗାଣ ବର୍ଷା ଯୋଗୁଁ ଲାଞ୍ଜିଗଡ଼ ଏବଂ ଏହାର ଆଖ ପାଖ ଅଞ୍ଚଳର ବହୁତ ଅସୁବିଧାର...

ଆଜିର ରାଶିଫଳ..

✧═════•❁❀❁•═════✧* *🌹👉ମେଷ🌹* *ଆଜି ଯାତ୍ରା, ବ୍ୟବସାୟ, ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ ଦିଗରେ ସହାୟକ ହେବ। ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁଙ୍କ ଅବଦାନକୁ ଅସ୍ବୀକାର...

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.