ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ : ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ
ବରଗଡ଼ :- ୧୦/୦୯(ଜୟନ୍ତ କୁମାର ସେଠ): ଓଡ଼ିଶାର ମହାନ ସ୍ୱାଧୀନତା ସଂଗ୍ରାମୀ, ସମାଜସେବୀ ତଥା ‘ବଡ଼ମା’ ଭାବେ ପରିଚିତ ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀ ଅବସରରେ...
