ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ ଅନ୍ତର୍ଗତ ଐତିହାସିକ ପୋଡାଗଡ଼ ରେ ମଣ୍ଡେଇ ଯାତ୍ରା ଅନୁଷ୍ଠିତ…….
ଉମରକୋଟ(ଏମ୍.ଦିନା°ଶୁ ଆଚାରୀ)11/2/25:ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ ଅନ୍ତର୍ଗତ ଭଣ୍ଡାରିଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ପୋଡ଼ାଗଡ ମଣ୍ଡେଇ ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ତେୟାନବେ ମୌଜାର ଦେବାଦେବୀଙ୍କ...