November 26, 2024

Day: September 11, 2024

ଜୟ କିଶାନ ସେବାଶ୍ରମ ଠାରେ ଚକ୍ଷୁ ଚିକିତ୍ସା 

ବୁଗୁଡ଼ା:ତା ୧୧/୦୯/୨୪ : ବୁଗୁଡା ବ୍ଲକ ଅନ୍ତର୍ଗତ ଝୋଲରୀ ଗ୍ରାମସ୍ଥ ଜୟ କିଶାନ ସେବାଶ୍ରମ ଠାରେ ବ୍ରହ୍ମପୁର ସ୍ଥିତ ଶଙ୍କର ଚକ୍ଷୁ ଚିକିତ୍ସାଳୟ ପକ୍ଷରୁ ଏକ ଜନକଲ୍ୟାଣକାରୀ...

ନବରଙ୍ଗପୁର ଜିଲ୍ଲା ରାଇଘର ରେ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇଜଣ ଗିରଫ

  ଉମରକୋଟ (ଏମ୍.ଦିନା°ଶୁ ଆଚାରୀ) ୧୫ କିଲୋ ଗଞ୍ଜେଇ ଚୋରା ଚାଲାଣ ବେଳେ ପୋଲିସ ବିଶେଷ ସୂତ୍ରରୁ ଖବର ପାଇ ରାଇଘର -କୁନ୍ଦେଇ ମୁଖ୍ୟ ରାସ୍ତା ଗଞ୍ଜାପରା...

ନୂତନ ଉପ-ଜିଲ୍ଲାପାଳଙ୍କୁ ସୌଜନ୍ୟ ମୂଳକ ସାକ୍ଷାତ କଲେ ଓ ଜେ ୟୁ କର୍ମକର୍ତ୍ତା..

କୋରାପୁଟ ଜିଲ୍ଲା ଜୟପୁର ଠାରେ ଆଜି ନୂତନ ଭାବରେ ଦାଇତ୍ୱ ନେଇ ଥିବା ଉପ ଜିଲ୍ଲାପାଳ ତଥା ଉପ ଖଣ୍ଡ ସ୍ତରୀୟ ଦଣ୍ଡାଧିକାରୀ ଆଇ ଏ ଏସ...

ଉପଜିଲ୍ଲାପାଳଙ୍କ ଜନସେବା କେନ୍ଦ୍ର ଓ ମୋ ସେବା କେନ୍ଦ୍ର ପରିଦର୍ଶନ..

ପାରଳାଖେମୁଣ୍ଡି,ରାଜ୍ୟ ସରକାରଙ୍କ ସୁଭଦ୍ରା ଯୋଜନାର ସଫଳ କାର୍ଯ୍ୟକାରିତା ସୁନିଶ୍ଚିତ କରିବା ପାଇଁ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ନିର୍ଦ୍ଧେଶ କ୍ରମେ ଆଜି ଉପଜିଲ୍ଲାପାଳ ଶ୍ରୀଯୁକ୍ତ...

ଜିଲ୍ଲାପାଳ ରାୟଗଡଙ୍କ ଜିଲ୍ଲା ସଂସ୍କୃତି ଭବନ ପରିଦର୍ଶନ l

  ରାୟଗଡ:ରାୟଗଡ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପତାୱରୀ, ଆଜି ଜିଲ୍ଲା ସଂସ୍କୃତି ଭବନ ପରିଦର୍ଶନ କରିଥିଲେ l ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ନିମନ୍ତେ ନୂତନ...

ସୁଭଦ୍ରା ଯୋଜନାର ଆବେଦନ ପ୍ରକ୍ରିୟାକୁ ତଦାରଖ ନିମନ୍ତେ ବରିଷ୍ଠ ଅଧିକାରୀଙ୍କୁ ଦାୟିତ୍ୱ

ରାୟଗଡ: ସୁଭଦ୍ରା ଯୋଜନାର ଜିଲ୍ଲାସାରl ଆବେଦନ ପ୍ରକ୍ରିୟା ଚାଲୁରହିଛି l ଜିଲ୍ଲାର ୨୧ବର୍ଷରୁ ଉର୍ଦ୍ଧ ୬୦ବର୍ଷରୁ କମ ବୟସ୍କ ମହିଳା ଯାହାଙ୍କ ବାର୍ଷିକ ପାରିବାରିକ ଆୟ ୨ଲକ୍ଷ...

ସହରରେ ଗାଈଗୋରୁ ଓ କୁକୁରଙ୍କ ଦୌରାତ୍ମ୍ୟ ଭବାନୀପାଟଣା …

        ସହରରେ ଗାଈଗୋରୁ ଓ କୁକୁରଙ୍କ ଦୌରାତ୍ମ୍ୟ ଭବାନୀପାଟଣା (ଧୀରଜ ଆଚାର୍ଯ୍ୟ ):ଭବାନୀପାଟଣା ସହରରେ ବୁଲା ଗାଈଗୋରୁ ଓ କୁକୁରଙ୍କ ଦୌରାତ୍ମ୍ୟ ଦିନକୁଦିନ...

ପଦ୍ମପୁର ଉପଖଣ୍ଡରେ ନୂତନ ଉପଜିଲ୍ଲାପାଳଙ୍କ ଯୋଗଦାନ ।

  ପଦ୍ମପୁର: ୧୦/୦୯(ଜୟନ୍ତ କୁମାର ସେଠ) ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡରେ ନୂତନ ଉପଜିଲ୍ଲାପାଳ ଭାବରେ କୁମାରୀ ଅରୁଗୁଲା ସ୍ନେହା (ଭା.ପ୍ର.ସେ) ଯୋଗଦାନ କରିଛନ୍ତି । ପୂର୍ବ...

ଗର୍ଭବତୀ ମହିଳା ଙ୍କୁ ରକ୍ତଦାନ କଲେ ସରପଞ୍ଚ l 

    ପଦ୍ମପୁର : (ଜୟନ୍ତ କୁମାର ସେଠ) ରକ୍ତଦାନ ଏକ ମହତ୍ ଦାନ ର ଉଦାହରଣ ଦେଖିବାକୁ ମିଳିଛି ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ତ ବରିକେଳ...

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.