କୋରାପୁଟ ଠାରେ ମାନ୍ୟବର କେନ୍ଦ୍ର ମନ୍ତ୍ରୀ ଓ ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ କରକମଳ ରେ ଆଜି ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରଗ୍ୟ ଯୋଜନା ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଏବଂ ଆୟୁଷ୍ମାନ ବୟୋ ବନ୍ଧନା ଯୋଜନାର ସୁଭାରମ୍ଭ କରାଯାଇଛି।

(ଗୁପ୍ତେଶ୍ୱର ରଥ କୋରାପୁଟ) ୧୧/୪ କୋରାପୁଟ ଠାରେ ମାନ୍ୟବର କେନ୍ଦ୍ର ମନ୍ତ୍ରୀ ଓ ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ କରକମଳ ରେ ଆଜି ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରଗ୍ୟ ଯୋଜନା ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଏବଂ ଆୟୁଷ୍ମାନ ବୟୋ ବନ୍ଧନା ଯୋଜନାର ସୁଭାରମ୍ଭ କରାଯାଇଛି। ଏହି କ୍ରମରେ କୋରାପୁଟ ଜିଲ୍ଲାରେ ମାନ୍ୟବର ମନ୍ତ୍ରୀ SC & ST Department minorities & Backward classes welfare Department, Odisha Education Odisha, କୋରାପୁଟ ଜିଲ୍ଲାପାଳ ଓ ଅନ୍ୟାନ୍ୟ ଅତିଥି ବୃନ୍ଦ ଉପସ୍ଥିତ ରେ ଆୟୁଷ୍ମାନ ଭାରତ ପ୍ରଧାନ ମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ନୂତନ ଏକକ କାର୍ଡ ବିତରଣ କରାଯାଇଛି