April 28, 2026

୨୦ରୁ ଠିକାଦାରଙ୍କ ରାଜ୍ୟବ୍ୟାପୀ ଆନ୍ଦୋଳନ

IMG-20260213-WA0067
Share

 

 

ଭୁବନେଶ୍ୱର ( ଦେବାଶିଷ ଦାଶ )

 

ଆସନ୍ତା ୨୦ରୁ ୩ ପ୍ରମୁଖ ଠିକାଦାର ସଂଘର ରାଜ୍ୟବ୍ୟାପୀ ଆନ୍ଦୋଳନ ୧୮ ସୁଦ୍ଧା ୮ ଦଫା ଦାବି ପୂରଣ ନ ହେଲେ ୨୦ରୁ ଆନ୍ଦୋଳନ ଚେତାବନୀ ରାଜ୍ୟବ୍ୟାପୀ ଠପ୍ ହେବ ସମସ୍ତ ସରକାରୀ ନିର୍ମାଣ କାର୍ଯ୍ୟ ଏକାଠି ହେବେ ୭୦ ହଜାର ଠିକାଦାର ଓ ୩ ପ୍ରମୁଖ ଠିକାଦାର ସଂଘ ପ୍ରେସମିଟ୍‌ରେ ମିଳିତ ମଞ୍ଚ ଓଡ଼ିଶା ଠିକାଦାର ମହାସଂଘର ଚେତାବନୀ। ରାଜଧାନୀ ରାଜରାସ୍ତାରେ ବିଶାଳ ସମାବେଶ କରିବ ମହାସଂଘ ଟେଣ୍ଡର ସୀମା ବୃଦ୍ଧି, ଜରିମାନା ଛାଡ଼ ଆଦି ୮ ଦଫା ଦାବି କରିଛି ମହାସଂଘ

You may have missed