ଆଜିର ରାଶିଫଳ
*🌹🌼👉ମହାବୀର ପଞ୍ଜିକା👈🌼🌹*
*✧═════•❁❀❁•═════✧*
*ଅଦ୍ୟ ଜୁନ ମାସ ୧୩ ତାରିଖ ୨୦୨୩ ମସିହା(ମଙ୍ଗଳବାର)*
*ଶକାବ୍ଦ -୧୯୪୫*
*ସମ୍ବତ -୨୦୮୦*
*ଦିଲ୍ଲୀସ୍ୱରାଦ୍ଧ-୧୪୩୦*
*ସମ୍ବତ୍ସର-କପିଳ*
*ଆଷାଢ଼ମାସ-କୃଷ୍ଣପକ୍ଷ*
*ତିଥି- ଦଶମୀ ଦିବା ଘ୧୦/୦୦ ପର୍ୟ୍ୟନ୍ତ ତଦନ୍ତେ ଏକାଦଶୀ*
*ନକ୍ଷତ୍ର- ରେବତୀ ଦିବା ଘ୦୨/୩୯ ପର୍ୟ୍ୟନ୍ତ ତଦନ୍ତେ ଅଶ୍ଵିନୀ*
*ଚନ୍ଦ୍ର- ମୀନ ଦିବା ଘ୦୨/୩୯ ପର୍ୟ୍ୟନ୍ତ ତଦନ୍ତେ ମେଷ*
*ଯୋଗ- ସୌଭାଗ୍ୟ*
*କରଣ – ବିଷ୍ଟି*
*ସୌରମାସ- ବୃଷ ୩୦ ଦିନ*
*✧═════•❁❀❁•═════✧*
*ସୁର୍ୟୋଦୟ-ପ୍ରାତଃ ଘ୦୫/୧୧/୫୩*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୨/୩୧*
*✧═════•❁❀
*ଯୋଗିନୀ ଉତ୍ତରେ ଦିବା ଘ୧୦/୦୦ ପର୍ୟ୍ୟନ୍ତ ତଦନ୍ତେ ଅଗ୍ନିକୋଣେ*
*ମେଷ ରାଶିର ଘାତଚନ୍ଦ୍ର*
*ମକର ରାଶିର ଘାତବାର*
*ଏକାଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
✧═════•❁❀❁•═══
*କାଳବେଳା – ଦିବା ଘ୦୧/୨୫ ଗତେ ଘ୦୩/୦୫ ମଧ୍ୟେ*
*ବାରବେଳା – ଘ୦୬/୦୩ ଗତେ ଘ୦୮/୩୦ ମଧ୍ୟେ*
══•❁❀❁•═
*ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୬/୦୨ ମଧ୍ୟେ ଓ ଘ୦୯/୧୧ ଗତେ ଘ୧୧/୩୬ ମଧ୍ୟେ*
*ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ଦିବା ଘ୦୩/୩୫ଗତେ ଘ୦୪/୨୪ ମଧ୍ୟେ*
═✧*══•❁❀❁•═════✧
*ଅଦ୍ୟ କଳମଶାଗ ଦିବା ଘ୧୦/୦୦ ଗତେ ଶିମ୍ବ ଭକ୍ଷଣ ନିଷେଧ*
*═✧*══•❁❀❁•═════✧
*ଡ:ବାୟୁନନ୍ଦନ ମିଶ୍ର*
*ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର*
*ଅଦୃଶ୍ୟଶକ୍ତି ଭବନ*
*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*
*ମୋବାଇଲ-9437064130*
*www.adrushyashaktiastro.com*
*✧═════•❁❀❁•═════✧*
*🌼🌹꧁ ଆଜିର ରାଶିଫଳ꧂🌹🌼*
*✧═════•❁❀❁•═════✧*
*🌷ମେଷ🌷👉 – ଆଜି ବ୍ୟାପାରରେ ନୂତନ ଯୋଜନାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ | ପରିବାରରେ ମନୋମାଳିନ୍ୟ ଦେଖାଦେବ । ଆଧ୍ୟାତ୍ମିକ ଦିଗରେ ରୁଚି ବଢିବ | ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ | କର୍ମକ୍ଷେତ୍ରରେ ଉଚ୍ଚସ୍ଥଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ |*
*✧═════•❁❀❁•═════✧*
*🌷ବୃଷ🌷👉 – ଆଜି ମିତ୍ରଙ୍କ ସହ ସାକ୍ଷାତ ହୋଇପାରେ | କର୍ମକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ପ୍ରଶଂସା ମିଳିପାରେ | ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ | ପରିବାରରେ ସଦସ୍ୟଙ୍କ ସହ କୌଣସି ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି ।ସାମାଜିକ ପ୍ରତିଷ୍ଠା, ଯଶ କୀର୍ତ୍ତି ମିଳିପାରେ ।*
*✧═════•❁❀❁•═════✧*
*🌷ମିଥୁନ🌷👉 – ଆଜି ପରିବାରରେ ସୁଖ-ଶାନ୍ତିରେ ସମୟ କାଟିବେ ।ସ୍ବାସ୍ଥ୍ୟବାନ ରହିବା ସହ ଅର୍ଥପ୍ରାପ୍ତି ହେବ ।ଅଯଥା କଥାରେ ରାଗନ୍ତୁ ନାହିଁ;ନଚେତ ଅସୁବିଧା ହୋଇପାରେ | କର୍ମକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ମିଳିପାରେ ।ବ୍ୟାପାରରେ ପାର୍ଟନରଙ୍କ ସହଯୋଗ ଦ୍ୱାରା ନୂତନ ଯୋଜନାକୁ କାର୍ଯ୍ୟକାରୀ କରି ଲାଭ ମିଳିବ।*
*✧═════•❁❀❁•═════✧*
*🌷କର୍କଟ🌷👉 – ଆଜି ପରିବାରରେ ସନ୍ତାନଙ୍କ ସ୍ୱାସ୍ଥ୍ୟ ସମସ୍ୟା ଚିନ୍ତାବୃଦ୍ଧି କରିପାରେ । କଟୁବାକ୍ୟ କହିବାରୁ ନିକଟ ସମ୍ପର୍କୀୟଙ୍କ ସହ କଳହ ହୋଇପାରେ | ଅଯଥା ଖର୍ଚ୍ଚବୃଦ୍ଧି ଯୋଗୁଁ ଚିନ୍ତିତ ରହିବେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ନିନ୍ଦା ଅପବାଦ ମିଳିପାରେ | ବ୍ୟାପାରରେ ନୂତନ ନିବେଶରୁ ଦୂରେଇ ରୁହନ୍ତୁ |*
*✧═════•❁❀❁•═════✧*
*🌷ସିଂହ🌷👉 – ଆଜି ବ୍ୟାପାରରେ ଦିନଟି ମଧ୍ୟମ ରହିବ ।ପରିବାରରେ ମାତାଙ୍କ ସ୍ୱାସ୍ଥ୍ୟ ନେଇ ଚିନ୍ତିତ ରହିବେ । ନିଜ ପ୍ରିୟଜନଙ୍କ ସହ କିଛି କଥା କଟାକଟି ହେବାରୁ ମନ ଅଶାନ୍ତ ରହିବ | ଦୁଃସମ୍ବାଦମିଳିପାରେ ।କାର୍ଯ୍ୟକ୍ଷେତ୍ରରେ ଜରୁରୀ କାଗଜପତ୍ରରେ ଭୁଲ ହେବାରୁ ଚିନ୍ତିତ ରହିବେ |*
*✧═════•❁❀❁•═════✧*
*🌷କନ୍ୟା🌷👉 – ଆଜି ଶତ୍ରୁ ପରାଜୟ ହୋଇପାରେ | ବନ୍ଧୁଙ୍କ ସହ ଉତ୍ତମ ସମୟ ବିତେଇବେ | ଆଧ୍ୟାତ୍ମ୍ୟ ଦିଗରେ ସମୟ ନିୟୋଜିତ କରିବେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ କିଛି ନୂଆ ଯୋଜନା ପାଇଁ ବିଦେଶ ଯାତ୍ରା କରିବେ ।ବ୍ୟାପାରରେ ଲାଭବାନ ହେବେ ।ପରିବାରରେ ସୁଖରେ ସମୟ ବିତିବ।*
*✧═════•❁❀❁•═════✧*
*🌷ତୁଳା🌷👉 – ବନ୍ଧୁ ପରିଜନଙ୍କ ସହ ଉତ୍ତେଜିତ ହୋଇ ବାର୍ତ୍ତାଳାପ କରନ୍ତୁ ନାହିଁ | ଜିଦି ସ୍ଵଭାଵ ଯୋଗୁଁ କାର୍ଯ୍ୟ ବିଗିଡିଯାଇପାରେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ ବାକବିତଣ୍ଡା ହୋଇପାରେ | ବ୍ୟାପାରରେ ହାନି ହୋଇପାରେ | ପରିବାରରେ ସଦସ୍ୟଙ୍କ ସହ ମନୋମାଳିନ୍ୟ ହୋଇପାରେ ।ଆଜି କୌଣସି ଜରୁରୀ ନିର୍ଣ୍ଣୟ ନିଅନ୍ତୁ ନାହିଁ ।*
*✧═════•❁❀❁•═════✧*
*🌷ବିଛା🌷👉 – ଆଜି ନିଜ ବନ୍ଧୁପରିଜନ ଠାରୁ ଉପହାର ମିଳିପାରେ | କୌଣସି ଶୁଭସମାଚାର ପାଇ ମନ ଉଲ୍ଲସିତ ହେବ | କାର୍ଯ୍ୟକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ଦ୍ୱାରା ନିଜ କାମ ସଫଳ ହେବ | ବ୍ୟବସାୟରେ ଉନ୍ନତି ଯୋଗୁଁ ମାନସିକ ଶାନ୍ତି ମିଳିପାରେ | ପରିବାରରେ ସୁଖ-ଆନନ୍ଦରେ ସମୟ ବିତିବା ସହ ଉତ୍ତମ ଭୋଜନ ମିଳିବ ।*
*✧═════•❁❀❁•═════✧*
*🌷ଧନୁ🌷👉 – ଆଜି ଶାରୀରିକ ଅସୁସ୍ଥତା ଯୋଗୁଁ ଧନଖର୍ଚ୍ଚ ହୋଇପାରେ | ବାକ-ସଂଯତ ରୁହନ୍ତୁ; ନଚେତ ବାଦବିବାଦ ହୋଇପାରେ | କାର୍ଯ୍ୟକ୍ଷେତ୍ରରେ ଅଳସୁଆମୀ ବୃଦ୍ଧି ହେତୁ ଉଚ୍ଚସ୍ଥଅଧିକାରୀଙ୍କ ଗାଳି ଶୁଣିବାକୁ ପଡିପାରେ | ବ୍ୟାପାରରେ ଦିନଟି ମଧ୍ୟମ ରହିବ | ପରିବାରରେ ତର୍କ-ବିତର୍କ ଯୋଗୁଁ କଳହ ଦେଖାଦେବ ।*
*✧═════•❁❀❁•═════✧*
*🌷ମକର🌷👉 – ଆଜି ସାମାଜିକ ମାନ-ସମ୍ମାନ ମିଳିପାରେ | ମିତ୍ରଙ୍କ ସହ ମନୋରଞ୍ଜନ ପାଇଁ ଭ୍ରମଣରେ ଯାଇପାରନ୍ତି | କାର୍ଯ୍ୟକ୍ଷେତ୍ରରେ କୌଣସି ମହିଳା ସହଯୋଗୀ ସାହାଯ୍ୟ କରିବେ | ବ୍ୟାପାରରେ ନୂତନ ନିବେଶ ଲାଭବାନ କରାଇବ | ପରିବାରରେ କୌଣସି ଶୁଭ କାର୍ଯ୍ୟ ଆୟୋଜନରେ ବ୍ୟସ୍ତ ରହିବେ |*
*✧═════•❁❀❁•═════✧*
*🌷କୁମ୍ଭ 🌷👉– ଆଜି ପ୍ରତି କ୍ଷେତ୍ରରେ ସୁଫଳ ମିଳିବା ସହ ଧନବୃଦ୍ଧି ହୋଇପାରେ | କୌଣସି ଦୀର୍ଘଦିନ ଧରି ଅଟକିଥିବା କାର୍ଯ୍ୟ ସମ୍ପୂର୍ଣ ହେବାରୁ ମନ ପ୍ରଫୁଲ୍ଲ ରହିବ | ଗୁରୁଜନଙ୍କ ଆଶୀର୍ବାଦ ମିଳିବ | କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ | ବ୍ୟାପାରରେ ନିବେଶ ଶୁଭ ରହିବ | ପରିବାରରେ ସୁଖ-ଆନନ୍ଦରେ ସମୟ କାଟିବେ |*
*✧═════•❁❀❁•═════✧*
*🌷ମୀନ🌷👉 – ଆଜି ଆଳସ୍ୟ ଓ ଥକ୍କା ଅନୁଭବ କରିବେ | ଜରୁରୀ କାର୍ଯ୍ୟ କିମ୍ୱା ନିର୍ଣୟ ନିଅନ୍ତୁ ନାହିଁ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ | ବ୍ୟାପାରରେ ବାଧା ଆସିପାରେ | ପରିବାରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଥା କଟାକଟି ହୋଇପାରେ |*