November 26, 2024
Share

*🌹🌼👉ମହାବୀର ପଞ୍ଜିକା👈🌼🌹*
*✧═════•❁❀❁•═════✧*
*ଅଦ୍ୟ ଜୁଲାଇ ମାସ ୧୩ ତାରିଖ ୨୦୨୩ ମସିହା(ଗୁରୁବାର)*
*ଶକାବ୍ଦ -୧୯୪୫*
*ସମ୍ବତ -୨୦୮୦*
*ଦିଲ୍ଲୀସ୍ୱରାଦ୍ଧ-୧୪୩୦*
*ସମ୍ବତ୍ସର-ପିଙ୍ଗଳ*
*ଶ୍ରାବଣମାସ-କୃଷ୍ଣପକ୍ଷ*
*ତିଥି- ଏକାଦଶୀ ସନ୍ଧ୍ୟା ଘ ୦୬/୩୩ ପର୍ୟ୍ୟନ୍ତ ତଦନ୍ତେ ଦ୍ଵାଦଶୀ*
*ନକ୍ଷତ୍ର-କୃତ୍ତିକା ରାତ୍ରି ଘ୦୯/୪୧ ପର୍ୟ୍ୟନ୍ତ ତଦନ୍ତେ ରୋହିଣୀ*
*ଚନ୍ଦ୍ର- ବୃଷ*
*ଯୋଗ- ଶୁଳ*
*କରଣ – ବବ*
*ସୌରମାସ- ମିଥୁନ ୨୯ ଦିନ*
*✧═════•❁❀❁•═════✧*
*ସୁର୍ୟୋଦୟ-ପ୍ରାତଃ ଘ୦୫/୧୯/୪୯*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୫/୩୧*
*✧═════•❁❀
*ଯୋଗିନୀ ଅଗ୍ନିକୋଣେ ସନ୍ଧ୍ୟା ଘ୦୬/୩୩ ପର୍ୟ୍ୟନ୍ତ ତଦନ୍ତେ ନୈରୁତେ*
*ବିଛା ରାଶିର ଘାତଚନ୍ଦ୍ର*
*ତୁଳା ଓ କୁମ୍ଭ ରାଶିର ଘାତବାର*
✧═════•❁❀❁•═══
*କାଳବେଳା ଓ ବାରବେଳା – ଦିବା ଘ୦୩/୦୮ଗତେ ଘ୦୬/୨୫ ମଧ୍ୟେ*
══•❁❀❁•═
*ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୨/୫୫ଗତେ ଘ୦୩/୦୭ ମଧ୍ୟେ ଓ ରାତ୍ରି ଘ୦୭/୧୬ ଗତେ ଘ୦୯/୪୧ ମଧ୍ୟେ*
*ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ଦିବା ଘ୦୬/୧୩ ମଧ୍ୟେ ଓ ଘ୦୯/୪୩ ଗତେ ଘ୧୧/୨୭ ମଧ୍ୟେ*
═✧*══•❁❀❁•═════✧
*ଅଦ୍ୟ ଶିମ୍ବ ସନ୍ଧ୍ୟା ଘ୦୬/୩୩ ଗତେ ପୋଇ ଭକ୍ଷଣ ନିଷେଧ*
*═✧*══•❁❀❁•═════✧
*ଡ:ବାୟୁନନ୍ଦନ ମିଶ୍ର*
*ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର*
*ଅଦୃଶ୍ୟଶକ୍ତି ଭବନ*
*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*
*ମୋବାଇଲ-9437064130*
*www.adrushyashaktiastro.com*
*✧═════•❁❀❁•═════✧*
*🌼🌹꧁ ଆଜିର ରାଶିଫଳ꧂🌹🌼*
*✧═════•❁❀❁•═════✧*
*🌹ମେଷ🌹👉: ଯାହା ବି କାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ। ଚାକିରିରେ ପଦୋନ୍ନତି ମିଳିପାରେ। ବ୍ୟବସାୟର ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ।*
*✧═════•❁❀❁•═════✧*
*🌹ବୃଷ🌹👉: ଆଜି ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ର ପାତ୍ର ହେବ । ଦେବଦର୍ଶନର ସୁଯୋଗ ପାଇବେ।*
*✧═════•❁❀❁•═════✧*
*🌹ମିଥୁନ🌹👉: ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ। ମାତାପିତାଙ୍କ ସେବା କରନ୍ତୁ, କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଦେଖିବାକୁ ମିଳିବ। ମିତ୍ରଙ୍କ ଠାରୁ ଭଲ ଖବର ପାଇବେ। ବ୍ୟବସାୟରେ ବଡଲାଭ ହାତରେ ଲାଗିପାରେ।*
*✧═════•❁❀❁•═════✧*
*🌹କର୍କଟ🌹👉: ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ଆପଣଙ୍କ ପ୍ରତିଦ୍ବନ୍ଦ୍ବୀ ଶାନ୍ତ ରହିବେ। ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଭଲ ଖବର ମିଳିବ। ଯୌଥ ବ୍ୟବସାୟରୁ ଭଲ ଲାଭ ହେବ। ପ୍ରେମରେ ସଫଳତା ମିଳିବ।*
*✧═════•❁❀❁•═════✧*
*🌹ସି˚ହ🌹👉: ମନରେ ଦ୍ବନ୍ଦ୍ବ ରହିବ କିନ୍ତୁ ବ୍ୟବହାର ମଧୁର ରହିବ। ନୂଆ କାମ ଆରମ୍ଭ କରିବା ଓ କୌଣସି ସମସ୍ୟାର ସମାଧାନ ଲାଗି ଦିନଟି ଭଲ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହିବେ।*
*✧═════•❁❀❁•═════✧*
*🌹କନ୍ୟା🌹👉: ଆପଣଙ୍କ ଭାବନା ରଚନାତ୍ମକ ରହିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। କୌଣସି କ˚ପାନିରେ ଚାକିରିର ସୁଯୋଗ ଆସିପାରେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଅନୁକୂଳ ରହିବ।*
*✧═════•❁❀❁•═════✧*
*🌹ତୁଳା🌹👉: ନୂଆ ଆହ୍ବାନର ସାମନା କରିବେ। କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ; ଅସୁବିଧାର ସମ୍ମୁଖୀନ ହେବେ। ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ। ଘରକୁ ଅତିଥି ଆସିବେ।*
*✧═════•❁❀❁•═════✧*
*🌹ବିଛା🌹👉: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଘର ଓ ଦୋକାନରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଅଫିସରେ ବାତାବରଣ ଅନୁକୂଳ ରହିବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ।*
*✧═════•❁❀❁•═════✧*
*🌹ଧନୁ🌹👉: ସାବଧାନର ସହ କାମ କରନ୍ତୁ, ଲାଭ ପାଇବେ। ବ୍ୟସ୍ତତାରେ ରହିବା ସତ୍ତ୍ବେ ଅୟସ ପାଇଁ ସମୟ ବାହାର କରିନେବେ। କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ।*
*✧═════•❁❀❁•═════✧*
*🌹ମକର🌹👉: ପୂରାଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ପରିବାରଜନଙ୍କ ସହଯୋଗ ମିଳିବ। କାମକୁ ପୂରା କରିବା ଲାଗି ନୂଆ ଯୋଜନା କରିବେ ଏବ˚ ତହିଁରୁ ଲାଭ ପାଇବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ।*
*✧═════•❁❀❁•═════✧*
*🌹କୁମ୍ଭ🌹👉: ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ପରିବାରର ସ୍ନେହ ଓ ଜୀବନସାଥୀଙ୍କ ଠାରୁ ଖୁସି ପାଇବେ।*
*✧═════•❁❀❁•═════✧*
*🌹ମୀନ🌹👉: ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ଅଫିସରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧାନ ହୋଇଯିବ। ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ହେବ।ଦାମ୍ପତ୍ୟ ଜୀବନ ମଧୂର ରହିବ।*
*✧═════•❁❀❁•═════✧*

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.