November 26, 2024

Day: August 13, 2024

ବର୍ଷାରେ ବେହାଲ ଗୁଣୁପୁର ସହର  ଅଘୋଷିତ ବିଜୁଳି କାଟ ବୋଝ ଉପରେ ନଳିତା ବିଡା 

ଗୁଣୁପୁର,-(ସୁରେନ୍ଦ୍ର ମହାନ୍ତି )ଆଜି ରାୟଗଡା ଜିଲ୍ଲା ଗୁଣୁପୁର ଅଞ୍ଚଳରେ ମଧ୍ୟମ ଧରଣର ବର୍ଷା ଲାଗି ରହିଛି । ଫଳରେ ସହରରେ କୃତ୍ରିମ ବନ୍ୟା ଭଳି ପରିସ୍ଥିତି ସୃଷ୍ଟି...

ଓଡ଼ିଶାରେ ନୂତନ ସଡ଼କ ନିର୍ମାଣ ନିମନ୍ତେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ କେନ୍ଦ୍ର ସଡ଼କ ପଥ ମନ୍ତ୍ରୀ ନୀତିନ ଗଡକରି ଙ୍କ ସହ ଆଲୋଚନା …

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀଙ୍କ ମାନ୍ୟବର କେନ୍ଦ୍ର ମନ୍ତ୍ରୀ, ସଡକ ପରିବହନ ଏବଂ ରାଜପଥ ଶ୍ରୀଯୁକ୍ତ ନିତିନ ଗଡକରୀଙ୍କ ସହ ଜାତୀୟ ରାଜପଥ ର...

ନବରଙ୍ଗପୁର କେନ୍ଦ୍ରୀୟ ବିଦ୍ୟାଳୟ ଠରେ ଛାତ୍ର ସଂସଦର ଅଭିଷେକ ସମାରୋହ …….

  ନବରଙ୍ଗପୁର:-(ଏମ୍.ଦିନା°ଶୁ ଆଚାରୀ) ତା: ୧୩.୦୮.୨୦୨୪ ରିଖ (ମଙ୍ଗଳବାର) ପି.ଏମ୍ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ନବରଙ୍ଗପୁର ଠାରେ ଛାତ୍ର ସଂସଦର ଅଭିଷେକ ସମାରୋହ ଅନୁଷ୍ଠିତ ହୋଇ ଯାଇଛି।...

ରାୟଗଡା ଜ଼ିଲ୍ଲା ପ୍ରଶାସନ ପକ୍ଷରୁ ମହା ଆଡମ୍ବରରେ ପାଳିତ ହେଲା ହର ଘର ତିରଙ୍ଗା ଯାତ୍ରା

ରାୟଗଡ:ଘରେ ଘରେ ତିରଂଗା କାର୍ଯ୍ୟକ୍ରମ ରାୟଗଡରେ ଶୋଭାଯାତ୍ରା ସମସ୍ତ ଭାରତୀୟଙ୍କ ସ୍ୱାଭିମାନ ଏବଂ ସମ୍ମାନର ପ୍ରତୀକ ତ୍ରିରଙ୍ଗା ପତାକା କୁ ଗର୍ବ ଓ ସମ୍ମାନର ସହ ଆମେ...

ବୁଗୁଡ଼ାରେ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ 

ବୁଗୁଡ଼ା : ତା ୧୩/୦୮/୨୪ : ଚଳିତ ବର୍ଷ ୭୮ତମ ସ୍ବାଧୀନତା ଦିବସ ପାଳନ ହେବାକୁ ଯାଉଥିବା ବେଳେ ଆଜି ସ୍ଥାନୀୟ ଏନ୍ଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟନିର୍ବାହୀ...

ହର ଘର ତିରଙ୍ଗା ଅଭିଯାନ ରେ ଓରିଟେକ ପକ୍ଷରୁ 77 ଫୁଟ ର ତ୍ରିରଙ୍ଗା ପତାକା ସହ ରାଲି 

  ରାୟଗଡା : ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ‘‘ହର ଘର ତିରଙ୍ଗା’’ ଅଭିଯାନର ତୃତୀୟ ସଂସ୍କରଣ ଚଳିତ ଅଗଷ୍ଟ ମାସ ୯ରୁ ୧୫ ପର୍ଯ୍ୟନ୍ତ ପାଳନ...

+୩ ଛାତ୍ରୀଙ୍କ ଆତ୍ମ ସୁରକ୍ଷା ତାଲିମ୍ ଶିବିର ଉଦଘାଟିତ

ବୁଗୁଡା : ତା ୧୩/୦୮/୨୪ : ସ୍ଥାନୀୟ ପିପୁଲ୍ସ ଡିଗ୍ରୀ କଲେଜ ପକ୍ଷରୁ ସ୍ବପରିସରରେ ଆୟୋଜିତ ଆତ୍ମ ସୁରକ୍ଷା ତାଲିମ୍ ଶିବିର ଉଦଘାଟିତ ହୋଇଯାଇଛି । ଉକ୍ତ...

ଯୁକ୍ତ ତିନି ଛାତ୍ରୀଙ୍କ ୨୦ ଦିନିଆ ଆତ୍ମ ସୁରକ୍ଷା ତାଲିମ

  ବୁଗୁଡା, ୧୩/୮/୨୪ ବୁଗୁଡା ପିପୁଲସ କଲେଜର ଯୁକ୍ତ ତିନି ଦ୍ଵିତୀୟ ବର୍ଷ ଛାତ୍ରୀମାନଙ୍କ ୨୦ ଦିନିଆ ଆତ୍ମା ସୁରକ୍ଷା ତାଲିମ ଶିବିର ଅଗଷ୍ଟ ୧୩ ତାରିଖ...

ବୋଲଗଡ଼ ବ୍ଲକ୍ ପ୍ରଶାସନ ପକ୍ଷରୁ ୭୮ତମ ସ୍ଵାଧୀନତା ଦିବସ ଓ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ। 

mi     ବୋଲଗଡ଼,(ଉପାନ୍ତ ଖବର): ଭାରତ ସରକାରଙ୍କ ନିର୍ଦ୍ଦେଶ କ୍ରମେ ବୋଲଗଡ଼ ବ୍ଲକ୍ ପ୍ରଶାସନ ପକ୍ଷରୁ ୭୮ତମ ସ୍ଵାଧୀନତା ଦିବସ ଓ ହର୍ ଘର୍ ତ୍ରିରଙ୍ଗା...

ଗଜପତି:- ଘରେ ଘରେ ତ୍ରିରଙ୍ଗା ଅଭିଯାନ ଉପରେ ବିରାଟ ଶୋଭାଯାତ୍ରା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ।

   ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଘରେ ଘରେ ତ୍ରିରଙ୍ଗା ଅଭିଯାନ ସମ୍ପର୍କିତ ଏକ ବିରାଟ ଶୋଭାଯାତ୍ରା ସମେତ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।...

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.