November 26, 2024

Day: September 13, 2024

ଉମରକୋଟ ଠାରେ ଦାଶରଥି ପଟ୍ଟନାୟକଙ୍କ ଶ୍ରଦ୍ଧାଞ୍ଜଳି ସମାରୋହ ପାଳିତ…………

ଉମରକୋଟ:-(ଏମ୍.ଦିନା°ଶୁ ଆଚାରୀ) ଓଡିଶାର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ଦାସିଆ ସାଂସ୍କୃତିକ ପରିଷଦ ତରଫରୁ ପାଠlଗାର ଆନ୍ଦୋଳନର ପ୍ରବାଦ ପୁରୁଷ ସ୍ବର୍ଗତ ଦାଶରଥି ପଟ୍ଟନାୟକଙ୍କ ସତେଇଶିତମ ଶ୍ରଦ୍ଧାଞ୍ଜଳି ସମାରୋହ...

ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ରାୟଗଡ ଗସ୍ତ କରି ସୁଭଦ୍ରା ଯୋଜନାର ସମୀକ୍ଷା କଲେ .

ରାୟଗଡା : ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ସୁଭଦ୍ରା ଯୋଜନାର ସଫଳ ରୂପାୟନ ନିମନ୍ତେ ଏକ ସମୀକ୍ଷା ବୈଠକର ଆୟୋଜନ କରାଯାଇଥିଲା। ମାନ୍ଯବର ମୁଖ୍ଯମନ୍ତ୍ରୀଙ୍କ...

ଜନ ସେବା କେନ୍ଦ୍ରରେ ଜନ ସାଧାରଣଙ୍କୁ ଲୁଟ ଅଭିଯୋଗ, ପଦକ୍ଷେପ ଗ୍ରହଣ ଦାବି 

  ବୁଗୁଡା : ତା ୧୩/୦୯/୨୪ : ଏବେ ସୁଭଦ୍ରା ଯୋଜନା ପାଇଁ ଜନ ସେବା କେନ୍ଦ୍ର ଗୁଡିକରେ ମହିଳାଙ୍କ ଭିଡ଼ ଜମୁଥିବା ବେଳେ ଏହାର ଫାଇଦା...

ସବ୍-ଜୋନ୍ ସ୍ତରୀୟ ବିଦ୍ଯାଳୟ ସମୂହ କ୍ରୀଡା ପ୍ରତିଯୋଗିତା 

ବୁଗୁଡା : ତା ୧୩/୦୯/୨୪ : ସ୍ଥାନୀୟ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯାଳୟ ପକ୍ଷରୁ ପିପୁଲ୍ସ ହାଇସ୍କୁଲ ମିନି ଷ୍ଟାଡିୟମରେ ବୁଗୁଡା ଏବଂ ବି.କରଡ଼ାବାଡ଼ି ସବ୍-ଜୋନ୍ ସ୍ତରୀୟ ବିଦ୍ଯାଳୟ...

ଅସ୍ତରଙ୍ଗ ପ୍ରସ୍ତାବିତ ବନ୍ଦର ନେଇ ବାଦ ବିବାଦ ଭିତରେ ଜନ ଶୁଣାଣି ଶେଷ ।

  ଅସ୍ତରଙ୍ଗ,, ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକରେ ପ୍ରତିଷ୍ଠା ହେବାକୁ ଥିବା ରାଜ୍ୟ ସରକାରଙ୍କର ବାଣିଜ୍ୟ ଓ ପରିବହନ ବିଭାଗ ଦ୍ବାରା ପ୍ରସ୍ତାବିତ ବନ୍ଦରର ପରିବେଶ ମଞ୍ଜୁରୀ...

ଗଜପତି:- ଆର:କେ:ଏସ:ଏସ: ସ୍ୱେଚ୍ଛାସେବୀ ଅନୁଷ୍ଠାନ ପକ୍ଷରୁ ମୋର ପେଡ ମୋର ଅଧିକାର” ସମ୍ପର୍କିତ ସ୍ୱାସ୍ଥ୍ୟ ସଚେତନତା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି ସ୍ଥିତ ଡିପିଆରସି: ତାଲିମ କେନ୍ଦ୍ର ଠାରେ ନାବ ଫାଉଣ୍ଡେସନ/ନାବାର୍ଡ ସହାୟତାରେ ଆର:କେ:ଏସ:ଏସ: ସ୍ୱେଚ୍ଛାସେବୀ ଅନୁଷ୍ଠାନ ପକ୍ଷରୁ ଅନୁଷ୍ଠିତ " "ମାଏ ପେଡ ମାଏ ରାଇଟ" ସମ୍ପର୍କିତ...

ଅଞ୍ଚଳ ମହାବିଦ୍ୟାଳୟ ର ବିଦ୍ୟାର୍ଥୀ ଙ୍କୁ ସଫଳତା ର ମନ୍ତ୍ର ଦେଲେ ସାଂସଦ ପ୍ରଦୀପ ପୁରୋହିତ 

    ପଦ୍ମପୁର : (ଜୟନ୍ତ କୁମାର ସେଠ) ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ଠାରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ଙ୍କୁ ସ୍ୱାଗତ ଓ ସମ୍ବର୍ଦ୍ଧନା କରାଯାଇଥିଲା।...

ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ଅନ୍ତର୍ଗତ ଜରି ପାଲ ତଳେ ଗାଁ ଡକ୍ରିକୋଟା—–

    ନବରଙ୍ଗପୁର(ଏମ୍.ଦିନା°ଶୁ ଆଚାରୀ) ଜରି ପାଲ ତଳେ ଗାଁ ଡକ୍ରିକୋଟ, ବିକାଶ ର ପ୍ରହସନ ଏ ଗାଁ ର ଦୃଶ୍ୟ ବଖାଣୁଛି, ଏଠି ବାଟ ଥାଇ...

ଜିଲ୍ଲାପାଳ ପାରୁଲ ପଟୱାରୀ ଙ୍କ ରାମନାଗୁଡା ବ୍ଲକ ପରିଦର୍ଶନ ସହ ଉନ୍ନୟନ କାର୍ଯ୍ୟ କଲେ ସମୀକ୍ଷା

ରାୟାଗଡା : ରାୟଗଡ଼ା ଜିଲ୍ଲା ରାମନାଗୁଡା ବ୍ଲକରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ରାୟଗଡ଼ା ଜିଲ୍ଲାପାଳ ପାରୁଲ ପାଟୁଆରୀ। ଜିଲ୍ଲାପାଳ ପ୍ରଥମେ ପାଲୁପାଇ ନିକଟରେ ଚାଲିଥିବା...

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.