June 21, 2026

ଛାତ୍ରଛାତ୍ରୀଙ୍କୁ ପୋଷାକ ବିତରଣ 

IMG-20241113-WA0055
Share

 

ବୁଗୁଡା : ତା ୧୩/୧୧/୨୪ : ବୁଗୁଡା ଏନ୍ଏସି ଅନ୍ତର୍ଗତ ନେଳିଆବନ୍ଧ ସାହି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବିତରଣ ମେଳା ଅନୁଷ୍ଠିତ ଯାଇଛି। ପ୍ରଧାନ ଶିକ୍ଷକ ସନ୍ତୋଷ କୁମାର ବେହେରାଙ୍କ ପୌରହିତ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଏସ୍ଏମସି ସଭାପତି ଝୁମୁରୀ ନାୟକ ଅତିଥି ଭାବେ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ମାର୍ଗ ଦର୍ଶନ କରିବା ସହ ପୋଷାକ ବିତରଣ କରିଥିଲେ। ଉକ୍ତ କାର୍ଯ୍ୟକ୍ରମକୁ ସହକାରୀ ଶିକ୍ଷୟିତ୍ରୀ ସୁଜାତା ପାତ୍ର ପରିଚାଳନା କରିଥିଲେ।