ପାରଳାଖମୁଣ୍ଡିଠାରେ ଭାରତରତ୍ନ ବାବାସାହେବ ଡଃ.ଭୀମରାଓ ଆମ୍ବେଦକରଙ୍କ ଜିଲ୍ଲାସ୍ତରୀୟ ଜୟନ୍ତୀ ଉତ୍ସବ ପାଳିତ
ପାରଳାଖେମୁଣ୍ଡି:୧୪/୪(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଭାରତରତ୍ନ ବାବାସାହେବ ଡଃ.ଭୀମରାଓ ଆମ୍ବେଦକରଙ୍କ ଜିଲ୍ଲାସ୍ତରୀୟ ଜୟନ୍ତୀ...
