April 30, 2026

ଶ୍ରୀ ଜଗନ୍ନାଥ ମହାବିଦ୍ୟାଳୟରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା   

IMG-20250814-WA0075
Share

 

ଖୋର୍ଦ୍ଧା : – ( ପ୍ରିୟଙ୍କା ମହାପାତ୍ର) କାଇପଦର ସ୍ଥିତ ଶ୍ରୀ ଜଗନ୍ନାଥ ମହାବିଦ୍ୟାଳୟରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଅଛି।ଏହି କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରତାପ କିଶୋର ଛୋଟରାୟ ଶୁଭାରମ୍ଭ କରିଥିଲେ। ଏହି ଶୋଭାଯାତ୍ରାରେ ମହାବିଦ୍ୟାଳୟର ଅଧ୍ୟାପକ ,ଅଧ୍ୟାପିକା ଓ କର୍ମଚାରୀ ମାନଙ୍କ ସହିତ ସମସ୍ତ ଛାତ୍ର ଛାତ୍ରୀ ପାଞ୍ଚଶହ ଫୁଟ ଲମ୍ବ ତ୍ରିରଙ୍ଗା ପତାକାଧରି ନିକଟସ୍ଥ ଗ୍ରାମ ମାଧପୁରୁ ସାଆନ୍ତା, କାଇପଦର ପରିକ୍ରମା କରିବା ସହିତ ଘରେଘରେ ତ୍ରିରଙ୍ଗା ପତାକା ବଣ୍ଟନ କରିଥିଲେ ।ଏହି କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟର NSS NCC YRC ବିଭାଗର ଅଧିକାରୀ ମାନେ ଉପସ୍ଥିତ ରହି ଶୋଭାଯାତ୍ରାଟିକୁ ପରିଚାଳନ କରିଥିଲେ

You may have missed