November 26, 2024

Day: September 14, 2024

ଯୋଡ଼ାଆମ୍ବ ଉଚ୍ଚ ବିଦ୍ୟାଳୟରେ ହିନ୍ଦୀ ଦିବସ ପାଳିତ …

ମୋହନା...ଗଜପତି ଜିଲ୍ଲାର ମୋହନା ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟ, ଯୋଡାଆମ୍ବ ପରିସରରେ ହିନ୍ଦୀ ଶିକ୍ଷକ ଶ୍ରୀଯୁକ୍ତ ରମେଶ ଚନ୍ଦ୍ର ଜେନାଙ୍କ ତତ୍ତ୍ଵାବଧାନରେ ହିନ୍ଦୀ ଦିବସ ବହୁ...

ବିକାଶ ମେଳା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ …

ରାୟଗଡା:ବିକାଶ ମେଳା ଆୟୋଜନ ନିମନ୍ତେ ଆଜି ଅପରାହ୍ନରେ ଆୱାସି ମାଧ୍ୟମରେ ରାଜ୍ୟ ସରକାରଙ୍କ ପ୍ରଚlଳନ କମିଟିର ବୈଠକ ଶ୍ରୀ ସତ୍ୟବ୍ରତ ସାହୁ,ଅତିରକ୍ତ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତରେ...

ଗଜପତି:- ସପ୍ତାହ ବ୍ୟାପୀ ଶ୍ରୀମଦ୍ ଭାଗବତ ପ୍ରବଚନ କାର୍ଯ୍ୟକ୍ରମ 

  ପାରଳାଖେମୁଣ୍ଡି ଓଡ଼ିଆ ଭଣ୍ଡାରୀ ସାହି ସ୍ଥିତ ଉତ୍କଳ ହିତୈଷିଣୀ ସମାଜ ସଭାଗୃହ ଠାରେ ଓଡିଶା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ-ଗଜପତି ଜିଲ୍ଲା ଶାଖା ପାରଳାଖେମୁଣ୍ଡି ପକ୍ଷରୁ...

ଦ୍ରୁତ ଗତି ଯୋଗୁଁ ଭାରସାମ୍ୟ ହରାଇ ଓଲଟିଲା ବୋଲେରୋ, ୭ ଆହାତ, ୪ ଗୁରୁତର 

ମୋହନା -ଗଜପତି ଜିଲ୍ଲା ଅଡବା ଥାନା ପଦାଗାଁ ନିକଟରେ ଭାରସାମ୍ୟ ହରାଇ ଓଲଟିଲା ବୋଲେରୋ l ଦୁର୍ଘଟଣାରେ ୭ ଜଣ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ...

ରାୟଗଡ଼ା ସେଞ୍ଚୁରିଅନ ଶିକ୍ଷାନୁଷ୍ଠାନରେ ହିନ୍ଦୀ ଦିବସ ପାଳିତ।

    ରାୟଗଡ଼ା : ରାୟଗଡ଼ା ସହର ଉପଖଣ୍ଡ ପିତାମହଲ ସ୍ଥିତ ସେଞ୍ଚୁରିଅନ ବିଶ୍ୱ ବିଦ୍ୟାଳୟ ପରିସରରେ ସେଞ୍ଚୁରିଅନ ପବ୍ଲିକ ସ୍କୁଲ ପକ୍ଷରୁ ହିନ୍ଦୀ ଦିବସ ପାଳିତ...

ନବରଙ୍ଗପୁର ଜିଲ୍ଲା କିନ୍ନର ସଂଘର ବାର୍ଷିକ ସମ୍ମିଳନୀ ପାଳିତ..

  ନବରଙ୍ଗପୁର:(ଏମ୍.ଦିନା°ଶୁ ଆଚାରୀ) ନବରଙ୍ଗପୁର ଜିଲ୍ଲା କିନ୍ନର ସଂଘ ଆନୁକୁଲ୍ୟରେ ସ୍ଥାନୀୟ ସୌରା ସାହି କଲ୍ୟାଣ ମଣ୍ଡପ ଠାରେ ସଂଘର ବାର୍ଷିକ ସମ୍ମିଳନୀ ତଥା ବାର୍ଷିକ ଉତ୍ସବ...

ଗାଙ୍ଗପୁରରେ ପାଳିତ ହେଲା କୃଷି ଭିତ୍ତିକ ପର୍ବ ନଳଯାତ୍ରା 

    ବେଲଗୁଣ୍ଠା,୧୪/୦୯, ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଲଗୁଣ୍ଠା ବ୍ଳକ୍ ଗାଙ୍ଗପୁର ଗ୍ରାମରେ ଐତିହାସିକ କୃଷିଭିତ୍ତିକ ପର୍ବ ନଳ ଯାତ୍ରା ମହାସମାରୋହରେ ପାଳିତ ହୋଇଯାଇଛି...

ରାୟଗଡ଼ା ସେଞ୍ଚୁରିଅନ ବିଶ୍ଵ ବିଦ୍ୟାଳୟ ଗସ୍ତରେ ଅଷ୍ଟ୍ରେଲିଆ ପ୍ରଫେସର

  ରାୟଗଡ଼ା: ରାୟଗଡ଼ା ସହର ଉପଖଣ୍ଡ ପିତାମହଲ ସ୍ଥିତ ସେଞ୍ଚୁରିଅନ ବିଶ୍ୱ ବିଦ୍ୟାଳୟ କୁ ଆଜି ଅଷ୍ଟ୍ରେଲିଆ ସ୍ଥିତ ମୋନାଶ ସ୍କୁଲ ଅଫ ରୁରାଲ୍ ହେଲଥ୍ ଅନୁଷ୍ଠାନ...

ବିଶ୍ଵ ପ୍ରାଥମିକ ଚିକିତ୍ସା ଦିବସ ପାଳିତ

    ପଦ୍ମପୁର : ୧୪/୦୯(ଜୟନ୍ତ କୁମାର ସେଠ) ପଦ୍ମପୁର ଉପଖଣ୍ତ ପୁରେନା ପଞ୍ଚାୟତ ଉଚ୍ଚବିଦ୍ୟାଳୟ ପୁରେନା ପରିସର ମଧ୍ୟରେ ପ୍ରଧାନଶିକ୍ଷକ ଶ୍ରୀ ରେଣୁଧର ସାହୁଙ୍କ ସଭାପତିତ୍ବ...

ଅତିଥି ଶିକ୍ଷକ ମାନଙ୍କ ବକେୟା ଦରମା ପ୍ରଦାନ ନିମନ୍ତେ ଦାବୀପତ୍ର 

    ପଦ୍ମପୁର :୧୪/୦୯(ଜୟନ୍ତ କୁମାର ସେଠ)ପଦ୍ମପୁର ସ୍ଥାନୀୟ ଟାଉନ୍ ହାଇସ୍କୁଲ ପଦ୍ମପୁର ପରିସର ମଧ୍ୟରେ ବ୍ଲକ୍ ଓଷ୍ଟା ସଭାପତି ଶ୍ରୀ ପ୍ରମୋଦ ନାଥଙ୍କ ସଭାପତିତ୍ବରେ ବରଗଡ଼...

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.