November 26, 2024

Day: September 14, 2024

ଗୋଲିଆରେ ଦୁର୍ଗାପୂଜା ଉପଲକ୍ଷେ ଶୁଭଖୁଣ୍ଟି ସ୍ଥାପନ 

ବୁଗୁଡା : ତା ୧୪/୦୯/୨୪ : ବୁଗୁଡା ବ୍ଲକ ଗୋଲିଆ ଗ୍ରାମର ବଡସାହିରେ ମା' ଦୁର୍ଗାଙ୍କ ସପ୍ତମୀ ପୂଜା ଉପଲକ୍ଷେ ଶୁଭଖୁଣ୍ଟି ସ୍ଥାପନ କାର୍ଯ୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି...

ରସାୟନ ବିଜ୍ଞାନ ବିଭାଗର ଅଭିଭାବକ-ଶିକ୍ଷକ-ଛାତ୍ରଛାତ୍ରୀଙ୍କ ବୈଠକ 

ବୁଗୁଡ଼ା : ତା ୧୪/୦୯/୨୪ : ସ୍ଥାନୀୟ ପିପୁଲ୍ସ କଲେଜର ରସାୟନ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବପରିସରରେ ଅଭିଭାବକ-ଶିକ୍ଷକ-ଛାତ୍ରଛାତ୍ରୀଙ୍କ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି ।...

ରାୟଗଡାରେ ତୃତୀୟ ରାଷ୍ଟ୍ରୀୟ ଲୋକଅଦାଲତ ରେ ୧୨,୯୦୩ ଟି ମାମଲା ଫଇସଲା ହୋଇ ସେଟେଲମେଣ୍ଟ ବାବଦକୁ ୧,୦୪,୮୦,୭୦୫ ଟଙ୍କା ଆଦାୟ ହୋଇଅଛି

  ରାୟଗଡ:ଜିଲ୍ଲା ଆଇନ ସେବା ପ୍ରାଧିକରଣ, ରାୟଗଡା ର ତତ୍ତ୍ୱାବଧାନରେ ରାୟଗଡା ଜିଲ୍ଲା ସିଭିଲକୋର୍ଟ ପରିସରରେ ଆଜି ତୃତୀୟ ରାଷ୍ଟ୍ରୀୟ ଲୋକଅଦାଲତ ଅନୁଷ୍ଠିତ ହୋଇଯାଇଅଛି l ଏହି...

ଭିତ୍ତପ୍ରସ୍ତର ସ୍ଥାପନର ୩ ବର୍ଷ ପୂର୍ବେ କଲ୍ୟାଣ ମଣ୍ଡପ ନିର୍ମାଣ ନିମନ୍ତେ ହୋଇଥିଲା କିନ୍ତ ନିର୍ମାଣ ହେଲା ଅଜୈବିକ ବର୍ଜ୍ୟବସ୍ତୁ ପୃଥ୍ୱୀକରଣ କେନ୍ଦ୍ର 

ରାୟଗଡା : କୋଲନରା ବ୍ଲକ ବଡଖିଲାପଦର ସଦର ପଞ୍ଚାୟତର ପାଣି ଟାଙ୍କି ପାଖରେ ଏକ କଲ୍ୟାଣ ମଣ୍ଡପ ନିର୍ମାଣ ନିମନ୍ତେ ୨୦୨୧ ମସିହାରେ ଭିତ୍ତି ପ୍ରସ୍ତର ସ୍ଥାପନ...

ଉମରକୋଟ ଭାଜପା କାର୍ଯ୍ୟାଳୟ ରେ ସଦସ୍ୟତା ଅଭିଯାନ କର୍ମଶାଳା ଅନୁଷ୍ଠିତ…….

  ଉମରକୋଟ :-(ଏମ୍.ଦିନା°ଶୁ ଆଚାରୀ) ନବରଙ୍ଗପୁର ଜିଲ୍ଲା ଉମରକୋଟ ବି ଜେ ପି କାର୍ଯ୍ୟାଳୟ ଠାରେ ଭାରତୀୟ ଜନତା ପାର୍ଟି ର ଜିଲ୍ଲା ସ୍ତରିୟ ସଦସ୍ୟତା ଅଭିଯାନ...

ମାନସିକ ଅନଗ୍ରସର ମହିଳାଙ୍କୁ ଉଦ୍ଧାର ଓ ଥଇଥାନ

ରାୟଗଡା : ଜିଲ୍ଲାପାଳ, ରାୟଗଡାଙ୍କ ନିର୍ଦ୍ଦେଶ କ୍ରମେ, ତିନି ଜଣ ମାନସିକ ଅନଗ୍ରସର ମହିଳାଙ୍କୁ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଏବଂ ଜିଲ୍ଲା...

ବେଲଗୁଣ୍ଠା ବ୍ଳକ୍ ଅଧ୍ୟକ୍ଷଙ୍କ ବିୟୋଗ ପରେ ଉପାଧ୍ୟକ୍ଷାଙ୍କ ଅଧ୍ୟକ୍ଷ ଦାୟିତ୍ୱ ଗ୍ରହଣ

  ବେଲଗୁଣ୍ଠା, 14/09, ବେଲଗୁଣ୍ଠା ପଞ୍ଚାୟତ ସମିତି ଅଧ୍ୟକ୍ଷ ପ୍ରଶାନ୍ତ କୁମାର ନାୟକ ଗତ ପାଞ୍ଚ ତାରିଖ ସନ୍ଧ୍ୟା ସାତ ଘଣ୍ଟା କୋଡ଼ିଏ ମିନିଟ୍ ସମୟରେ ଭୁବନେଶ୍ୱରର...

ନବରଙ୍ଗପୁର ଅମଲା ସଂଘ ର ପୂର୍ବତନ ସଭାପତି ଙ୍କ ବିୟୋଗ ରେ ଶୋକ ସଭା ଅନୁଷ୍ଠିତ…………

  ନବରଙ୍ଗପୁର (ଏମ୍.ଦିନା°ଶୁ ଆଚାରୀ):-ଓଡ଼ିଶା ରାଜସ୍ୱ ଅମଲା ସଂଘ ଜିଲ୍ଲା ଶାଖା ନବରଙ୍ଗପୁର ସଭାପତି ଆଶୁତୋଷ ମହାନ୍ତି ଙ୍କ ଅଧ୍ୟକ୍ଷତା ରେ ଆଜି ନବରଙ୍ଗପୁର ଠାରେ ଏକ...

ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନା ପ୍ରଦର୍ଶନୀ ଓ ବାଣିଜ୍ୟ ମେଳା ଉଦଘାଟିତ।

  ପୁରୀ ୧୩/୯ ପୁରୀ ଅର୍ବାନ ହାଟ ପରିସରରେ ଆଜି ଅପରାହ୍ନ ରେ ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନା ଅନ୍ତର୍ଗତ ୩ ଦିନିଆ ପ୍ରଦର୍ଶନୀ ଓ ବାଣିଜ୍ୟ ମେଳା...

IPAF ଦ୍ୱାରା ପୁରୀ ରେ ଆନ୍ତର୍ଜାତୀୟ କଳା ସଂସ୍କୃତି ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି l

IPAF ର ନିର୍ଦେଶିକା ଖୁସି ଙ୍କ ତତ୍ୱାବଧାନ ରେ ପୁରୀ ପୌରସଦନ ପରିସରରେ ଦୀର୍ଘ ତିନିବର୍ଷ ହେବ ଆନ୍ତର୍ଜାତୀୟ କଳାସଂସ୍କୃତି ମହୋତ୍ସବ ପାଳନ କରାଯାଉଛି l ଏହାର...

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.