November 26, 2024

Day: September 14, 2024

ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଅବସରରେ ‍‍ମଣ୍ଡଳସ୍ତରୀୟ ସାଧାରଣ ଜ୍ଞାନ ପ୍ରତିଯୋଗିତା। 

  ବୋଲଗଡ଼,(ଉପାନ୍ତ ଖବର):ବୋଲଗଡ଼ ସରକାରୀ ବାମନ ଉଚ୍ଚ ବିଦ୍ୟାଳୟ ଠାରେ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ – ୨୦୨୪ ଅବସରରେ ସ୍ଥାନୀୟ ମଣ୍ଡଳ ସ୍ତରୀୟ ସାଧାରଣ ଜ୍ଞାନ ପ୍ରତିଯୋଗିତା...

ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନା ପ୍ରଦର୍ଶନୀ ଓ ବାଣିଜ୍ୟ ମେଳା ଉଦଘାଟିତ।

  ପୁରୀ ୧୩/୯ ପୁରୀ ଅର୍ବାନ ହାଟ ପରିସରରେ ଆଜି ଅପରାହ୍ନ ରେ ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନା ଅନ୍ତର୍ଗତ ୩ ଦିନିଆ ପ୍ରଦର୍ଶନୀ ଓ ବାଣିଜ୍ୟ ମେଳା...

ଆଜିର ଖବର…

  ୧-ପୁରୀ:ଲୁହା କଡ଼େଇରେ ମହାପ୍ରସାଦ ପ୍ରସ୍ତୁତି, ତଦନ୍ତ କମିଟି ଗଠିତ, ଶୀଘ୍ର ହେବ କାର୍ଯ୍ୟାନୁଷ୍ଠାନ।   ୨-ଭୁବନେଶ୍ବର: ପ୍ରାଣୀସମ୍ପଦ ଏବଂ ଦୁଗ୍ଧ ଉତ୍ପାଦନ କ୍ଷେତ୍ରର ବିକାଶ ପାଇଁ...

ରାୟଗଡା ଜିଲ୍ଲା ବିଷମ କଟକ ବ୍ଲକର ଦୁର୍ଗୀ ଠାରେ ସୁଭଦ୍ରା ଯୋଜନା ରଥ ର ଶୁଭ ଆରମ୍ଭ

    ରାୟଗଡା :ବିଷମକଟକ ବ୍ଲକ୍ ଅନ୍ତର୍ଗତ ଦୁର୍ଗୀ ପଞ୍ଚାୟତ ଠାରେ ଆଜି ରାଜ୍ୟ ସରକାରଙ୍କ ଶୁଭଦ୍ରା ସଚେତନତା ରଥ ଉଦଘାଟନ ହୋଇଛି। ଦୁର୍ଗୀ ପଞ୍ଚାୟତର ସରପଞ୍ଚ...

ପାରାଦୀପ ଫର୍ମାସୀ କଲେଜ ର ୨୦୨୧-୨୦୨୨ ବ୍ୟାଚ ର ବିଦାୟ ସମ୍ବର୍ଦ୍ଧନା ଉତ୍ସବ !!

  ତିର୍ତ୍ତୋଲ ::-ଜଗତସିଂହପୁର ଜିଲ୍ଲାର ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ତେନ୍ତୁଳିପଦା ପଞ୍ଚାୟତ ର କୁଳୁସାହି ଗ୍ରାମସ୍ଥିତ ପାରାଦୀପ ଫାର୍ମାସୀ କଲେଜ୍ ର ୨୦୨୧-୨୦୨୨ ବ୍ୟଚ ବିଦାୟୀ ଛାତ୍ର...

ମା’ଶାରଳା ଙ୍କ ମନ୍ଦିରରେ ପାର୍ବଣ ପୂଜା ପାଇଁ ପ୍ରସ୍ତୁତି ବୈଠକ

ତିର୍ତ୍ତୋଲ ::- ଝଙ୍କଡ଼ର ଅଧିଷ୍ଠାତ୍ରୀ ଦେବୀ ମା'ଶାରଳା ଠାକୁରାଣୀ ଙ୍କ ସାର୍ବଜନୀନ ଶାରଦୀୟ ପାର୍ବଣ ପୂଜା ପାଇଁ,ଏକ ପ୍ରସ୍ତୁତି ବୈଠକଜଗତସିଂହପୁର,ଏ.ଡି.ଏମ୍.ସମ୍ବିତ ରାଉତ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି।ଶାରଳାମନ୍ଦିର...

ଗଞ୍ଜାମ ର ଗୌରବ ମେଘନାଦ ବେହେରାଙ୍କୁ ଶୁଭେଚ୍ଛାର ସୁଅ 

ଗଞ୍ଜାମ ,   ଗତ 10.9.2024 ଠାରୁ 12.9.2024 ପର୍ଯ୍ୟନ୍ତ ତିନିଦିନ ଧରି ଉତ୍ତର ପ୍ରଦେଶ ର ରାଜଧାନୀ ଲକ୍ଷନୌ ଠାରେ 73ତମ ସର୍ବଭାରତୀୟ ପୋଲିସ ସୁନ୍ଦର...

ରାଜବୋଡାସମ୍ବର ଉଚ୍ଚ ବିଦ୍ୟାଳୟ ରେ ବିଜ୍ଞାନ ଏବଂ ଗଣିତ ମେଳା (SCIFARI 2.0)

    ପଦ୍ମପୁର : (ଜୟନ୍ତ କୁମାର ସେଠ) ପଦ୍ମପୁର ସ୍ଥାନୀୟ ରାଜବୋଡାସମ୍ବର ଉଚ୍ଚ ବିଦ୍ୟାଳୟ,ପଦ୍ମପୁର ଠାରେ ବିଜ୍ଞାନ ଏବଂ ଗଣିତ ମେଳା( SCIFARI 2.0) ଅନୁଷ୍ଠିତ...

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.