October 5, 2024

ବାହୁଡା ଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀ ଜଣାଇଲେ ଶୁଭେଚ୍ଛା 

Share

 

 

ପବିତ୍ର ବାହୁଡ଼ା ଯାତ୍ରା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

 

ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ କହିଛନ୍ତି ନବଦିନାତ୍ମକ ଯାତ୍ରା ସାରି ଆଡ଼ପ ମଣ୍ଡପରୁ ରତ୍ନବେଦୀକୁ ବାହୁଡ଼ି ଆସିବେ ଚତୁର୍ଦ୍ଧାମୂର୍ତ୍ତି। କୋଟି କୋଟି ଜଗନ୍ନାଥପ୍ରେମୀଙ୍କ ଆସ୍ଥା ଓ ବିଶ୍ବାସର ଏହି ଦିବ୍ୟ ଯାତ୍ରା ଅବସରରେ ସମସ୍ତଙ୍କ ସୁଖ, ସମୃଦ୍ଧି ଓ ମଙ୍ଗଳମୟ ଜୀବନ କାମନା କରୁଛି।