November 26, 2024

Day: August 15, 2024

ପ୍ରେମ ସ୍ଵେଚ୍ଛାସେବୀ ସଂଗଠନ ଏବଂ ଆଜମି ପ୍ରେମଜି ଫାଉଣ୍ଡେସନ ମିଳିତ ଆନୁକୁଲ୍ୟରେ ମୋହନା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ପାନୀୟ ଜଳ ପ୍ରକଳ୍ପ କୁ ଉଦଘାଟନ କଲେ ରାଜ୍ୟ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ..

ଗଜପତି ଜିଲ୍ଲା ମୋହନା ବ୍ଲକର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଖାରିଗୁଡା ଠାରେ ପାଞ୍ଚ ଲକ୍ଷ ଷାଠିଏ ହଜାର ଟଙ୍କା ବ୍ୟୟରେ ପାନୀୟ ଜଳ ପ୍ରକଳ୍ପକୁ ମନ୍ତ୍ରୀ ବିଭୂତି...

ପ୍ରଦର୍ଶନୀ କ୍ରିକେଟ ମ୍ୟାଚରେ ଜିଲ୍ଲା ପ୍ରଶାସନ ବିଜୟୀ। 

  ପୁରୀ ୧୫/୮ ପୁରୀ ଜିଲ୍ଲା ସ୍ତରୀୟ ୭୮ ତମ ସ୍ୱାଧୀନତା ଦିବସ ଅବସରର ଏକ ପ୍ରଦର୍ଶନୀ କ୍ରିକେଟ ମ୍ୟାଚ ଶ୍ରୀଜଗନ୍ନାଥ କ୍ରିକେଟ ଷ୍ଟାଡିୟମ ଠାରେ ଆଜି...

ଏବିସିଡି ଅନୁଷ୍ଠାନ ର ନୂଆଖାଇ ଭେଟଘାଟ ପ୍ରସ୍ତୁତି ର ବୈଠକ

      ପଦ୍ମପୁର : (ଉପାନ୍ତ ଖବର)ପଦ୍ମପୁର ର ଅଗ୍ରଣୀ ସର୍ବପୁରାତନ ସ୍ଵେଚ୍ଛାସେବୀ ଅନୁଷ୍ଠାନ ଏବିସିଡି ର ୨୬ ତମ ନୂଆଖାଇ ଭେଟଘାଟ ପାଇଁ ଏକ...

ଜମରତଲା ଉଚ୍ଚ ବିଦ୍ୟାଳୟ ରେ 78ତମ ସ୍ୱାଧୀନତା ଦିବସ ପାଳନ 

      ପଦ୍ମପୁର :- (ଉପାନ୍ତ ଖବର) 15.8.2024 ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଜମରତଳା ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ରାଜେଶ...

ତ୍ରିରଙ୍ଗା: ଜାତୀୟ ଏକତା ଓ ଅଖଣ୍ଡତାର ପ୍ରତୀକ :ସ୍ୱାସ୍ଥ୍ୟ ମନ୍ତ୍ରୀ ଡଃ ମହାଲିଙ୍ଗ…ପୁରୀ ରେ ୭୮ ତମ ସ୍ୱାଧୀନତା ଦିବସ ପାଳିତ..

ପୁରୀ :୧୫/୮ ତ୍ରିରଙ୍ଗା ଆମ ଜାତୀୟ ଏକତା ଓ ଅଖଣ୍ଡତାର ପ୍ରତୀକ।୧୯୪୭ ମସିହା ଆଜିର ଦିନରେ ଅଗଣିତ ସତ୍ୟନିଷ୍ଠ ସ୍ୱାଧୀନତା ସଂଗ୍ରାମୀ ଙ୍କ ତ୍ୟାଗ ଓ ବଳିଦାନକୁ...

ବ୍ରହ୍ମଗିରି ବିଧାୟିକା ଉପାସନାଙ୍କ ଦ୍ୱାରା ଅଲାରନାଥ ମନ୍ଦିର ସଫେଇ ସହିତ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ l

  ଆଜି ବ୍ରହ୍ମଗିରି ର ସର୍ବ କନିଷ୍ଠ ବିଧାୟିକା ଉପାସନା ମହାପାତ୍ର ଏବଂ ଭାରତୀୟ ଜନତା ପାର୍ଟିର ପାଞ୍ଚଶହରୁ ଉର୍ଦ୍ଧ ପୁରୁଷ ଓ ମହିଳା କର୍ମୀ ମହାପ୍ରଭୁ...

ବୋଲଗଡ଼ ବ୍ଳକ ମାଣିବନ୍ଧ ପଞ୍ଚପଲ୍ଲୀ ଉଚ୍ଚବିଦ୍ୟାଳୟର ୭୮ତମ ସ୍ଵାଧୀନତା ଦିବସ ପାଳନ

ବୋଲଗଡ ବ୍ଲକ ମାଣିବନ୍ଧ ପଞ୍ଚପଲ୍ଲି ଉଚ୍ଚବିଦ୍ୟାଳୟର ୭୮ତମ ସ୍ଵାଧୀନତା ଦିବସ ପାଳନ କରାଯାଇଅଛି ସ୍କୁଲର ପ୍ରଧାନଶିକ୍ଷକ ଅମର କୁମାର ବେହେରା ପତାକା ଉତ୍ତଲନ କରିଥିଲେ ସ୍କୁଲର ଚେୟାରମ୍ୟାନ...

ସ୍ବାଧୀନତା ଦିବସ ଉପଲକ୍ଷେ ଶେରଗଡ଼ ପଞ୍ଚାୟତ ସମିତି ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ..

ନୀଳଗିରି: ବାଲେଶ୍ଵର ଜିଲ୍ଲା ଖନ୍ତାପଡା ଥାନା ଅର୍ନ୍ତଗତ ଶେରଗଡ଼ ପଞ୍ଚାୟତ ରେ ୭୮ତମ ସ୍ବାଧୀନତା ଦିବସ ଉପଲକ୍ଷେ ସରପଞ୍ଚ ଙ୍କ ନେତୃତ୍ବରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ଖନ୍ତାପଡା ଭାରତୀୟ ଜନତା ପାର୍ଟି ତରଫରୁ ସ୍ବାଧିନତା ଦିବସ ପାଳିତ ହୋଇଯାଇଛି..

ଖନ୍ତାପଡା: ବାଲେଶ୍ଵର ଜିଲ୍ଲା ବାହାନଗା ବ୍ଲକ ଅନ୍ତର୍ଗତ ଖନ୍ତାପଡା ବଜାରରେ ଥିବା ଖନ୍ତାପଡା ଭାରତୀୟ ଜନତା ପାର୍ଟି ତରଫରୁ ୭୮ ତମ ସ୍ବାଧିନତା ଦିବସ ପାଳିତ ହୋଇଯାଇଛି।...

ଖନ୍ତାପଡା ଥାନାରେ ୭୮ ତମ ସ୍ବାଧିନତା ଦିବସ ପାଳିତ ହୋଇଯାଇଛି

ନୀଳଗିରି: ବାଲେଶ୍ଵର ଜିଲ୍ଲା ୧୬ନମ୍ବର ଜାତୀୟ ରାଜପଥ ରେ ଥିବା ଖନ୍ତାପଡା ଥାନାରେ ଆଜି ସକାଳେ ୭୮ ତମ ସ୍ବାଧିନତା ଦିବସ ପାଳିତ ହୋଇଯାଇଛି ଏହି ଦିବସ...

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.