November 26, 2024

Day: September 15, 2024

ଜିଲ୍ଲାସ୍ତରୀୟ ବିକାଶ ମେଳା ପାଇଁ ପ୍ରସ୍ତୁତି ବୈଠକ..

    ପାରଳାଖେମୁଣ୍ଡି,ତା.୧୫.୦୯.୨୦୨୪ ଜିଲ୍ଲାସ୍ତରୀୟ ବିକାଶ ମେଳା ଆୟୋଜନ ନିମନ୍ତେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ...

ସୁଭଦ୍ରା ଯୋଜନାର ସ୍ୱାଗତ ପାଇଁ ପଦଯାତ୍ରା 

  କାଶୀନଗର ତା 15/9/24   ସୁଭଦ୍ରା ଯୋଜନା କୁ ପ୍ରତ୍ୟେକ ମହିଳା ଙ୍କ ନିକଟରେ ପହଞ୍ଚେଇବା ପାଇଁ ରାଜ୍ୟ ସରକାରଙ୍କ ନିର୍ଦେଶ କ୍ରମେ ଆଜି ସ୍ଥାନୀୟ...

ଗଜପତି:- ଜିଲ୍ଲାସ୍ତରୀୟ “ସୁଭଦ୍ରା” ସ୍ଵାଗତ ପଦଯାତ୍ରା ଏବଂ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ।

ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଜିଲ୍ଲାସ୍ତରୀୟ ସୁଭଦ୍ରା ସ୍ଵାଗତ ପଦଯାତ୍ରା ଏବଂ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ପଦଯାତ୍ରାରେ ଜିଲ୍ଲାପାଳ ଶ୍ରୀ...

ଲାଞ୍ଜିଗଡ଼ ଅଞ୍ଚଳରେ ଲାଲ ପାଣିର କୃତ୍ରିମ ବନ୍ୟା 

ଲାଞ୍ଜିଗଡ଼ ( ପୁରନ୍ଦର ଦଣ୍ଡସେନା ) ଆଜି ରାତିରେ ବେଦାନ୍ତ କମ୍ପାନୀ ଦ୍ୱାରା ଲାଞ୍ଜିଗଡ଼ର ନାରାୟଣପୁର ମୌଜାରେ ନିର୍ମିତ ରେଡ଼ ମଡ଼ ପଣ୍ଡର ବନ୍ଧ ଭାଙ୍ଗି ସେଥିରେ...

ଉପମୂଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଙ୍କ ଶାରଳା ମନ୍ଦିର ପରିଦର୍ଶନ….

    ତିର୍ତୋଲ ୧୪/୦୯/୨୦୨୪   ଝଙ୍କଡ ବାସିନୀ ମା'ଶାରଳା ଙ୍କ ପୀଠରେ ଓଡ଼ିଶା ସରକାରଙ୍କ ଶକ୍ତି ଓ଼ କୃଷି ବିଭାଗ ମନ୍ତ୍ରୀ ତଥା ରାଜ୍ୟର ଉପମୁଖ୍ୟ...

ଜିଲ୍ଲାସ୍ତରୀୟ ସୁଭଦ୍ରା ସ୍ଵାଗତ ପଦଯାତ୍ରା ଅନୁଷ୍ଠିତ ..

ପାରଳାଖେମୁଣ୍ଡି, ତା ୧୫.୦୯.୨୦୨୪   ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସଦରମହକୁମା ଠାରେ ଜିଲ୍ଲାସ୍ତରୀୟ ସୁଭଦ୍ରା ସ୍ଵାଗତ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଅଛି। ଏହି ପଦଯାତ୍ରାକୁ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ...

ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ କର କମଳରେ ବନ୍ଦେ ଭାରତ ଟ୍ରେନର ଉଦଘାଟନ ଅବସରରେ ବ୍ରହ୍ମପୁର ଠାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଭିଭାଷଣ– ୧୫ ସେପ୍ଟେମ୍ୱର ୨୦୨୪

ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ କର କମଳରେ ବନ୍ଦେ ଭାରତ ଟ୍ରେନର ଉଦଘାଟନ ଅବସରରେ ବ୍ରହ୍ମପୁର ଠାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଭିଭାଷଣ-- ୧୫ ସେପ୍ଟେମ୍ୱର...

ସୁଭଦ୍ରା ଯୋଜନାର ସ୍ୱାଗତ ପାଇଁ ପଦଯାତ୍ରା 

  କାଶୀନଗର ତା 15/9/24   ସୁଭଦ୍ରା ଯୋଜନା କୁ ପ୍ରତ୍ୟେକ ମହିଳା ଙ୍କ ନିକଟରେ ପହଞ୍ଚେଇବା ପାଇଁ ରାଜ୍ୟ ସରକାରଙ୍କ ନିର୍ଦେଶ କ୍ରମେ ଆଜି ସ୍ଥାନୀୟ...

ସୁଭଦ୍ରା ସ୍ୱାଗତ ପଦଯାତ୍ରା ଓ ସାମୁହିକ ଆଲୋଚନାଚକ୍ର

ରାୟଗଡ: ରାୟଗଡ ଜିଲ୍ଲାସ୍ତରୀୟ ସୁଭଦ୍ରା ସ୍ୱାଗତ ପଦଯାତ୍ରା ସହରର ରେଳଷ୍ଟେସନ ଛକଠାରୁ ବାହାରି ବ୍ଳକଛକ ଦେଇ ଜିଲ୍ଲାପରିଷଦ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା l ସୂଚନା ଥାଉକି...

ପୁରୀ ବାର ଆସୋସିଏସନ ପକ୍ଷରୁ ସାଂସଦ ଓ ବିଧାୟକ ମାନଙ୍କୁ ସମ୍ବୋର୍ଦ୍ଧିତ କରାଯାଇଛି l

  ପୁରୀ ବାର ଆସୋସିଏସନ ର ସଭାପତି ଆଦିତ୍ୟ ହୃଦୟ ମିଶ୍ରଙ୍କ ଅଧକ୍ଷତାରେ ପୁରୀ ସାଂସଦ ଓ ଜିଲ୍ଲାର ସମସ୍ତ ବିଧାୟକ ମାନଙ୍କୁ ସମ୍ବୋର୍ଦ୍ଧିତ କରାଯାଇଥିଲା l...

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.