ଆଜିର ରାଶିଫଳ

*ମହାବୀର ପଞ୍ଜିକା
*
*✧═════•❁❀❁•═════✧*
*ଅଦ୍ୟ ଅପ୍ରେଲ ମାସ ୧୬ ତାରିଖ ୨୦୨୩ ମସିହା(ରବିବାର)*
*ଶକାବ୍ଦ -୧୯୪୪*
*ସମ୍ବତ -୨୦୮୦*
*ଦିଲ୍ଲୀସ୍ୱରାଦ୍ଧ-୧୪୩୦*
*ସମ୍ବତ୍ସର-ଅନଳ*
*ବୈଶାଖ ମାସ-କୃଷ୍ଣପକ୍ଷ*
*ତିଥି- ଏକାଦଶୀ ରାତ୍ରି ଘ୦୬/୨୮ ପର୍ୟ୍ୟନ୍ତ ତଦନ୍ତେ ଦ୍ଵାଦଶୀ*
*ନକ୍ଷତ୍ର-ଧନିଷ୍ଟ। ଦିବା ଘ୦୬/୩୭ ପର୍ୟ୍ୟନ୍ତ ତଦନ୍ତେ ଶତଭିଶା*
*ଚନ୍ଦ୍ର- କୁମ୍ଭ*
*ଯୋଗ- ଶୁକ୍ଳ*
*କରଣ – ବବ*
*ସୌରମାସ- ମେଷ ୦୩ ଦିନ*
*✧═════•❁❀❁•═════✧*
*ସୁର୍ୟୋଦୟ-ପ୍ରାତଃ ଘ୦୫/୩୨/୪୯*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୧/୧୯*
*✧═════•❁❀
*ଯୋଗିନୀ ଦକ୍ଷିଣେ ରାତ୍ରି ଘ୦୬/୨୮ ପର୍ୟ୍ୟନ୍ତ ତଦନ୍ତେ ନୈରୁତେ*
*ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର*
*ମେଷ ରାଶିର ଘାତବାର*
*ଏକାଦଶୀ ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
✧═════•❁❀❁•═══
*କାଳବେଳା ଓ ବାରବେଳା – ଦିବା ଘ୧୦/୧୩ଗତେ ଘ୦୧/୨୦ ମଧ୍ୟେ*
══•❁❀❁•═
*ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୬/୨୮ଗତେ ଘ୦୯/୩୧ ମଧ୍ୟେ ଓ ରାତ୍ରି ଘ୦୭/୩୫ ଗତେ ଘ୦୯/୧୪ ମଧ୍ୟେ*
*ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ଦିବା ଘ୦୬/୨୮ମଧ୍ୟେ ଓ ଘ୦୧/୨୦ ଗତେ ଘ୦୧/୩୨ ମଧ୍ୟେ*
═✧*══•❁❀❁•═════✧
*ଅଦ୍ୟ ଶିମ୍ବ ଭକ୍ଷଣ ନିଷେଧ*
*═✧*══•❁❀❁•═════✧
*ଡ:ବାୟୁନନ୍ଦନ ମିଶ୍ର*
*ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର*
*ଅଦୃଶ୍ୟଶକ୍ତି ଭବନ*
*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*
*ମୋବାଇଲ-9437064130*
*www.adrushyashaktiastro.com*
*✧═════•❁❀❁•═════✧*
*꧁ ଆଜିର ରାଶିଫଳ꧂
*
*✧═════•❁❀❁•═════✧*
*ମେଷ
ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ ।*
*ବୃଷ
ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ କିମ୍ବା ତାଙ୍କ ସହ ମତଭେଦ ଘଟିପାରେ । ପରିବାରରେ ଅଶାନ୍ତି ଓ ବନ୍ଧୁଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ କର୍ମରେ ଅବହେଳା କରିବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।*
*ମିଥୁନ
ମନ ଅସ୍ଥିର ରହିବ ଓ ପରିବାରରେ ବିବାଦ ଦେଖାଦେବ । ସମସ୍ତ କର୍ମରେ ଅଯଥା ବିଳମ୍ବ ଓ ବାଧାବିଘ୍ନ ଉପୁଜିବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ସ୍ୱକର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।*
*କର୍କଟ
କର୍ମସ୍ଥାନରେ ଉଚ୍ଚ ପ୍ରଶଂସିତ ହେବେ ଓ ମହିଳା ସହକର୍ମୀଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । ସହଧର୍ମିଣୀଙ୍କ ସହଯୋଗ ପାଇବେ ଓ ସ୍ତ୍ରୀ ହେତୁକ ଧନପ୍ରାପ୍ତିର ଯୋଗ ରହିଛି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଅସ୍ଥିରମନା ହେବେ ।*
*ସିଂହ
ବାଦବିବାଦ ପ୍ରତି ସତର୍କ ରହିବେ ଓ ଗ୍ୟାସ ହିଟର ବ୍ୟବହାର କାଳରେ ସାବଧାନ ରହିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ରହିବ ଓ କର୍ମରେ ଆଳସ୍ୟତା ଏବଂ ଅନାଗ୍ରହଭାବ ପ୍ରକାଶ ପାଇବ । ଶତ୍ରୁମାନଙ୍କ ଦ୍ୱାରା ପୀଡ଼ା ପାଇବେ।*
*କନ୍ୟା
ଅପମାନ, ଅପଯଶ, ଅପବାଦ ପାଇପାରନ୍ତି। ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ସେମାନଙ୍କ କର୍ମକୁ ନେଇ ଚିନ୍ତିତ ହେବେ । ବାପାମା’ଙ୍କ ସହ ମତାନ୍ତର କିମ୍ବା ତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଅବହେଳା କରିବେ ।*
*ତୁଳା
ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମସ୍ଥାନରେ ପ୍ରଶଂସିତ, ସଫଳତା ଓ ସୁବିଧା ସୁଯୋଗ ହାସଲ କରିବେ। ମୂଲ୍ୟବାନ ଧାତୁ, ଭୂମି କିମ୍ବା ଯାନବାହନ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ସଫଳତା ପାଇବେ। ମହିଳାମାନେ ଅତିଥି ସତ୍କାର କରିବେ।*
*ବିଛା
କର୍ମ ପ୍ରତି ଆଗ୍ରହ, ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବା ହେତୁ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ। ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି। ଭ୍ରାତୃ ଓ ଭଗ୍ନିଙ୍କର ସାହାଯ୍ୟ ଏବଂ ପରିବାରର ସାହାଯ୍ୟ ପାଇବେ।*
*ଧନୁ
କର୍ମରେ ଅନାଗ୍ରହ ଓ ବିଘ୍ନ ସୃଷ୍ଟି ହେବ । ମୂଲ୍ୟବାନ ପଦାର୍ଥ ନଷ୍ଟ ବା ଖରାପ ହୋଯାଇପାରେ । ଧନକୁ ନେଇ ବିବାଦ ଓ ପରିବାରରେ ଅଶାନ୍ତି ଦେଖାଦେବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଅସ୍ଥିରମନା ହେବେ। ମହିଳାମାନେ ବଦଖର୍ଚ୍ଚି ହେବେ ।*
*ମକର
ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ। ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ କିଛି ବିଘ୍ନ ଘଟିପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ପରିବାରର ଆଦର ପାଇବେ ।*
*କୁମ୍ଭ
ଅଟକିଥିବା କାମ ପୁଣି ଆରମ୍ଭ କରିବେ, ବ୍ୟବସାୟରେ ଆୟ ଅଧିକ ହେବ । ବ୍ୟୟ ଭାର କମ୍ ରହିବ । ହୃତଧନ ଫେରିପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଆଗ୍ରହୀ ହେବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।*
*ମୀନ
ଆକସ୍ମିକ ଧନଲାଭ ଓ କୌଣସି ସୂତ୍ରରୁ ଧନପ୍ରାପ୍ତିର ଯୋଗ ରହିଛି । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିବା ପାଇଁ ଯୋଜନା କରିବେ । ବିଦ୍ୟାର୍ଥୀ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ ଆନନ୍ଦିତ ହେବେ ।*